କବାଟ ତାଡ଼ି ଘରେ ପଶିଲେ: ହାତ ଗୋଡ ବାନ୍ଧି ….

ସିମୁଳିଆ,୬।୫(ସନ୍ତୋଷ ନାୟକ): ବାଲେଶ୍ବର ଜିଲା ସିମୁଳିଆ ବ୍ଲକ ବାଟି ପଞ୍ଚାୟତ ହରସିଂହପୁର ଅଞ୍ଚଳର ରାମଚନ୍ଦ୍ର ନାୟକଙ୍କ ଘର କବାଟ ତାଡି ଦୁର୍ବୃତ୍ତମାନେ ସୋମବାର ରାତିରେ ଲୁଟ୍‌ କରିଛନ୍ତି । ମଙ୍ଗଳବାର ମଧ୍ୟାହ୍ନରେ ସିମୁଳିଆ ପେlଲିସ ଓ ସନ୍ଧାନୀ କୁକୁର ଘଟଣା ସ୍ଥଳରେ ପହଁଚି ତଦନ୍ତ କରିଥିଲେ ହେଁ କୌଣସି ଖବର ମିଳିପାରିନାହ।
ଚୋରି ସମ୍ପର୍କରେ ରାମଚନ୍ଦ୍ର କହନ୍ତି, ତାଙ୍କ ସ୍ତ୍ରୀ ବାସନ୍ତି ଓ ପୁଅ ପର୍ଶୁରାମ ଦୁଇଟି ଘରେ ଶୋଇଥିଲେ। ବିଳମ୍ବିତ ରାତି ପ୍ରାୟ ୧୨ଟା ୩୦ରୁ ଗୋଟାଏ ମଧ୍ୟରେ ମୁହଁରେ କପଡ଼ା ବାନ୍ଧି ୭ ଜଣ ଦୁର୍ବୃତ୍ତ ତାଙ୍କ ଘରର କବାଟ ଭାଙ୍ଗି ଭିତରକୁ ପଶି ଆସିଥିଲେ । ସେମାଙ୍କ ହାତରେ ବନ୍ଧୁକ ଓ ଭୂଜାଲି ଥିଲା । ପରେ ସେମାନେ ତାଙ୍କୁ ମାଡ ମାରିବା ସହିତ ସମସ୍ତଙ୍କ ହାତ ଗୋଡ ବାନ୍ଧି ପକାଇଥିଲେ । ପକ୍କାଘର ନିର୍ମାଣ ପାଇଁ ଥିବା ୫୦ହଜାର ଟଙ୍କା ସମେତ ରାମଚନ୍ଦ୍ରଙ୍କ ସ୍ତ୍ରୀ ବାସନ୍ତି ପିନ୍ଧିଥିବା ଓ ଘରେ ଥିବା ସମସ୍ତ ଗହଣା ଖୋଲି ନେଇଥିଲେ । ସିମୁଳିଆର ବିଭିନ୍ନ ଅଞ୍ଚଳରେ ଲଗାତର ଚୋରି ହେଉଥିଲେ ହେଁ ପୋଲିସ ଠାବ କରିନପାରିବା ସାଧାରଣରେ ଚିନ୍ତାର ବିଷୟ ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଶୋଇଥିବାବେଳେ ମହିଳାଙ୍କ ଉପରେ ଭୁଶୁଡ଼ି ପଡ଼ିଲା କାନ୍ଥ, ତହସିଲଦାର ପହଞ୍ଚି…

ଗୁଣପୁର,୨୪ା୮(ସୁଜାତା ପାଢ଼ୀ): ଲଘୁଚାପ ଜନିତ ଲଗାଣ ବର୍ଷା ଫଳରେ ରାୟଗଡ଼ା ଜିଲା ରାମନାଗୁଡ଼ା ବ୍ଲକ କଣ୍ଡାଜାମ ଗ୍ରାମରେ ଜଣେ ମହିଳାଙ୍କ ଉପରେ କାନ୍ଥ ଭୁଶୁଡ଼ି ପଡ଼ିଥିଲା। ତେବେ…

ଜଳସମ୍ପଦ ସର୍ବୋଚ୍ଚ ଯନ୍ତ୍ରୀଙ୍କ ବଡ଼ ସୂଚନା, ଏହି ନଦୀ କରିଛି ଅଧିକ କ୍ଷତି

ଭୁବନେଶ୍ୱର,୨୪।୮: ଲଘୁଚାପ ବର୍ଷା ନେଇ ଜଳସମ୍ପଦ ସର୍ବୋଚ୍ଚ ଯନ୍ତ୍ରୀ ଦିଲୀପ ରାଉତ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ରାଜ୍ୟର ୯ଟି ସ୍ଥାନରେ ୧୦୦ ମିଲିମିଟରରୁ ଅଧିକ…

ଟ୍ରେନ୍‌ରେ ପିଟିହୋଇ ମହିଳା ଗୁରୁତର

ବଲାଙ୍ଗୀର, ୨୪।୮: ବଲାଙ୍ଗୀର ସହର ନିକଟସ୍ଥ ଝୁଜେନପାଲି ରେଳ ଫାଟକଠାରେ ଟ୍ରେନ୍‌ରେ ପିଟି ହୋଇ ଜଣେ ମହିଳା ଗୁରୁତର ହୋଇଛନ୍ତି। ମହିଳା ଜଣକ ପାଟଣାଗଡ଼ ଥାନା ଅନ୍ତର୍ଗତ…

ଝାଡ଼ଖଣ୍ଡ-ରାଉରକେଲା ପୋଲିସର ବଡ଼ ଅପରେଶନ, ଜଙ୍ଗଲରୁ ଜବତ ହେଲା ବିପୁଳ ବିସ୍ଫୋରକ

ରାଉରକେଲା,୨୪।୮: ସୁନ୍ଦରଗଡ଼ ଜିଲା କେ.ବଲାଙ୍ଗ ଥାନା ନିକଟ ଜଙ୍ଗଲରୁ ସୋମବାର ବିପୁଳ ପରିମାଣର ବିସ୍ଫୋରକ ଜବତ ହୋଇଛି। ମାଓବାଦୀମାନେ ଜଙ୍ଗଲରେ ଏହି ବିସ୍ଫୋରକ ଲୁଚାଇ ରଖିଥିବା ଜଣାପଡିଛି।…

ଗଞ୍ଜାମ ତହସିଲରେ କର୍ମଚାରୀ ଅଭାବ : ଏକାଥରକେ ୬ କର୍ମଚାରୀଙ୍କ ବଦଳି, କାର୍ଯ୍ୟ ବାଧାପ୍ରାପ୍ତ

ଗଞ୍ଜାମ, ୨୪।୮ (ବିଦ୍ୟାଧର ସାହୁ): ଗଞ୍ଜାମ ସହରର ଐତିହାସିକ ପୋତାଗଡ଼ ରାସ୍ତାରେ ଅବସ୍ଥିତ ଗଞ୍ଜାମ ତହସିଲ କାର୍ଯ୍ୟାଳୟରେ କର୍ମଚାରୀ ଅଭାବ ଯୋଗୁ ବିଭିନ୍ନ ସରକାରୀ କାର୍ଯ୍ୟ ବାଧାପ୍ରାପ୍ତ…

ମନ୍ଦିରକୁ ଯାଇଥିଲେ ମା’, ଫେରିଲା ବେଳକୁ ଝୁଲି ପଡିଥିଲେ ଝିଅ

ଉଦଳା,୨୪।୮(ସନ୍ତୋଷ ବାଛିନୀ): ଘର ଭିତରୁ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ଉଦଳା ଥାନା ଏନଏସି ୧୦ ନମ୍ବର ୱାର୍ଡରେ ଏଭଳି ଅଭାବନୀୟ ଘଟଣା ଘଟିଛି…

ମାନବିକତା ଦେଖାଇଲେ ଶିଶୁରୋଗ ବିଶେଷଜ୍ଞ: ବାଟେଘାଟେ କରୁଛନ୍ତି ଶିଶୁଙ୍କ ଚିକିତ୍ସା

କେସିଙ୍ଗା, ୨୪/୮ (ତୁମେଶ୍ୱର ସାହୁ): ଶି ଶୁଙ୍କ ପ୍ରତି ଜଣେ ଡାକ୍ତରଙ୍କ ଅନାବିଳ ମାନବିକତା ଏବେ କେସିଙ୍ଗା ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି। କଳାହାଣ୍ଡି ଜିଲାକେସିଙ୍ଗା ସହରସ୍ଥିତ…

ବଦଳିଲା ସରକାର, ବଦଳିଲେ ବିଧାୟକ, ହେଲେ ବଦଳିଲାନି ହିରାପାଲି ଗ୍ରାମବାସୀଙ୍କ ଦୁର୍ଦ୍ଦଶା, ଆଜି ବି…

ଅମରପାଲି,୨୪ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ କେନଝିରିଆପାଲି ପଞ୍ଚାୟତର ହିରାପାଲି ଗ୍ରାମରେ ସରକାର ଓ ବିଧାୟକ ବଦଳିଥିଲେ ବି ଗ୍ରାମବାସୀଙ୍କ ଦୁର୍ଦ୍ଦଶା ବଦଳିନାହିଁ। ବଳିପାଲିରୁ ହିରାପାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri