ପଞ୍ଚପାଣ୍ଡବଙ୍କ ଅଜ୍ଞାତବାସ ନାଟକ ମଞ୍ଚସ୍ଥ: ୭ଦିନ ବ୍ୟାପୀ ମହାଭାରତରୁ….

ରିଷିଡ଼ା,୨୨ା୪(ସୁଶାନ୍ତ ମଲ୍ଲିକ)କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡା କନ୍ଧପଡା ରାଧାକୃଷ୍ଣ ସାଂସ୍କୃତିକ ଅନୁଷ୍ଠାନ ତରଫରୁ ବିରାଟ ପର୍ବ ଅବସରରେ ସୋମବାର ପ୍ରଥମ ରଜନୀରେ ପଞ୍ଚପାଣ୍ଡବଙ୍କ ଅଜ୍ଞାତବାସ ନାଟକ ମଞ୍ଚସ୍ଥ ହୋଇଥିଲା। ଏଠାରେ ଅକ୍ଷୟ ତୃତୀୟାଠାରୁ  ସଂଗୃହୀତ ବିରାଟ ପର୍ବ ନାଟକ ୭ଦିନ ଧରି ମଞ୍ଚସ୍ଥ ହେବ। ଏଥିରେ ବିଭିନ୍ନ ଭୂମିକାରେ ମନୁ ରାଜା ଦେବଦତ୍ତ ଭୋଇ, ଯୁଧିଷ୍ଠିର ସଞ୍ଜୟ ଧରୁଆ, ଭୀମ ହେମାଦ୍ରି ଭୋଇ, ଅର୍ଜୁନ ହିମାଂଶୁ ଭୋଇ, ନକୁଳ ଜଗବନ୍ଧୁ ବରିହା, ସହଦେବ ସମୀର ଭୋଇ, ବିରାଟ ସୁରୋଜଦ ଦଣ୍ଡସେନା ପ୍ରମୁଖ ଅଭିନୟ କରୁଛନ୍ତି। ବୁଧବାର ବାଘ, ମଲ୍ଲବଧ ନାଟକ ମଞ୍ଚସ୍ଥ ହେବ ବୋଲି କମିଟି ସଭାପତି ନଗେଶ କୁମାର ସାହୁ, ସମ୍ପାଦକ ନିତ୍ୟାନନ୍ଦ ଦଣ୍ତସନା ସୂଚନା ଦେଇଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କେସିଙ୍ଗା ମହାବିଦ୍ୟାଳୟରେ ଯୋଗଦେଲେ ନୂଆ ପ୍ରିନ୍ସିପାଲ, କହିଲେ ଛାତ୍ରୀଛାତ୍ରଙ୍କୁ ଠିକ୍‌ ଭାବେ…

କେସିଙ୍ଗା,୧ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରସ୍ଥିତ କେସିଙ୍ଗା ମହାବିଦ୍ୟାଳୟରେ ନୂତନ ଭାବେ ପ୍ରିନ୍ସିପାଲ ଅଶ୍ୱିନୀ ପଟ୍ଟନାୟକ ଶନିବାର ଯୋଗଦାନ କରିଛନ୍ତି। ସେ ଏହି ମହାବିଦ୍ୟାଳୟ ଗତ…

ଅଭିଯୋଗର ଗୋଟିଏ ଦିନରେ ରାସ୍ତ ମରାମତି: ସିଟିଜେନ ଫୋରମଙ୍କୁ ଧନ୍ୟବାଦ

କେସିଙ୍ଗା,୧।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର କେସିଙ୍ଗା ଓ ବଲାଙ୍ଗିର ଜିଲାର ଟିଟଲାଗଡ଼କୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତାର ତ୍ରିମୂର୍ତ୍ତି ଛକରୁ ତେଲନଦୀ ବ୍ରିଜ ପ୍ରାୟ ୮୦୦ମିଟର ରାସ୍ତାରେ…

ସାଙ୍ଗମାନଙ୍କ ସହ ଶୋଇଥିଲେ, ସାପ କାମୁଡ଼ାରେ ଦଶମ ଶ୍ରେଣୀ ଛାତ୍ରୀଙ୍କ ମୃତ୍ୟୁ, ଅଞ୍ଚଳରେ…

ଥୁଆମୂଳ ରାମପୁର, ୩୧।୭(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମପଞ୍ଚାୟତର ବାର୍ଷିକୋଣା ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ସାପ…

ବସ୍ତରେନ ମାଉଲିଙ୍କ ଆଷାଢ଼ କେନା ମଣ୍ଡେଇ ଯାତ୍ରା: କଣ୍ଟା ଦୋଳିରେ ଝୁଲିଲେ କାଲିସି, ହଜାର ହଜାର…

କୋକସରା, ୩୧।୭(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଟେମରା ଗ୍ରାମର ଆରାଧ୍ୟ ଦେବୀ ମା’ ବସ୍ତରେନ ମାଉଲିଙ୍କ ବାର୍ଷିକ ଆଷାଢ଼ କେନା ମଣ୍ଡେଇ ଯାତ୍ରା…

ପୋଲିସ ଫାଣ୍ଡି କୋଠା ଅଧାପନ୍ତରିଆ

ରିଷିଡା,୩୧ା୭(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲାର ବହୁ ପୁରାତନ ରିଷିଡ଼ା ପୋଲିସ ଫାଣ୍ଡି ପ୍ରତିଷ୍ଠାପରଠୁ ଅଦ୍ୟାବଧି ଖପର ଓ ଆଜବେଷ୍ଟସ୍‌ ଘରେ ଚାଲିଆସୁଛି। ବାରମ୍ବାର ଦାବି ପରେ ନୂତନ…

ଉପାନ୍ତରେ ବିକାଶ ବାଟବଣା: ଖଣ୍ଡିଏ ପକ୍କା ରାସ୍ତା ପାଇଁ ଆକୁଳ ନିବେଦନ କରୁଛନ୍ତି ତଳ କନ୍ଦାଗୁଡ଼ା ଗ୍ରାମବାସୀ

ଥୁଆମୂଳ ରାମପୁର, ୩୧।୭(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସିନ୍ଧିପଦର ପଞ୍ଚାୟତ ଅନ୍ତର୍ଗତ ତଳ କନ୍ଦାଗୁଡ଼ା ଗ୍ରାମରେ ସ୍ଵାଧୀନତାର ବହୁ ବର୍ଷ ପରେ ବି…

କଂଗ୍ରେସର ନିର୍ବାଚନ ମଣ୍ଡଳୀସ୍ତରୀୟ କର୍ମୀ ସମ୍ମିଳନୀ: ପଞ୍ଚାୟତ ନିର୍ବାଚନ ପାଇଁ ବ୍ୟାପକ ରଣନୀତି

ଭବାନୀପାଟଣା,୩୧।୭(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ଭାରତ ପ୍ଲେସଠାରେ ଶୁକ୍ରବାର କଂଗ୍ରେସର ଏକ ନିର୍ବାଚନ ମଣ୍ଡଳୀ ସ୍ତରୀୟ କର୍ମୀ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଭବାନୀପାଟଣା ସଦର…

ବନ୍ୟା ପ୍ରଭାବିତ ଅଞ୍ଚଳ ବୁଲି ଦେଖିଲେ ନର୍ଲା ବିଧାୟିକା: ୩୦୦ ପରିବାରଙ୍କୁ ଦେଲେ…

କେସିଙ୍ଗା, ୩୧।୭ (ତୁମେଶ୍ୱର ସାହୁ):କଳାହାଣ୍ଡି ଜିଲାର କେସିଙ୍ଗା ବ୍ଲକରେ ଜୁଲାଇ ମାସର ଶେଷ ସପ୍ତାହରେ ହୋଇଥିବା ଲଗାଣ ବର୍ଷା ଯୋଗୁ ବେଲଖଣ୍ଡି ଅଞ୍ଚଳରେ ବନ୍ୟା ପରିସ୍ଥିତି ସୃଷ୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri