ମା’ ଗଜଲକ୍ଷ୍ମୀଙ୍କ ପୂଜା ପାଇଁ ସ୍ଥାପନ ହେଲା ଶୁଭଖୁଣ୍ଟି, ୩୦ ବର୍ଷରେ…

ଗୁଣପୁର,୧୬ା୯(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ବ୍ଲକ ଅଫିସ ସମ୍ମୁଖରେ ଜାଗୃତି ସାଂସ୍କୃତିକ ସଙ୍ଗଠନ ପକ୍ଷରୁ ହେବାକୁ ଥିବା ମା’ ଗଜଲକ୍ଷ୍ମୀଙ୍କ ପୂଜା ପାଇଁ ବୁଧବାର ଶୁଭଖୁଣ୍ଟି ସ୍ଥାପନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛ। ପୂଜକ ଭାବେ ନବୀନ ରଥ, ପ୍ରକାଶ ରଥ, ଗୁପ୍ତେଶ୍ୱର ଆଚାର୍ଯ୍ୟ, ପ୍ରକାଶ ରାଜଗୁରୁ ପୂଜା କାର୍ଯ୍ୟ ସମ୍ପାଦନ କରିଥିବାବେଳେ ଅକ୍ଷୟ କୁମାର ରାଜଗୁରୁ ମହାପାତ୍ର କର୍ତ୍ତା ଭାବେ କାର୍ଯ୍ୟ ତୁଲାଇଥିଲେ। ଶୁଭ ଖୁଣ୍ଟି ସ୍ଥାପନ ପରେ ଗଣେଶ ମନ୍ଦିରକୁ ଯାଇ ମା’ ମହାଲକ୍ଷ୍ମୀଙ୍କ ପୂଜାର୍ଚ୍ଚନା କରାଯାଇଥିଲା। ଚଳିତ ବର୍ଷ ମା’ ଗଜଲକ୍ଷ୍ମୀଙ୍କ ପୂଜା ୩୦ ବର୍ଷରେ ପହଞ୍ଚି ଥିବାବେଳେ ଅକ୍ଟୋବର ୨୫ ତାରିଖରୁ ପୂଜା ୯ ଦିନ ପାଇଁ ଅନୁଷ୍ଠିତ ହେବ। ସଂଗଠନର ସଭାପତି ରାଜେନ୍ଦ୍ର ପ୍ରସାଦ ସାହୁକାର, ସମ୍ପାଦକ ଶିବ ପ୍ରସାଦ ମହାପାତ୍ର, ଉପସଭାପତି ସମେଶ୍ୱର ସାମଲ, ଯୁଗ୍ମ ସମ୍ପାଦକ କମଳାକାନ୍ତ ଖୁଣ୍ଟିଆ, କୋଷାଧ୍ୟକ୍ଷ ବଳରାମ ପାଣିଗ୍ରାହୀ, ସୁରେନ୍ଦ୍ର ଆଚାର୍ଯ୍ୟ, ବସନ୍ତ ମିଶ୍ର, ରାଧାକୃଷ୍ଣ ପଣ୍ଡା, ପ୍ରଶାନ୍ତ ଗୌଡ଼, ନିରଞ୍ଜନ ଗୌଡ଼, ସନ୍ତୋଷ କୁମାର, ଶ୍ରୀକାନ୍ତ କୁମାର ପ୍ରମୁଖ ଯୋଗ ଦେଇଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀଦେବୀଙ୍କ ସମ୍ପତ୍ତିକୁ ନେଇ ଉଠିଲାଣି ବିବାଦ; ସୁପ୍ରିମକୋର୍ଟ ଦେଲେ ଏମିତି ପରାମର୍ଶ

ନୂଆଦିଲ୍ଲୀ,୧୬।୯: ସୁପ୍ରିମକୋର୍ଟ ବଲିଉଡର ସ୍ବର୍ଗତ ଅଭିନେତ୍ରୀ ଶ୍ରୀଦେବୀଙ୍କ ପାରିବାରିକ ସମ୍ପତ୍ତି ସହ ଜଡ଼ିତ ବିବାଦର ସମାଧାନ ପାରସ୍ପରିକ ଆଲୋଚନା ମାଧ୍ୟମରେ କରିବାକୁ ପରାମର୍ଶ ଦେଇଛନ୍ତି। ଚେନ୍ନାଇର ଶୋଲିଙ୍ଗାନାଲୁର…

ମୂର୍ତ୍ତି ବିସର୍ଜନବେଳେ ପୋଖରୀରେ ବୁଡ଼ି ଛାତ୍ରଙ୍କ ଜୀବନ ଗଲା, ଗାଁରେ ଶୋକାକୁଳ ପରିବେଶ

ଦିଗପହଣ୍ଡି,୧୬ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୋଟିନଡ଼ା ପଞ୍ଚାୟତ ସିଦ୍ଧଖଣ୍ଡି ଗାଁ ସ୍କୁଲରେ ୮ମ ଶ୍ରେଣୀରେ ପଢୁଥିବା ମରମ ଜେନାଙ୍କ ପୁଅ ସୀତାଂଶୁ (୧୩)ଙ୍କ…

୧୫ ବର୍ଷୀୟ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଡ଼ କଥା କହିଲେ ସଞ୍ଜୁ ସାମସନ

ନୂଆଦିଲ୍ଲୀ,୧୬।୯: ଆଫଗାନିସ୍ତାନ ବିପକ୍ଷରେ ଚାଲିଥିବା ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ‘ପ୍ଲେଇଙ୍ଗ ଇଲେଭେନ’ (ଖେଳାଳି ଦଳ)ରେ ବୈଭବ ସୂର୍ଯ୍ୟବଂଶୀଙ୍କୁ ସୁଯୋଗ ମିଳିନାହିଁ। ଅନ୍ୟପକ୍ଷରେ, ପୂର୍ବ ସିରିଜରୁ…

ପୁଅର ଏମିତି କାରନାମା ଦେଖି ଟେନ୍‌ସନ୍‌ରେ କରୀନା

ଆଜିକାଲି କରୀନା କପୁର ଖାନ ଭାରୀ ଟେନ୍‌ସନ୍‌ରେ ଅଛନ୍ତି। କୌଣସି ଫିଲ୍ମ ପାଇଁ ନୁହେଁ, ନିଜ ପୁଅ ପାଇଁ ସେ ବେଶ୍‌ ଚିନ୍ତିତ। ସେ ତାଙ୍କ ପୁଅ…

ଅଳିଦାଗଦାରେ ପୂରିଛି ସିମନବାଡ଼ି, ଯାତାୟାତବେଳେ ନାକ ଟେକୁଛନ୍ତି ପର୍ଯ୍ୟଟକ, ମାସିକ ବୈଠକରେ…

ଦାରିଙ୍ଗବାଡ଼ି,୧୬ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକର ଅନ୍ୟତମ ପର୍ଯ୍ୟଟକଙ୍କ ଯାତାୟାତ ସ୍ଥାନ ସିମନବାଡ଼ି ପଞ୍ଚାୟତ ଅଞ୍ଚଳ ଏବେ କୁଢ଼କୁଢ଼ ଅଳିଆ ଗଦାରେ ପୁତ୍ତିମୟ ଗନ୍ଧରେ ନାକ…

ଜାରି ହେଲା ICCର ନୂଆ ରାଙ୍କିଙ୍ଗ୍‌: ଉପରକୁ ଉଠିଲେ ଅଭିଷେକ, ଜାଣନ୍ତୁ କିଏ କେଉଁ ସ୍ଥାନରେ…

ନୂଆଦିଲ୍ଲୀ,୧୬।୯: ICC ପକ୍ଷରୁ ବୁଧବାର ନୂଆ T20 ରାଙ୍କିଂ ଜାରି କରାଯାଇଛି। ଏଥିରେ ଭାରତୀୟ ବ୍ୟାଟର୍‌ ଅଭିଷେକ ଶର୍ମାଙ୍କୁ ବଡ଼ ଫାଇଦା ମିଳିଛି। ସେ T20 ବ୍ୟାଟିଂ…

ଲକ୍ଷ ଲକ୍ଷ ସରକାରୀ କର୍ମଚାରୀଙ୍କ ପାଇଁ ଖୁସିଖବର: EPF ନିୟମରେ ବଡ଼ ପରିବର୍ତ୍ତନ! ୧୫ ହଜାରରୁ ବଢି ୨୫ ହଜାର ହେବ…

ନୂଆଦିଲ୍ଲୀ,୧୬।୯: ଦେଶର ଲକ୍ଷ ଲକ୍ଷ ବେତନଭୋଗୀ କର୍ମଚାରୀଙ୍କ ପାଇଁ EPF ଓ EPS ସମ୍ପର୍କିତ ବଡ଼ ଖବର ସାମ୍ନାକୁ ଆସିଛି। ବର୍ତ୍ତମାନ ମାସିକ ୧୫,୦୦୦ ଥିବା EPF/EPS…

ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଆସିଲା ବଡ଼ ଖବର: ପ୍ରଶଂସକ ଶୁଣିଲେ ହୋଇଯିବେ ଖୁସି!

ନୂଆଦିଲ୍ଲୀ,୧୬।୯: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଚାଲିଥିବା ୩ ମ୍ୟାଚ ବିଶିଷ୍ଟ T20 ସିରିଜ ଏବେ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ପ୍ରଥମ ଦୁଇଟି ମ୍ୟାଚ ଜିତି ଟିମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?