Posted inଫୁରସତ

ଏକ ପ୍ଲାଷ୍ଟିକ୍‌ ବାଲ୍‌ଟିର ଦାମ୍‌ ଜାଣିଲେ…

ଦାମୀ ବ୍ରାଣ୍ଡ୍‌ର ଜିନିଷ ନିଶ୍ଚୟ ଦେଖିଥିବେ କିମ୍ବା କିଣିଥିବେ ମଧ୍ୟ। ମାତ୍ର ଫ୍ୟାଶନ ଏବଂ ଟ୍ରେଣ୍ଡ ନାମରେ ଯେ, ଲୁଟ୍‌ କରାଯାଉଛି ତାହା ଜାଣିଲେ ଆଶ୍ଚର୍ଯ୍ୟ ଲାଗେ। ଅନ୍‌ଲାଇନ୍‌ ଶପିଂରେ ଆମାଜନର ନାଁ ଶୁଣିଥିବେ। କୁହାଯାଏ, ଏହି କମ୍ପାନୀର ସାମଗ୍ରୀ ଭଲ ଏବଂ ସୁଲଭ ମୂଲ୍ୟରେ ଉପଲବ୍ଧ ହୋଇଥାଏ। ମାତ୍ର ଏବେ ଏହି କମ୍ପାନୀ ଲୋକଙ୍କୁ ଲୁଟିଥିବା ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଯେଉଁଥିରେ ଏକ ବାଲ୍‌ଟିର ଦାମ୍‌ ୨୫୦୦୦ ଟଙ୍କାରୁ ଅଧିକ।

ବାସ୍ତବରେ ଏହି ବାଲ୍‌ଟି ସାଧାରଣ ବାଲ୍‌ଟି ପରି ଦେଖାଯାଉଛି। ଯାହା ବଜାରରେ ୨୫୦ରୁ ୩୦୦ ଟଙ୍କା ମୂଲ୍ୟରେ ମିଳିଥାଏ। କିନ୍ତୁ ଆମାଜନରେ ଏହି ବାଲ୍‌ଟିର ଦାମ୍‌ ୨୫,୯୯୯ ଟଙ୍କା। ଲୋକେ ଏହି ଦାମ୍‌କୁ ସହଜରେ ଗ୍ରହଣ କରିପାରୁନାହାନ୍ତି। ଆମାଜନ କାହିଁକି ଏକ ସାଧାରଣ ଲାଲ ବାଲ୍‌ଟିକୁ ୨୬୦୦୦ ବିକ୍ରି କରୁଛି?

ପ୍ରକୃତରେ ଆମାଜନର ଏହି ବାଲ୍‌ଟିର ଦାମ୍‌ ୩୫,୯୦୦ ଟଙ୍କା ଥିଲା। ଏଥିରେ ୨୮ ପ୍ରତିଶତ ରିହାତି ଲାଗୁ ପରେ ଏହାର ମୂଲ୍ୟ ୨୫,୯୯୯ ଅର୍ଥାତ୍‌ ୨୬୦୦୦ ଟଙ୍କାରେ ପହଞ୍ଚିଛି। ପ୍ରଥମେ ଲୋକେ ଭାବୁଥିଲେ ଏହାର ମୂଲ୍ୟ ଭୁଲ୍‌ ଲେଖା ହୋଇଛି, କିନ୍ତୁ ଯେତେବେଳେ ଏହି ବାଲ୍‌ଟି ୨୬,୦୦୦ ଟଙ୍କାରେ ବିକ୍ରି ହେଲା ସେତେବେଳେ ଆଶ୍ଚର୍ଯ୍ୟ ହୋଇଗଲେ। ବିବେକ ରାଜୁ ନାମକ ଜଣେ ଟୁଇଟର ୟୁଜର ଏହାର ଫଟୋ ଏବଂ ମୂଲ୍ୟ ସୋସିଆଲ ମିଡିଆରେ ଶେୟାର କରିଛନ୍ତି। ଲୋକେ ଏହାକୁ ଦେଖିବାକୁ ପରେ ଭିନ୍ନ ପ୍ରତିକ୍ରିୟା ଦେଇଛନ୍ତି। ଜଣେ ୟୁଜର ଲେଖିଛନ୍ତି, ଏହି ବାଲ୍‌ଟି ଅନ୍ୟ ବାଲ୍‌ଟିଠାରୁ ସବୁଠୁ ଊର୍ଦ୍ଧ ଦାମ୍‌ ତାଲିକାରେ ରହିବ।


Enter your email to get our daily news in your inbox.

All Right Reserved By Dharitri.Com

କାହିଁକି ମିଳିଲାନି ବୈଭବ ସୂର୍ଯ୍ୟବଂଶୀଙ୍କୁ ଡେବ୍ୟୁର ସୁଯୋଗ? ନିରାଶ ହେଲେ ପ୍ରଶଂସକ

ନୂଆଦିଲ୍ଲୀ, ୨୬।୬: ଆୟରଲ୍ୟାଣ୍ଡ ବିପକ୍ଷ ପ୍ରଥମ ଟି-୨୦ ମ୍ୟାଚ୍‌ରେ ଭାରତୀୟ କ୍ରିକେଟ୍ ପ୍ରେମୀଙ୍କୁ ସାମାନ୍ୟ ନିରାଶ ହେବାକୁ ପଡ଼ିଛି। ଦଳର ନୂଆ ଅଧିନାୟକ ଶ୍ରେୟସ ଆୟର ଟସ୍…

ବରଗଡ଼ରେ ଚାଞ୍ଚଲ୍ୟ: ଏ-କ୍ଲାସ୍ କଣ୍ଟ୍ରାକ୍ଟରଙ୍କୁ ବନ୍ଧୁକ ମୁନରେ ଧମକ, ଥାନାରେ ଏତଲା ପରେ…

ବରଗଡ଼, ୨୬।୬ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଏକ ସାଙ୍ଘାତିକ ଘଟଣା ସାମ୍ନାକୁ ଆସିଛି। ଜଣେ ଜଣାଶୁଣା ଏ-କ୍ଲାସ କଣ୍ଟ୍ରାକ୍ଟର ସୁଜୟ ଶ୍ରୀମନ୍ତ ବିଶିଙ୍କୁ ବନ୍ଧୁକ ମୁନରେ…

ବାଣପୁରରେ ଦୁର୍ଘଟଣା: ଭାରସାମ୍ୟ ହରାଇ ବିଲ ମଝିକୁ ଓଲଟିଲା ଦ୍ରୁତଗାମୀ କାର୍, ୫ ମଦ୍ୟପ ଯୁବକ…

ବାଣପୁର, ୨୬।୬ (ଦିଲ୍ଲୀପ କୁମାର ସ୍ୱାଇଁ): ନାଚୁଣୀ ଥାନା ଅଧୀନ ଦେଓଗାଁ ଆଗୁଳଛକ ନିକଟ ବ୍ରିଜ୍‌ ପାଖରେ ଏକ ବଡ଼ ଧରଣର ସଡ଼କ ଦୁର୍ଘଟଣା ଘଟିଛି। ଏକ…

ଦୁବାଇରେ ହଠାତ ବାଜିଲା ସାଇରନ୍‌! ମିସାଇଲ୍‌ ଆକ୍ରମଣର ଚେତାବନୀ, ଖେଳିଗଲା ଆତଙ୍କ

ଦୁବାଇ,୨୬।୬: ସଂଯୁକ୍ତ ଆରବ ଏମିରେଟ୍ସ (UAE) କର୍ତ୍ତୃପକ୍ଷଙ୍କ ପକ୍ଷରୁ ଶୁକ୍ରବାର ଦିନ ଦୁବାଇ ପାଇଁ ଏକ ମିସାଇଲ ଆକ୍ରମଣର ସତର୍କ ସୂଚନା (Alert) ଜାରି କରାଯାଇଛି। ଏହାକୁ…

ଭାଜପାରେ ମିଶିଲେ ବିଜେଡି ନେତା କେଦାର ସ୍ୱାଇଁ

ଗଞ୍ଜାମ, ୨୬/୬ (ବିଦ୍ୟାଧର ସାହୁ): କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ୫୭ତମ ଜନ୍ମଦିନ ଅବସରରେ ଛତ୍ରପୁରରେ ଆୟୋଜିତ ମେଗା ରକ୍ତଦାନ ଶିବିରରେ ବିଜେଡି ନେତା ତଥା ପୂର୍ବତନ ସରପଞ୍ଚ…

ଚାଇନାର ୧୦୯ ମହଲା ବିଶିଷ୍ଟ ଅଟ୍ଟାଳିକା ‘CITIC  ଟାଓ୍ବାର’ ସହ ପିଟିହେଲା ବିମାନ, ସାମ୍ନାକୁ ଆସିଲା ଭୟଙ୍କର VIDEO

ବେଜିଂ,୨୬।୬: ଚାଇନାର ରାଜଧାନୀ ବେଜିଂରେ ଶୁକ୍ରବାର ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ବେଜିଂର ସବୁଠାରୁ ଉଚ୍ଚ ସ୍କାଈସ୍କ୍ରେପର (ଗଗନଚୁମ୍ବୀ ଅଟ୍ଟାଳିକା) ଅଟ୍ଟାଳିକା…

ମା ‘ ରତ୍ନେଶ୍ୱରୀ ମନ୍ଦିର ପରିସରରୁ  ଶିଶୁପୁତ୍ର ଉଦ୍ଧାର

​ଦିଗପହଣ୍ଡି,୨୬|୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ଗ୍ରାମ ନିକଟରେ ଥିବା ମା’ ରତ୍ନେଶ୍ୱରୀ ମନ୍ଦିର ପରିସରର ପରିତ୍ୟକ୍ତ ଜମିରୁ  ଶୁକ୍ରବାର ସନ୍ଧ୍ୟାରେ ଏକ…

ଯୋଜନା ଅପହଞ୍ଚ, ସମସ୍ୟା ଘେରରେ ଟୁମୋନିଖୋଲ: ସ୍ୱାଧୀନତାର ଦୀର୍ଘ ବର୍ଷ ପରେ ବି ମୌଳିକ ସୁବିଧାରୁ ବଞ୍ଚିତ ଆଦିବାସୀ ଗାଁ

ଥୁଆମୂଳ ରାମପୁର,୨୬/୦୬ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ବିରିକୋଟ ଗ୍ରାମପଞ୍ଚାୟତର ଆଦିବାସୀ ବହୁଳ ତୁମୋନିଖୋଲ ଗ୍ରାମରେ ସରକାରୀ ଯୋଜନା ସମ୍ପୂର୍ଣ୍ଣ ପ୍ରହସନ ପାଲଟିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri