Posted inଜାତୀୟ

ସଡ଼କ ଦୁର୍ଘଟଣା ରୋକିବାକୁ ୭,୫୦୦ କୋଟିର ଯୋଜନା

ନୂଆଦିଲ୍ଲୀ,୧୭।୩ (ପି.ଟି.): ଭାରତରେ ସଡ଼କ ଦୁର୍ଘଟଣା ଜନିତ ମୃତ୍ୟୁସଂଖ୍ୟା ବିଶ୍ୱରେ ସର୍ବାଧିକ। ପ୍ରତିବର୍ଷ ୧.୫ ଲକ୍ଷ ଲୋକଙ୍କର ଦୁର୍ଘଟଣାରେ ଜୀବନ ଯାଉଛି। ସେଥିରୁ ୬୫ ପ୍ରତିଶତଙ୍କ ବୟସ ୧୮ରୁ ୪୫ ବର୍ଷ ମଧ୍ୟରେ। ଦୁର୍ଘଟଣା ରୋକିବା ଲାଗି କେନ୍ଦ୍ର ସରକାର ଖୁବ୍‌ଶୀଘ୍ର ୭,୫୦୦ କୋଟି ଟଙ୍କାର ଏକ ଯୋଜନା କାର୍ଯ୍ୟକାରୀ କରିବାକୁ ଯାଉଛନ୍ତି। ରାଜ୍ୟ ସଭାରେ ବୁଧବାର ପ୍ରଶ୍ନୋତ୍ତର କାଳରେ ସଡ଼କ ପରିବହନ ଓ ଜାତୀୟ ରାଜପଥ ମନ୍ତ୍ରୀ ନୀତୀନ ଗଡ଼କରୀ ଏହି ସୂଚନା ଦେଇଛନ୍ତି। ଜାତୀୟ ଓ ରାଜ୍ୟ ରାଜପଥଗୁଡ଼ିକରେ ଦୁର୍ଘଟଣା ପ୍ରବଣ ଅଞ୍ଚଳ ଓ ବ୍ଲାକ୍‌ ସ୍ପଟ୍‌ କମାଇବାକୁ ବିଶ୍ୱ ବ୍ୟାଙ୍କ ସହାୟତାରେ ଉକ୍ତ ଯୋଜନା କାର୍ଯ୍ୟକାରୀ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଯାଜପୁର ନେତାଙ୍କୁ ଗୁରୁମନ୍ତ୍ର ଦେଲେ ନବୀନ, ଭାଜପା ସରକାର ବଡ଼ ବୋଝ….

ଭୁବନେଶ୍ବର,୭।୫: ଯାଜପୁର ଜିଲା ବିଜେଡି କାର୍ଯ୍ୟକାରିଣୀ ବୈଠକରେ ତାଗିଦ କଲେ ନବୀନ ପଟ୍ଟନାୟକ । ଭିଡିଓବାର୍ତ୍ତା ଜାରି କରି କହିଲେ, ମୁଁ ସବୁବେଳେ ଡିସିପ୍ଲିନ୍‌ ଉପରେ ଗୁରୁତ୍ବ…

ବାୟୁସେନା ଯବାନରୁ ଚନ୍ଦ୍ରନାଥ କେମିତି ହେଲେ ଶୁଭେନ୍ଦୁଙ୍କ ଡାହାଣ ହାତ? BJP  ପୂର୍ବରୁ TMC ସହ ଥିଲା ସମ୍ପର୍କ

କୋଲକାତା,୭।୫: ପଶ୍ଚିମବଙ୍ଗ ରାଜନୀତିରେ ପୁଣି ଏକ ବଡ଼ ଧରଣର ରକ୍ତପାତ ଦେଖିବାକୁ ମିଳିଛି। ବୁଧବାର ରାତିରେ ଭାଜପା ନେତା ତଥା ବିରୋଧୀ ଦଳ ନେତା ଶୁଭେନ୍ଦୁ ଅଧିକାରୀଙ୍କ…

ବଙ୍ଗରେ ପରାଜୟ ପରେ TMCରେ ଫାଟ! ବୈଠକ ଡାକିଲେ ଦିଦି, ଆସିଲେନି ୯ ବିଧାୟକ

କୋଲକାତା,୭।୫: ତୃଣମୂଳ କଂଗ୍ରେସ ମୁଖ୍ୟ ମମତା ବାନାର୍ଜୀ ସଦ୍ୟ ସମାପ୍ତ ବିଧାନସଭା ନିର୍ବାଚନରେ ଭାଜପା ଠାରୁ ହାରିବା ପରେ ଦଳୀୟ ଲୋକ ଅନ୍ତର୍ଘାତୀ କାମ କରିଥିବା ନେଇ…

ପୁଣି ଏକ ନୂଆ ମାମଲାରେ ଫସିଲେ ରାହୁଲ ଗାନ୍ଧୀ, ଏଥର…

ନୂଆଦିଲ୍ଲୀ,୭ା୫: ଲୋକ ସଭାର ବିରୋଧୀ ଦଳ ନେତା ତଥା ରାୟବରେଲିର କଂଗ୍ରେସ ଏମ୍‌ପି ରାହୁଲ ଗାନ୍ଧୀ ଦ୍ୱୈତ ନାଗରିକତା ମାମଲା ପରେ ଆଉ ଏକ ନୂଆ ମାମଲାରେ…

‘ଏମାନେ ମୋ ପୁଅକୁ ହତ୍ୟା କରିଛନ୍ତି! ’, ପିଏ ମା’ଙ୍କ ଚାଞ୍ଚଲ୍ୟକାର ଖୁଲାସା

କୋଲକାତା,୭।୫: ଶୁଭେନ୍ଦୁ ଅଧିକାରୀଙ୍କ ଡାହାଣ ହାତ ବୋଲି ବିବେଚିତ ଚନ୍ଦ୍ରନାଥ ରଥଙ୍କ ହତ୍ୟା ବଙ୍ଗଳାର ଆଇନ ଶୃଙ୍ଖଳା ପରିସ୍ଥିତି ଉପରେ ଗମ୍ଭୀର ପ୍ରଶ୍ନ ଉଠାଇଛି। ଚନ୍ଦ୍ରନାଥଙ୍କ ମା’…

ଫସିଗଲେ ଥଲାପତି ବିଜୟ: ରାଜ୍ୟପାଳ ରଖିଲେ ବଡ଼ ସର୍ତ୍ତ, ଏବେ ହେବ କ’ଣ

ଚେନ୍ନାଇ,୭।୫: ତାମିଲନାଡୁ ବିଧାନସଭା ନିର୍ବାଚନର ଫଳାଫଳ ପରେ ମଧ୍ୟ ନୂତନ ସରକାର ଗଠନ ସମ୍ପର୍କିତ ଚିତ୍ର ଅସ୍ପଷ୍ଟ ରହିଛି। କଂଗ୍ରେସ ସମର୍ଥନରେ ସରକାର ଗଠନ ପାଇଁ ଦାବି…

LPG ବୁକ୍‌ କରିବା ହେଲା ଆହୁରି ସହଜ, ଏହି ଆପ୍‌ ଜରିଆରେ କେଇ ସେକେଣ୍ଡରେ ହୋଇଯିବ ବୁକିଂଠାରୁ ନେଇ ପେମେଣ୍ଟ…

ନୂଆଦିଲ୍ଲୀ,୭।୫: ଆଜିର ଅତ୍ୟାଧୁନିକ ଯୁଗରେ ଟେକ୍ନୋଲୋଜି ଆମ ଜୀବନଶୈଳୀକୁ ଅନେକ ସହଜ କରିଦେଇଛି। ପୂର୍ବରୁ ଗ୍ୟାସ ସିଲିଣ୍ଡର ବୁକିଂ ପାଇଁ ଗ୍ରାହକଙ୍କୁ ଗ୍ୟାସ ଏଜେନ୍ସିକୁ ଦୌଡ଼ିବାକୁ ପଡ଼ୁଥିଲା…

ଆସୁଛି ଲଘଚାପ: ଏହି ଦିନଠାରୁ ଛେଚିବ ବର୍ଷା

ଭୁବନେଶ୍ୱର,୭ା୫(ବନ୍ଦନା ସେଠୀ):ଆସନ୍ତା ୧୦ ତାରିଖ ବେଳକୁ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ। ଏନେଇ ୟୁରୋପିଆନ୍‌ ମଡେଲ ଆକଳନ କରିଛି। ସେହିଭଳି ଶ୍ରୀଲଙ୍କା ଓ ତାମିଲନାଡୁ ଉପକୂଳରେ ଲଘୁଚାପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri