Posted inଖେଳ

ଲାଇଭ୍‌ ମ୍ୟାଚ୍‌ ସମୟରେ ହଠାତ୍‌ ପଡ଼ିଆକୁ ଆସିଲା ବିଷଧର ସାପ, ଦେଖନ୍ତୁ ଭିଡିଓ

ଗୁଆହାଟୀ,୩।୧୦: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ତିନି ମ୍ୟାଚ ବିଶିଷ୍ଟ ଟି -୨୦ ସିରିଜର ଦ୍ୱିତୀୟ ମ୍ୟାଚରେ ଘରୋଇ ଦଳ ୧୬ ରନ୍‌ରେ ବିଜୟ ହାସଲ କରିଛି। ଏହି ବିଜୟ ସହ ଭାରତ ସିରିଜ୍‌କୁ ମଧ୍ୟ କବ୍‌ଜା କରିଛି। ଏହି ମ୍ୟାଚ୍‌ରେ ଏକ ରୋଚକ ଘଟଣା ଘଟିଥିଲା। ଭାରତ ବ୍ୟାଟିଂ କରୁଥିବାବେଳେ ଅଷ୍ଟମ ଓଭରରେ ଏକ ବିଷଧର ସାପ ପାଇଁ ମ୍ୟାଚକୁ କିଛି ସମୟ ପାଇଁ ବନ୍ଦ କରିବାକୁ ପଡିଥିଲା। କ୍ରିକେଟ ପଡ଼ିଆରେ କୁକୁର, ବିଲେଇ, ମହୁମାଛି ହେତୁ ମ୍ୟାଚ ବନ୍ଦ ହୋଇଥିବାର ପ୍ରାୟତଃ ଦେଖାଯାଏ। କିନ୍ତୁ ଲାଇଭ ମ୍ୟାଚ ସମୟରେ ପଡ଼ିଆରେ ବିଷାକ୍ତ ସାପ ଯୋଗୁ ମ୍ୟାଚ ପ୍ରଥମ ଥର ପାଇଁ ବନ୍ଦ ହୋଇଥିଲା।
ଅଷ୍ଟମ ଓଭର ଆରମ୍ଭ ହେବା ମାତ୍ରେ ସମସ୍ତ ଖେଳାଳି ଅଟକି ଯାଇଥିଲେ। ସଙ୍ଗେ ସଙ୍ଗେ ଏକ ବଡ ସାପ ପଡିଆରେ ବୁଲୁଥିବା ଦେଖିବାକୁ ମିଳିଥିଲା। ମ୍ୟାଚ କିଛି ସମୟ ପାଇଁ ବନ୍ଦ ହୋଇଯାଇଥିଲା। ଗ୍ରାଉଣ୍ଡସ୍‌ମ୍ୟାନ୍‌ ସଙ୍ଗେ ସଙ୍ଗେ ସାପକୁ ଆୟତ କରିଥିଲେ। ଏହି ଘଟଣାରେ ସମସ୍ତ ଖେଳାଳି ଏବଂ ଦର୍ଶକ ସୁରକ୍ଷିତ ଥିଲେ ଏବଂ କାହାରି କିଛି କ୍ଷତି ହୋଇ ନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପାକିସ୍ତାନ ୫ ରନରେ ବିଜୟୀ: ଟି୨୦ ସିରିଜ ଅମୀମାଂସିତ

ମାଞ୍ଚେଷ୍ଟର,୩।୯(ଏପି): ଚଳିତ ଇଂଲଣ୍ଡ ଗସ୍ତରେ ପାକିସ୍ତାନ ତା’ର ପ୍ରଥମ ବିଜୟ ହାସଲ କରିଛି। ସ୍ଥାନୀୟ ଓଲ୍ଡ ଟ୍ରାଫୋର୍ଡ ଗ୍ରାଉଣ୍ଡରେ ମଙ୍ଗଳବାର ଅନୁଷ୍ଠିତ ତୃତୀୟ ତଥା ଅନ୍ତିମ...

ହୃଦୟ ଜିତିଲେ କୋହଲି

ଅହମ୍ମଦାବାଦ,୧୪।୩: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଚାଲିଥିବା ଚାରି ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜର ଚତୁର୍ଥ ମ୍ୟାଚ ଡ୍ରରେ ଶେଷ ହୋଇଥିଲା। ଫଳରେ ଭାରତ ଏହି...

ଓଡ଼ିଶାକୁ ୧ ସ୍ବର୍ଣ୍ଣ, ୨ ବ୍ରୋଞ୍ଜ

ଭୁବନେଶ୍ୱର, ୧।୮(ତପନ ସ୍ବାଇଁ): ଚଳିତ ମାସ ୨୯ ଓ ୩୦ ତାରିଖ ଦୁଇଦିନଧରି କୋଲକାତାର ନେତାଜୀ ଇନ୍‌ଡୋର ଷ୍ଟାଡିୟମରେ ଅନୁଷ୍ଠିତ ୭ମ ‘ଇଣ୍ଡିଆନ୍ସ ଚ୍ୟାଲେଞ୍ଜ୍‌ କପ୍‌’...

ବିବାହ ପରେ ସାମ୍ନାକୁ ଆସିଲା ସ୍ତ୍ରୀଙ୍କ ସହ ବୁମରାଙ୍କର ପ୍ରଥମ ଫଟୋ: ହାତରେ ହାତ ଛନ୍ଦି…

ଭାରତୀୟ କ୍ରିକେଟ ଦଳର ଦ୍ରୁତ ବୋଲର ଜସପ୍ରିତ ବୁମରା ଏବଂ ଟିଭି ଆଙ୍କର ସଞ୍ଜନା ଗଣେଶ ଗତ ୧୫ ତାରିଖରେ ବିବାହ କରିଥିଲେ। ଗୋଆର ଏକ...

୬ ବର୍ଷ ପରେ ଆରମ୍ଭ ହେଲା ସଞ୍ଜୁଙ୍କ ଦିନିକିଆ କ୍ୟାରିୟର

କଲମ୍ବୋ,୨୩।୭: ଶ୍ରୀଲଙ୍କା ବିପକ୍ଷ ୩ୟ ମ୍ୟାଚ୍‌ରେ ଭାରତୀୟ ଦଳ ପାଇଁ ଦିନିକିଆ ଫର୍ମାଟରେ ପଦାର୍ପଣ କରିଛନ୍ତି ୫ ଖେଳାଳି। ସେମାନଙ୍କ ମଧ୍ୟରେ ରହିଛନ୍ତି ଉଇକେଟକିପର ବ୍ୟାଟ୍ସମ୍ୟାନ...

ବ୍ୟାଟ୍ସମ୍ୟାନ୍‌ଙ୍କୁ ଗୋଡରେ ଆଉଟ୍‌ କଲେ ଏହି ଖେଳାଳି

ଖ୍ରୀଷ୍ଟଚର୍ଚ୍ଚ,୨୩।୩: ବାଂଲାଦେଶ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଚାଲିଥିବା ଦ୍ୱିତୀୟ ଦିନିକିଆ ମ୍ୟାଚ୍‌ରେ ଏକ ରୋଚକ ଘଟଣା ଘଟିଛି। ମଙ୍ଗଳବାର ଅଧିନାୟକ ତମିମ ଇକବାଲ ଏବଂ ମିଡିଲ...

ଅଷ୍ଟ୍ରେଲୀୟ ସ୍ପିନରଙ୍କ ଦ୍ୱାରା ଟିମ ଇଣ୍ଡିଆ ବ୍ୟାଟିଂ ଲାଇନ ବିପର୍ଯ୍ୟସ୍ତ: ଲଞ୍ଚ୍‌ ସୁଦ୍ଧା ସ୍କୋର ୭ ଓ୍ବିକେଟରେ ୮୪…

ଇନ୍ଦୋର,୧।୩ : ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ତୃତୀୟ ଟେଷ୍ଟ ମ୍ୟାଚ ଆରମ୍ଭ ହୋଇଛି। ଇନ୍ଦୋରର ହୋଲକର ଷ୍ଟାଡିୟମରେ ଖେଳାଯାଉ ଥିବା ଏହି ମ୍ୟାଚରେ ଆରମ୍ଭରୁ...

କ୍ୱାର୍ଟରରେ ଅମିତ ପଙ୍ଘାଲ

ବର୍ମିଂହାମ୍‌,୧ା୮: ଭାରତୀୟ ବକ୍ସର ଅମିତ ପଙ୍ଘାଲ ବିଜୟ ସହ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ତାଙ୍କର ଅଭିଯାନ ଆରମ୍ଭ କରିଛନ୍ତି। ସୋମବାର ସେ ପୁରୁଷ ଫ୍ଲାଇଓ୍ବେଟ୍‌ (୫୧କେଜି) କ୍ୱାର୍ଟର...

Advertisement
Archives

Model This Week