ଟ୍ରେନ୍‌ରେ କଟିଗଲେ ବ୍ୟକ୍ତି, ଟ୍ରାକ୍‌ରେ ପଡ଼ିଛି ଖଣ୍ଡ ବିଖଣ୍ଡିତ ମୃତଦେହ

ପାରଳାଖେମୁଣ୍ଡି,୨ା୩(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡି ରେଳ ଟ୍ରାକ୍‌ରେ କଟି ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ରେଳଷ୍ଟେଶନ ନିକଟରେ ପଡ଼ି ରହିଛି ମୃତଦେହ, ମୁଣ୍ଡ-ଗଣ୍ଡି ଅଲଗା ହୋଇଯାଇଥିବା ବେଳେ ମୃତକଙ୍କ ପରିଚୟ ମିଳିପାରିନାହିଁ। ବିଶାଖାପାଟଣା ଗୁଣୁପୁର ପାସେଞ୍ଜର ଟ୍ରେନ୍‌ରେ ଘଟଣା ଘଟିଥିବା ଜଣାପଡ଼ିଛି। ଘଟଣା ଘଟିବାର ଏକ ଘଣ୍ଟା ବିତିଯିବା ପରେ ସୁଦ୍ଧା ରେଲଓ୍ବେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ନ ଥିବା ବେଳେ ମୃତ ବ୍ୟକ୍ତି ଜଣକ ଆତ୍ମହତ୍ୟା କରିଥିବା ପ୍ରାଥମିକ ସ୍ତରରେ ଅନୁମାନ କରାଯାଉଛି। ମୃତ ବ୍ୟକ୍ତିଙ୍କ ପରିଚୟ ମିଳିଲେ ମୃତ୍ୟୁର କାରଣ ସ୍ପଷ୍ଟ ହୋଇପାରିବ।


Enter your email to get our daily news in your inbox.

All Right Reserved By Dharitri.Com

ଆସିଲା Flipkart Big Billion Days Saleର ତାରିଖ! iPhone 17 ଉପରେ ମିଳିବ ଭାରି ଡିସ୍କାଉଣ୍ଟ, କମିଯିବ ଏତେ…

ନୂଆଦିଲ୍ଲୀ,୧୧।୯: ଅନଲାଇନ ସପିଂ ପ୍ରେମୀଙ୍କ ପାଇଁ ବଡ଼ ଖବର। ଫ୍ଲିପକାର୍ଟର ବର୍ଷର ସବୁଠୁ ବଡ଼ ଫେଷ୍ଟିଭ ସେଲ Big Billion Days 2026 ଖୁବଶୀଘ୍ର ଆରମ୍ଭ ହେବାକୁ…

ସ୍କୁଲରେ ଛାତ୍ରୀଙ୍କୁ ଘାରିଛି ଭୂତଭୟ, ଜଣଙ୍କ ପରେ ଜଣେ ହଠାତ୍‌ ତଳେପଡ଼ି ଗପୁଛନ୍ତି ଏଣୁତେଣୁ, ଆଜି ମେଡିକାଲ ଟିମ୍‌ ପହଞ୍ଚି…

ମହାକାଳପଡ଼ା,୧୦ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଦେଉଳପଡ଼ାସ୍ଥିତ ଗଜେଶ୍ୱର ବିଦ୍ୟାପୀଠରେ ୭ଜଣ ଛାତ୍ରୀଙ୍କୁ ଭୂତ ଭୟ ଘାରିଛି ବୋଲି କୁହାଯାଉଛି। ଏହି ବିଦ୍ୟାଳୟକୁ ନିକଟବର୍ତ୍ତୀ…

ଆବୁଧାବି ନିବେଶକ ସମ୍ମିଳନୀରେ ରୁଚି

କଟକ,୧୧ା୯(କାର୍ତ୍ତିକ ସାହୁ): ୟୁନାଇଟେଡ୍‌ ଆରବ ଏମିରେଟ୍ସର ଆବୁଧାବି ଓ ଦୁବାଇ ଠାରେ ଆରମ୍ଭ ହୋଇଛି ଓଡ଼ିଶା ନିବେଶକ ସମ୍ମିଳନୀ। ଏଥିରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଶିଳ୍ପମନ୍ତ୍ରୀ…

କମାଲ୍‌ କଲେ କୁଲଦୀପ ଯାଦବ: ୧୦ ଉଇକେଟ୍‌ ନେଇ ରଚିଲେ ଇତିହାସ

ଲଣ୍ଡନ,୧୧।୯:ଇଂଲଣ୍ଡରେ କୁଲଦୀପ ଯାଦବ ପୁଣିଥରେ ନିଜର ସ୍ପିନ ବୋଲିଂର ଯାଦୁ ଦେଖାଇ ୟର୍କଶାୟରକୁ ଏସେକ୍ସ ବିପକ୍ଷରେ ଏକ ଚମତ୍କାର ବିଜୟ ଦେଇଛନ୍ତି। ଏହି ମ୍ୟାଚରେ କୁଲଦୀପ ଏସେକ୍ସର…

ଟେଷ୍ଟ କ୍ରିକେଟ୍‌ର ଇତିହାସ ବଦଳାଇଦେଲେ ଏହି କ୍ରିକେଟର୍‌: ସମସ୍ତଙ୍କୁ ପଛରେ ପକାଇ ହାସଲ କଲେ ବଡ଼ ରେକର୍ଡ

ନୂଆଦିଲ୍ଲୀ,୧୧।୯: ଜୋ ରୁଟ ଟେଷ୍ଟ କ୍ରିକେଟ ଇତିହାସରେ ସବୁଠାରୁ ସଫଳ ଫିଲ୍ଡର ହୋଇପାରିଛନ୍ତି। ପାକିସ୍ତାନ ବିପକ୍ଷ ତୃତୀୟ ଟେଷ୍ଟ ମ୍ୟାଚ ସମୟରେ ସେ ଏହି ସଫଳତା ହାସଲ…

ଜମ୍ବୁରୁ ତାମିଲନାଡୁକୁ ଗୋ’ ଚାଲାଣ, ସ୍ଥାନୀୟ ଦଲାଲଙ୍କ ସହଯୋଗରେ…

ମହାକାଳପଡ଼ା,୧୧ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ଜମ୍ବୁ ସାମୁଦ୍ରିକ ଥାନା ଅନ୍ତର୍ଗତ ଜମ୍ବୁ-ବାବର ରାସ୍ତା ନିକଟ ଭାଟେଣୀ ନିକଟରେ ବୁଧବାର ବିଳମ୍ବିତ ରାତିରେ ଏକ ଟ୍ରକ୍‌(ନଂ. ଟିଏନ…

କନ୍ୟା ରାଶିରେ ବୁଧ-ଚନ୍ଦ୍ରଙ୍କ ଏଣ୍ଟ୍ରି: ଆର୍ଥିକ ସମସ୍ୟାରେ ବୁଡିରହିବେ ୩ ରାଶି, ପାଖରୁ ପଳାଇବ ସବୁ ଧନ!

ଭୁବନେଶ୍ୱର: ସେପ୍ଟେମ୍ବର ୧୧ ସନ୍ଧ୍ୟାରେ ଚନ୍ଦ୍ରମା ସିଂହ ରାଶିରୁ ବାହାରି କନ୍ୟା ରାଶିରେ ପ୍ରବେଶ କରିବେ। କନ୍ୟା ରାଶିରେ ପୂର୍ବରୁ ଅବସ୍ଥାନ କରୁଥିବା ବୁଧ ଗ୍ରହଙ୍କ ସହ…

ଦୁଲୀପ ଟ୍ରଫିରେ ଇଶାନ କିଶନଙ୍କ ଦଳ ଇଷ୍ଟ ଜୋନ ମାଲାମାଲ: ହାରିକି ବି ସାଉଥ ଜୋନ୍‌ ଉପରେ ଟଙ୍କା ବର୍ଷା, ଜାଣନ୍ତୁ କାହାକୁ ମିଳିଲା କେତେ…

ନୂଆଦିଲ୍ଲୀ , ୧୧।୯: ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଡ୍ର’ରେ ଶେଷ ହୋଇଥିଲେ ମଧ୍ୟ ପ୍ରଥମ ଇନିଂସ୍‌ରେ ବଡ଼ ଅଗ୍ରଣୀ ଯୋଗୁ ଇଷ୍ଟ ଜୋନ ଚାମ୍ପିଅନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri