ମସ୍କୋ ନିକଟରେ ଯାତ୍ରୀବାହୀ ବିମାନ ଦୁର୍ଘଟଣାଗ୍ରସ୍ତ, ଚାଳକ ଦଳର ୩ ସଦସ୍ୟ ମୃତ

ମସ୍କୋ,୧୨।୭: ରୁଷିଆରେ ଏକ ବଡ଼ ଦୁର୍ଘଟଣା ଘଟିଛି। ରାଜଧାନୀ ମସ୍କୋ ନିକଟରେ ଏକ ଯାତ୍ରୀବାହୀ ବିମାନ ଦୁର୍ଘଟଣାଗ୍ରସ୍ତ ହେବାର ଖବର ଆସିଛି। ଯଦିଓ ଦୁର୍ଘଟଣା ସମୟରେ ବିମାନରେ କୌଣସି ଯାତ୍ରୀ ନଥିଲେ ମଧ୍ୟ ବିମାନ ଚଳାଉଥିବା ତିନିଜଣ କର୍ମଚାରୀଙ୍କ ମୃତ୍ୟୁ ଘଟିଛି।
ଅଧିକାରୀଙ୍କ ସୂଚନା ଅନୁଯାୟୀ ଏହି ବିମାନଟି ଗାଜପ୍ରୋମ ଆଭିଆର ଥିଲା। ଗାଜପ୍ରୋମ ରୁଷିଆର ସବୁଠାରୁ ବଡ ପ୍ରାକୃତିକ ଗ୍ୟାସ କମ୍ପାନୀ। ବିମାନଟି ମସ୍କୋର ଭ୍ନୁକୋଭୋ ବିମାନବନ୍ଦର ଆଡକୁ ଯାଉଥିଲା ବୋଲି ଅଧିକାରୀମାନେ କହିଛନ୍ତି। ରୁଷିଆର ସର୍ବୋଚ୍ଚ ଅନୁସନ୍ଧାନକାରୀ ସଂସ୍ଥା ‘ଦ ଇନଭେଷ୍ଟିଗେଶନ କମିଟି’ ଏହି ଦୁର୍ଘଟଣାର କାରଣ ଅନୁସନ୍ଧାନ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

LPG ସଙ୍କଟ ଭିତରେ ଆସିଲା ଖୁସିଖବର: ଆଜି ଭାରତରେ ପହଞ୍ଚିବ ଏତିକି ମେଟ୍ରକ ଟନ୍‌ ଗ୍ୟାସ

ନୂଆଦିଲ୍ଲୀ,୧୭।୩: ଦେଶରେ ବଢ଼ି ଚାଲିଥିବା ଏଲପିଜି ସଙ୍କଟ ମଧ୍ୟରେ ଆଶ୍ୱସ୍ତିର ଖବର ଆସିଛି। ଇରାନ ସରକାରଙ୍କ ସ୍ବତନ୍ତ୍ର ଅନୁମତି ପରେ, ଭାରତୀୟ ଜାହାଜ ପାଇଁ ପଥ ପରିଷ୍କାର…

IPL 2026 ପୂର୍ବରୁ ଧୋନିଙ୍କ ସହ ଫୋନରେ କଥା ହେଲେ ସଞ୍ଜୁ ସାମସନ, କହିଲେ କିଛି ଭିତିରି କଥା, ଯାହାକୁ ନେଇ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ,୧୭।୩: ଟି-୨୦ ବିଶ୍ୱକପ ବିଜୟୀ ଦଳର ନାୟକ ସଞ୍ଜୁ ସାମସନ ସୋମବାର କହିଛନ୍ତି ଯେ ଆଗାମୀ ଆଇପିଏଲରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସକେ) ପାଇଁ ଖେଳୁଥିବା ସମୟରେ…

ଇରାନ ପରେ ଟ୍ରମ୍ପଙ୍କ ଟାର୍ଗେଟରେ ଏବେ ଏହି ଦେଶ: ନିଜେ କଲେ ଖୁଲାସା, ବିଶ୍ୱରେ ଚହଳ

ଓ୍ବାଶିଂଟନ୍‌,୧୭।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ପରେ ତାଙ୍କର ପରବର୍ତ୍ତୀ ଟାର୍ଗେଟ ବିଷୟରେ ପ୍ରକାଶ କରିଛନ୍ତି। ସେ ଖୋଲାଖୋଲି ଭାବରେ ଇଙ୍ଗିତ କରିଛନ୍ତି ଯେ ତାଙ୍କର…

ଆଇନା ଓ ମଇନା

ଆଇନା ସବୁବେଳେ ସତ କହେ! ହୋଇଥିବ ବୋଧେ! ଏକଥା ସତ ବୋଲି ବି ମୋତେ ଲାଗିଲା। ଯଦିଓ ମୁଁ ସବୁବେଳେ ଆଇନା ଦେଖି ମୋ ରୂପ ସଜାଏ।…

ବରିଷ୍ଠ ନାଗରିକଙ୍କୁ ତାଚ୍ଛଲ୍ୟ

ମନୁଷ୍ୟ ସ୍ବାଭାବିକ ଜୀବନଚକ୍ରରେ ନିର୍ଦ୍ଦିଷ୍ଟ ବର୍ଷ ଅତିକ୍ରମ ପରେ ବୃଦ୍ଧାବସ୍ଥା ପ୍ରାପ୍ତହୁଏ । ଅନେକ ମାତାପିତା ବୃଦ୍ଧାବସ୍ଥାରେ ଅବହେଳାର ଶିକାର ହେଉଥିବା ଅନୁଭବକରି ମିଳିତ ଜାତିସଂଘ ସେମାନଙ୍କର…

ଯୁଦ୍ଧରେ ଏବେ ପର୍ଯ୍ୟନ୍ତ କେତେ ସେନାଙ୍କୁ ହରାଇଲାଣି ଆମେରିକା? ନିଜେ ଦେଲା ବଡ଼ ଅପଡେଟ

ଓ୍ବାଶିଂଟନ,୧୭।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ଏବେ ପ୍ରାୟ ତିନି ସପ୍ତାହ ଧରି ଚାଲିଛି। ଏହି ସମୟ ମଧ୍ୟରେ, ଇରାନ ସହିତ ସଂଘର୍ଷରେ ଆହତ ହୋଇଥିବା ଆମେରିକୀୟ ସୈନ୍ୟଙ୍କ…

ଖଣି ବିରୋଧରେ ଗର୍ଜିଲେ ଜନତା

ବଲାଙ୍ଗୀର/ଲୋଇସିଂହା, ୧୭ା୩(ବୀରେନ୍ଦ୍ର କୁମାର ଝାଙ୍କର/ସୁଶାନ୍ତ ବାରିକ): କିଛିଦିନ ପୂର୍ବରୁ ବଲାଙ୍ଗୀର ଜିଲାର ଲୋଇସିଂହା ବ୍ଲକ ଅନ୍ତର୍ଗତ ବିଅରପାଲି, ବବ୍‌ଜା, ପାଟଣାଗଡ ବ୍ଳକର ସାଲେପାଲି, ଭରତବାହାଲ, ଲରମ୍ଭା ଏବଂ…

ଭାଗ୍ୟ ବଳରେ

କଟକସ୍ଥିତ ଶ୍ରୀରାମଚନ୍ଦ୍ର ଭଞ୍ଜ ଭେଷଜ ମହାବିଦ୍ୟାଳୟ ଓ ହସ୍ପିିଟାଲରେ ୧୫ ମାର୍ଚ୍ଚ ବିଳମ୍ବିତ ରାତ୍ରିରେ ଟ୍ରମା କେୟାର ଇଣ୍ଟେନସିଭ୍‌ କେୟାର ୟୁନିଟ (ଆଇସିୟୁ)ରେ ଅଗ୍ନିକାଣ୍ଡ ଘଟି ୧୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri