କରୋନା ପଜିଟିଭ୍‌ଙ୍କ ନାଁରେ ଏତଲା

ଛତ୍ରପୁର,୨୨ା୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବୁଗୁଡ଼ା ଏନ୍‌ଏସିର ଭବାନୀ ଶଙ୍କର ପାତ୍ର ୧୮ ତାରିଖରେ କରୋନା ପଜିଟିଭ୍‌ ଚି଼ହ୍ନଟ ହୋଇଥିଲେ। ଏହାପରେ ତାଙ୍କୁ ୨୮ ଦିନ ହୋମ୍‌ ଆଇସୋଲେଶନରେ ରହିବାକୁ ଏନ୍‌ଏସି ପ୍ରଶାସନ କହିଥିଲେ। ତେବେ ସେ ଏହି ନିୟମକୁ ଉଲ୍ଲଂଘନ କରିଥିବା ଜଣାପଡ଼ିଥିଲା। ଏହାପରେ ସ୍ଥାନୀୟ ଥାନାରେ ତାଙ୍କ ନାଁରେ ମଙ୍ଗଳବାର ଏତଲା ଦିଆଯାଇଛି। ବୁଧବାର ଏସମ୍ପର୍କରେ ଛତ୍ରପୁରସ୍ଥିତ ଡିଆରଡିଏ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାରୁଆଁରୁ ଭାଲୁ ଛୁଆ ଉଦ୍ଧାର

ଆନନ୍ଦପୁର,୧୩।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ କଣ୍ଟିପାଳ ପଞ୍ଚାୟତ ବାରୁଆଁ ଗ୍ରାମରୁ ମଙ୍ଗଳବାର ଏକ ଭାଲୁ ଛୁଆ ଉଦ୍ଧାର କରାଯାଇଛି। ସ୍ଥାନୀୟ ଜଙ୍ଗଲରୁ ଭାଲୁ ଛୁଆଟି...

କଳାକାର ହିଁ ବୁଝିପାରେ ଅନ୍ୟ କଳାକାରର ମନ: ରାପ୍‌ କଣ୍ଠଶିଳ୍ପୀ ଡୁଲେଶ୍ୱରଙ୍କୁ ସହାୟତାର ହାତ ବଢାଇଲେ ହ୍ୟୁମାନ ସାଗର

ଭବାନୀପାଟଣା,୧୯।୬ (ଡି.ଏନ୍‌.ଏ.): କଳାହାଣ୍ଡି ଜିଲାର ଡୁଲେଶ୍ୱର ତାଣ୍ଡି ଜଣେ ବିପ୍ଲବୀ ରାପ୍‌ ସଙ୍ଗୀତକାର। ସେ ସୋସିଆଲ ମିଡିଆରେ ବେଶ ଚର୍ଚ୍ଚିତ। ହେଲେ ତାଙ୍କ ପରିବାରର ଆର୍ଥତ୍କ...

ତେନ୍ତୁଲିଡିହୀ ପଞ୍ଚାୟତ ଉପନିର୍ବାଚନ: ପ୍ରତାପ ବିଶ୍ୱାଳ ବିଜୟୀ

ଚାନ୍ଦବାଲି,୨୮।୧୧(ଡି.ଏନ୍‌.ଏ.): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ତେନ୍ତୁଲିଡିହୀ ପଞ୍ଚାୟତ ଉପନିର୍ବାଚନରେ ବିଜେଡି ସମର୍ଥିତ ସରପଞ୍ଚ ପ୍ରାର୍ଥୀ ପ୍ରତାପ କୁମାର ବିଶ୍ୱାଳ ୪୨୪ ଭୋଟରେ ନିଜର ପ୍ରତଦ୍ୱନ୍ଦୀ...

ହଜିଥିବା ଅର୍ଥ ଫେରିପାଇଲେ ଯୁବକ

ଆରଡି, ୧୦ା୪(ଡି.ଏନ.ଏ.)-ଭଦ୍ରକ ଜିଲା ଧୁଷୁରୀ ଥାନା ଅନ୍ତର୍ଗତ ପାୟାସାହି ଗ୍ରାମର ରାଜେଶ ଖାଁ ଏକ ଘରୋଇ ବ୍ୟାଙ୍କରୁ ୨୫ ହଜାର ଟଙ୍କା ଉଠାଇ ନିଜ ଘରକୁ...

ପୁରୀ-ଋଷିକେଶ ମଧ୍ୟରେ ଚାଲିବ ସ୍ବତନ୍ତ୍ର ଟ୍ରେନ୍‌

ଭୁବନେଶ୍ୱର,୨୪ା୧(ବ୍ୟୁରୋ): ହରିଦ୍ୱାରରେ ମହାକୁମ୍ଭ ମେଳା ସମୟରେ ପୁରୀ ଓ ଯୋଗ ନଗରୀ ଋଷିକେଶ ମଧ୍ୟରେ ସ୍ବତନ୍ତ୍ର ଟ୍ରେନ୍‌ ଚଳାଇବାକୁ ନିଷ୍ପତ୍ତି ନିଆଯାଇଛି। ପୁରୀ-ଯୋଗ ନଗରୀ ଋଷିକେଶ-ପୁରୀ...

ଅଟୋ-ବାଇକ୍‌ ମୁହାଁମୁହିଁ ଧକ୍କା

ଗୁଣୁପୁର, ୨୬।୧୦(ଡି.ଏନ୍‌.ଏ.): ରାୟଗଡ଼ା-ଗଜପତି ଜିଲା ସୀମାନ୍ତ କତାଗୁଡା ଘାଟିରେ ସୋମବାର ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୩ ଜଣ ଗୁରୁତର ହୋଇଥିବା ବେଳେ ୫...

କରୋନା ଟିକା ଯୋଗୁ ଓ୍ବାର୍ଡ ବୟଙ୍କ ହୋଇନି ମୃତ୍ୟୁ: ପୋଷ୍ଟମୋର୍ଟମ ରିପୋର୍ଟ

ମୋରାଦାବାଦ୍‌,୧୮।୧: କରୋନା ଟିକା ନେଇ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହୋଇଛି। ଉତ୍ତରପ୍ରଦେଶ ମୋରାଦାବାଦ୍‌ରେ ଜିଲା ହସ୍ପିଟାଲରେ କାମ କରୁଥିବା ୪୬ ବର୍ଷ ବୟସ୍କ ଓ୍ବାର୍ଡ...

ଦୋକାନ ଘର ଉଚ୍ଛେଦ ବେଳେ ଉତ୍ତେଜନା

ତାଳଚେର,୨୯ା୨(ନି.ପ୍ର.) – ତାଳଚେର ପୌର ପରିଷଦ ପକ୍ଷରୁ ଶୁକ୍ରବାର ୩ଟି ଦୋକାନ ଘର ଉଚ୍ଛେଦ କରାଯିବା ବେଳେ ଉତ୍ତେଜନା ପ୍ରକାଶ ପାଇଥିଲା। ହେଲେ ବ୍ୟବସାୟୀମାନେ ପ୍ରଶାସନ...

Advertisement


Archives

Model This Week

Why Dharitri