ରାଜଧାନୀରେ ହସ୍ପିଟାଲ ଛାତରୁ ଡେଇଁ ରୋଗୀଙ୍କ ଜୀବନ ଗଲା

ଭୁବନେଶ୍ୱର,୨୦ା୮(ବ୍ୟୁରୋ): ରାଜଧାନୀସ୍ଥିତ ଏମ୍ସ ହସ୍ପିଟାଲ ଛାତରୁ ଡେଇଁ ଶନିବାର ଜଣେ ରୋଗୀଙ୍କର ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ ପୁରୀ ଅଞ୍ଚଳର ମହେନ୍ଦ୍ର ସ୍ବାଇଁ। ସେ କିଛିଦିନ ଧରି ଏମ୍ସ ସର୍ଜରୀ ବିଭାଗର ପଞ୍ଚମ ମହଲାରେ ଚିକିତ୍ସିତ ହେଉଥିଲେ। ସାଙ୍ଗରେ ତାଙ୍କ ସ୍ତ୍ରୀ ମଧ୍ୟ ଥିଲେ। କୌଣସି କାରଣରୁ ମହେନ୍ଦ୍ରଙ୍କ ପାଦ କଟାଯାଇ ସର୍ଜରୀ ହୋଇଥିଲା। ଯାହାକୁ ନେଇ ମହେନ୍ଦ୍ର ଚିନ୍ତିତ ଥିଲେ। ତେବେ ଆଜି ଅପରାହ୍ନରେ ଝରକା ଦେଇ ସେ ୫ମ ମହଲାରୁ ତଳକୁ ଡେଇଁ ପଡ଼ିଥିଲେ। ତାଙ୍କୁ ସଙ୍ଗେ ସଙ୍ଗେ ହସ୍ପିଟାଲରେ ଚିକିତ୍ସା କରାଯାଇଥିଲା। ମାତ୍ର ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ତେବେ ସେ ଛାତରୁ କାହିଁକି ଡେଇଁଲେ ଏନେଇ ପରିବାର ଲୋକଙ୍କ ପ୍ରତିକ୍ରିୟା ଜଣାପଡ଼ିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଆସୁଛି ବଡ଼ଦିନ: ଜମିଲାଣି ବଜାର

ଆସୁଛି ବଡ଼ଦିନ। ରାଜଧାନୀରେ ଧୀରେ ଧୀରେ ଜମିଲାଣି ସାନ୍ତାକ୍ଲଜ, କ୍ରିସ୍‌ମାସ ଟ୍ରି, ଲାଇଟିଂ ଷ୍ଟାର ଓ ସାଜସଜ୍ଜା ସାମଗ୍ରୀର ବେପାର। ଭଳିକି ଭଳି ସୁସ୍ବାଦୁ କେକ୍‌...

ବଚସାରୁ ହତ୍ୟା

ସମ୍ବଲପୁର,୧୦ା୬(ବ୍ୟୁରୋ): ସମ୍ବଲପୁର ଜିଲା ବୁର୍ଲା ଥାନା ଜାତୀୟ ରାଜପଥ କଡରେ ଥିବା ପଞ୍ଚମୁଖି ଢ଼ାବାରେ ବୁଧବାର ରାତିରେ ଏକ ହତ୍ୟାକାଣ୍ଡ ଘଟିଛି। ଜଣେ ଢ଼ାବା କର୍ମଚାରୀଙ୍କୁ...

ବଧୂହତ୍ୟା ଅଭିଯୋଗ:ସ୍ବାମୀଙ୍କ ସହ ଶ୍ୱଶୁର ଅଟକ

ଅନୁଗୋଳ ଅଫିସ, ୧୦।୯ ଅନୁଗୋଳ ଜିଲା ନାଲ୍‌କୋ ଥାନା ବଳରାମପ୍ରସାଦରେ ବଧୂହତ୍ୟା ଅଭିଯୋଗ ହୋଇଛି। ସୌମ୍ୟାଶ୍ୱେତା ବାରିକ(୨୩)ଙ୍କୁ ହତ୍ୟା କରାଯାଇଥିବା ତାଙ୍କ ବାପା ବାନାମ୍ବର ବାରିକ...

ନୂଆ ରୂପ ପାଇବ ନୀଳାଚଳ ଅଶୋକ

ପୁରୀ ଅଫିସ,୨୯।୮: କେନ୍ଦ୍ର ସରକାର ନୂତନ ମୁଦ୍ରୀକରଣ ବ୍ୟବସ୍ଥା ଦ୍ୱାରା ଭାରତୀୟ ଅର୍ଥନୀତିକୁ ସବଳ କରିବାକୁ ପ୍ରୟାସ ଆରମ୍ଭ କରିଛନ୍ତି। ଏହି କ୍ରମରେ କେନ୍ଦ୍ର ସରକାରଙ୍କ...

ପୁଣି ଜୋର୍‌ ଧରିଲା ଏସ୍‌ଆଇଏ ସର୍ଭେ

ପୁରୀ ଅଫିସ,୧୧ା୧୦ : ଶ୍ରୀମନ୍ଦିର ସୁରକ୍ଷା ଜୋନରୁ ଜମି ଅଧିଗ୍ରହଣ ପାଇଁ ପ୍ରଶାସନ ପକ୍ଷରୁ ଚାଲିଛି ସାମାଜିକ ପ୍ରଭାବ ନିର୍ଦ୍ଧାରଣ (ଏସ୍‌ଆଇଏ) ସର୍ଭେ। ଉପଜିଲାପାଳ ଭବତାରଣ...

ବଢ଼ୁଛି ଶୀତ: ୧୫ ଡିଗ୍ରୀ ତଳେ ୧୯ ସହରର ତାପମାତ୍ରା

ଭୁବନେଶ୍ୱର,୧୫।୧୨(ବ୍ୟୁରୋ): ରାଜ୍ୟର ୧୯ ସହରର ରାତ୍ରି ତାପମାତ୍ରା ୧୫ ଡିଗ୍ରୀ ତଳେ ରହିଛି। ପାହାଡିଆ ଅଞ୍ଚଳ ମଧ୍ୟରେ ଦାରିଙ୍ଗବାଡିରେ ସର୍ବନିମ୍ନ ତାପମାତ୍ରା ୭.୫ ଡିଗ୍ରୀ ସେଲସିୟସ...

ବୋର୍ଡ ଅଫ୍‌ ରେଭିନ୍ୟୁ କାର୍ଯ୍ୟାଳୟରେ ଅଗ୍ନିକାଣ୍ଡ

କଟକ ଅଫିସ,୧୫।୨- କଟକସ୍ଥିତ ବୋର୍ଡ ଅଫ୍‌ ରେଭିନ୍ୟୁ କାର୍ଯ୍ୟାଳୟର ତୃତୀୟ ମହଲାରେ ଶନିବାର ମଧ୍ୟାହ୍ନରେ ଅଗ୍ନିକାଣ୍ଡ ଘଟିଛି। ଦିବା ପ୍ରାୟ ସାଢ଼େ ୧୨ଟା ବେଳେ ତୃତୀୟ...

ଷ୍ଟେଶନ ଲିଭ୍‌ ନ ନେଇ ଜିଲା ଛାଡ଼ିଛନ୍ତି ବହୁ ଅଧିକାରୀ: ବୈଠକରେ ନ ପାଇ ବିରକ୍ତ ହେଲେ ଜିଲାପାଳ

ଅନୁଗୋଳ ଅଫିସ, ୨୮।୭ – ମାସର ଚତୁର୍ଥ ଶନିବାରକୁ ଛୁଟି ଘୋଷଣା କରାଯାଇଥିଲେ ବି ପ୍ରଥମାର୍ଦ୍ଧ ଅର୍ଥାତ୍‌ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ଜିଲାସ୍ତରୀୟ ଅଧିକାରୀମାନେ ସେମାନଙ୍କ...

Advertisement
Archives

Model This Week