କାଳ ସାଜିଲା ସେଲ୍‌ଫି ନିଶା

ପାରଳାଖେମୁଣ୍ଡିି,୧୬।୧୨: ସେଲ୍‌ଫି ନିଶା କେତେ ଯେ ଭୟଙ୍କର ଏଠାରେ ଘଟିଥିବା ଏକ ଘଟଣାରୁ ଜଣାପଡ଼ୁଛି। ପାରଳାଖେମୁଣ୍ଡି ରେଳଷ୍ଟେସନରେ ଛିଡ଼ା ହୋଇଥିବା କୋଭିଡ୍‌ ସ୍ପେଶାଲ ଟ୍ରେନ ଉପରେ ଛିଡ଼ା ହୋଇ ସେଲ୍‌ଫି ନେବାବେଳେ ଜଣେ ନାବାଳକ ୩୩ କେଭି ବିଦ୍ୟୁତ ତାର ସଂସ୍ପର୍ଶରେ ଆସିଥିଲେ। ଏଥିରେ ତାଙ୍କ ମୃତ୍ୟୁ ଘଟିଛି। ମୃତ ନାବାଳକଙ୍କ ନାମ ସି. ଏଚ୍‌. ସୁରୀୟା କୁମାର । ସେ ନବମ ଶ୍ରେଣୀର ଛାତ୍ର ଥିଲେ। ଖବର ପାଇ ପାରଳାଖେମୁଣ୍ଡି ଅଗ୍ନିଶମ ବିଭାଗ ପହଞ୍ଚି ନିଆଁ ଲିଭାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସୁନିତା-କୋମଲ ବିବାଦ ଉପରେ ନୀରବତା ଭାଙ୍ଗିଛନ୍ତି ଗୋବିନ୍ଦା, ଇସାରାରେ କହିଲେ ଖୁବ ବଡ଼ କଥା

ମୁମ୍ବାଇ,୬।୯: ପତ୍ନୀ ସୁନିତା ଆହୁଜାଙ୍କ ସହ ସମ୍ପର୍କରେ ମତଭେଦ ଏବଂ ଅଭିନେତ୍ରୀ କୋମଲ ରାଣୀଙ୍କ ସହ ତଥା କଥିତ ସମ୍ପର୍କର ଗୁଜବ ସମ୍ପର୍କରେ ଖବର ଆସିବା ପରେ…

ବରଗଡ଼ରେ ନୂଆଖାଇ ଲଗ୍ନ ଧାର୍ଯ୍ୟ, ଏହି ମୁହୂର୍ତ୍ତରେ ଶୁଭବେଳା…

ବରଗଡ଼,୬ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମଦେବୀ ସମଲେଶ୍ୱରୀଙ୍କ ପୀଠରେ ରବିବାର ନୂଆଖାଇ ଲଗ୍ନ ନିରୂପଣ କରାଯାଇଛି। ବିଧି ଓ ପରମ୍ପରା ଅନୁଯାୟୀ ଆସନ୍ତା ୧୪ ତାରିଖ ନିଶାର୍ଦ୍ଧ…

ସ୍ତ୍ରୀଙ୍କୁ ସନ୍ଦେହ ଚକ୍ଷୁରେ ଦେଖୁଥିଲେ ସ୍ବାମୀ, ନିର୍ମମ ଭାବେ ହତ୍ୟା କରିବା ପରେ…

ସମ୍ବଲପୁର,୬ା୯(ପ୍ରମୋଦ ବହିଦାର): ସମ୍ବଲପୁର ଟାଉନ ଥାନା ଅନ୍ତର୍ଗତ ସେନ ପାର୍କ ନିକଟସ୍ଥ ପ୍ରାଣୀ ଚିକିତ୍ସାଳୟ ସମ୍ମୁଖରେ ଏକ ଅଭାବନୀୟ ତଥା ବର୍ବରୋଚିତ ହତ୍ୟାକାଣ୍ଡ ଘଟିଯାଇଛି। ଚରିତ୍ର ଉପରେ…

ଯେଉଁ କାମ ପାଇଁ ଦିନେ ଯୁବକଙ୍କୁ ପରିହାସ କରୁଥିଲେ ଲୋକେ, ଆଜି ବିଦେଶରୁ ଆସିଲା ଚାକିରି ଅଫର, ପୂରା କାହାଣୀ ଜାଣିଲେ…

ଭାରତରେ ନଦୀଗୁଡ଼ିକର ଦୁର୍ଦ୍ଦଶା କହିଲେ ନ ସରେ। ସରକାରୀ ପ୍ରୟାସ ସତ୍ତ୍ୱେ ନଦୀଗୁଡ଼ିକର ଅବସ୍ଥା ସୁଧାର ହୋଇନାହିଁ। ସମ୍ପ୍ରତି ମଧ୍ୟପ୍ରଦେଶର ରାଜଗଡ଼ ଜିଲାର ଜଣେ ୨୦ ବର୍ଷୀୟ…

ରୋନାଲ୍ଡୋ-ମେସିଙ୍କୁ ନେଇ ଇତିହାସରେ ପ୍ରଥମ ଥର ଘଟିବାକୁ ଯାଉଛି ଏମିତି ଘଟଣା, ଅପେକ୍ଷାରେ ପ୍ରଶଂସକ

ନୂଆଦିଲ୍ଲୀ,୬।୯: ପର୍ତ୍ତୁଗାଲର କ୍ରିଷ୍ଟିଆନୋ ରୋନାଲ୍ଡୋ ଏବଂ ଆର୍ଜେଣ୍ଟିନାର ଲିଓନେଲ ମେସି ଫୁଟବଲ ଜଗତର ଦୁଇ କିମ୍ବଦନ୍ତୀ ତାରକା। ପ୍ରାୟ 15 ବର୍ଷ ଧରି, ସେମାନଙ୍କର ପ୍ରତିଦ୍ୱନ୍ଦ୍ୱିତା ବିଶ୍ୱ…

୨୦୨୭ ଯାଏ ୩ ରାଶିଙ୍କୁ କଲବଲ କରିବେ ଶନି, ଛୋଟ ଛୋଟ ଭୁଲ ପଡିବ ଭାରି!

ବର୍ତ୍ତମାନ ସମୟରେ ଶନିଦେବ ମୀନ ରାଶିରେ ଅବସ୍ଥାନ କରୁଛନ୍ତି ଏବଂ ତାଙ୍କ ଗୋଚରର ପ୍ରଭାବ କିଛି ରାଶି ଉପରେ ବିଶେଷ ଭାବରେ ଦେଖିବାକୁ ମିଳୁଛି। ସାଢ଼େସାତୀ ଓ…

ବୈଭବ ସୂର୍ଯ୍ୟବଂଶୀଙ୍କ ନାଁରେ ପୁଣି ଲଜ୍ଜାଜନକ ରେକର୍ଡ!

ନୂଆଦିଲ୍ଲୀ,୬।୯: ୨୦୨୬ ଦୁଲୀପ ଟ୍ରଫି ଫାଇନାଲର ପ୍ରଥମ ଇନିଂସରେ ବୈଭବ ସୂର୍ଯ୍ୟବଂଶୀ ଅର୍ଦ୍ଧଶତକରୁ ବଞ୍ଚିତ ହୋଇଥିଲେ ଏବଂ ୧୫ତମ ଓଭରରେ ୪୪ ରନ କରି ଆଉଟ ହୋଇଥିଲେ।…

ଦୀପାବଳି ପାଇଁ ଏବେଠୁ ବୁକ୍‌ ହୋଇଗଲା ସବୁ ଟ୍ରେନ ଟିକେଟ୍‌! କିଛି ସମୟରେ…

ନୂଆଦିଲ୍‌ଲୀ,୬।୯: ଦୀପାବଳିରେ ଘରକୁ ଯିବା ପାଇଁ ପ୍ରସ୍ତୁତ ହେଉଥିବା ରେଳ ଯାତ୍ରୀମାନଙ୍କ ପାଇଁ ରିଜର୍ଭେସନ ୱିଣ୍ଡୋ ଖୋଲିଯାଇଛି। ନଭେମ୍ୱର ୮ ତାରିଖ ଦୀପାବଳିକୁ ଦୃଷ୍ଟିରେ ରଖି ଯାତ୍ରୀମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri