ମାଓବାଦୀଙ୍କ ବର୍ବରକାଣ୍ଡ: ପୋଲିସ ସୂଚନାଦାତା ସନ୍ଦେହରେ ଜଣଙ୍କୁ ହତ୍ୟା

ମାଲକାନଗିରି,୨।୧୨(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ ବିଜାପୁର ଜିଲାରେ ମାଓବାଦୀମାନେ ରବିବାର ଜଣେ ଗ୍ରାମବାସୀଙ୍କୁ ହତ୍ୟା କରିଛନ୍ତି। ସେ ହେଲେ ବିଜାପୁର ଜିଲା ଭୈରମଗଡ଼ ଥାନା ତାଲେର ଗ୍ରାମ ନିବାସୀ କୁମ୍ମେଶ କୁ୍‌ଜାମ।

ଅନ୍ୟପକ୍ଷେ ମାଓବାଦୀମାନେ ମୃତଦେହକୁ ଚିହିକା-ଚିଣ୍ଡୋତି ରାସ୍ତାରେ ଫିଙ୍ଗିଦେଇଥିଲେ। ଘଟଣାସ୍ଥଳରୁ ଭୈରମଗଡ଼ ଏରିଆ କମିଟି ଦ୍ୱାରା ଜାରି କରାଯାଇଥିବା ପାମ୍ପଲେଟ ପୋଲିସ ମୃତଦେହ ନିକଟରୁ ଜବତ କରିଛ। ପାମ୍ପଲେଟରେ ମୃତ ଗ୍ରାମବାସୀ ପୋଲିସ ସୂଚନାଦାତା ବୋଲି ସନ୍ଦେହ କରି ତାଙ୍କୁ ହତ୍ୟା କରାଯାଇଥିବା ଉଲ୍ଲେଖ ରହିଛି। ଘଟଣା ପରେ ଉକ୍ତ ଅଞ୍ଚଳରେ କୋମ୍ବିଂ ଅପରେଶନକୁ ଜୋର୍‌ଦାର କରାଯାଇଛି ା


Enter your email to get our daily news in your inbox.

All Right Reserved By Dharitri.Com

ଏହି କ୍ରିକେଟର୍‌ଙ୍କ ଘର ଉପରକୁ ପେଟ୍ରୋଲ ବୋମା ମାଡ଼: କାରଣ ଜାଣିଲେ…

ନୂଆଦିଲ୍ଲୀ,୬।୮: କିମ୍ବଦନ୍ତୀ ବାଂଲାଦେଶୀ କ୍ରିକେଟର ଏବଂ ପୂର୍ବତନ ଅଧିନାୟକ ସାକିବ ଅଲ ହାସନଙ୍କ ଘର ଉପରେ ପେଟ୍ରୋଲ ବୋମା ମାଡ଼ କରାଯାଇଛି। ବାଂଲାଦେଶର ସବୁଠାରୁ ସଫଳ କ୍ରିକେଟରମାନଙ୍କ…

ବିଲରେ ଛୁଆକୁ ଶୁଆଇଥିବା ବେଳେ କାମୁଡିଦେଲା ସାପ; ହଠାତ୍ ଫୁଲିଗଲା ମୁହଁ, ତାପରେ…

ପଟ୍ଟାଙ୍ଗି,୬।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ପୁକାଲି ଗ୍ରାମପଞ୍ଚାୟତର ମାଳିଗୁଡା ଗ୍ରାମରେ ସାପ କାମୁଡାରେ ଜଣେ ନାବାଳକଙ୍କର ମୃତ୍ୟୁ ହୋଇଛି । କୋରାପୁଟ…

ରାଜ୍ୟ ସରକାରଙ୍କ ଉଦ୍ଦେଶ୍ୟରେ ବିଡିଓଙ୍କୁ ଦାବିପତ୍ର, ସ୍କୁଲ, କଲେଜ ଶିକ୍ଷକ କର୍ମଚାରୀଙ୍କ…

ମହାକାଳପଡ଼ା,୬ା ୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ସମ୍ମୁଖରେ ଓଡ଼ିଶା ସ୍କୁଲ, କଲେଜ ଶିକ୍ଷକ, କର୍ମଚାରୀ ସମନ୍ବୟ ସମିତି ପକ୍ଷରୁ ୪ ଦଫା ଦାବି…

ବଳାତ୍କାର ମାମଲାରେ ଦୋଷୀ ସାବ୍ୟସ୍ତ ହେଲେ ‘ତେହେଲକା’ ସମ୍ପାଦକ: ହାଇକୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ,୬।୮: ୨୦୧୩ ମସିହାର ବହୁଚର୍ଚ୍ଚିତ ବଳାତ୍କାର ମାମଲା ସମ୍ପର୍କରେ ପୂର୍ବତନ ‘ତେହେଲକା’ ସମ୍ପାଦକ ତରୁଣ ତେଜପାଲଙ୍କୁ ଏକ ବଡ଼ ଝଟକା ଲାଗିଛି। ବମ୍ବେ ହାଇକୋର୍ଟର ଗୋଆ ବେଞ୍ଚ…

Gen Zଙ୍କୁ ବଡ଼ ଉପହାର ଦେଲେ ବିଜୟ, କଲେ ବଡ଼ ଘୋଷଣା: ମିଳିବ…

ଚେନ୍ନାଇ,୬।୮: ତାମିଲନାଡୁରେ ଟିଭିକେ ସରକାର ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ପ୍ରଥମ ବଜେଟ ବିଧାନସଭାରେ ଉପସ୍ଥାପନ କରିଛି। ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କ ନେତୃତ୍ୱାଧୀନ ଏହି ନୂଆ…

ପୁଣି ହଜାର ହଜାର ଟଙ୍କା ବଢିଲା ସୁନା ଦର: ରୁପା ମୂଲ୍ୟରେ ମଧ୍ୟ…

ନୂଆଦିଲ୍ଲୀ,୬।୮: ପୁଣି ବଢିଲା ସୁନା ଦର। ଗତକାଲି ତୁଳନାରେ ୨୪ କ୍ୟାରେଟ ସୁନା ୧୦ ଗ୍ରାମ ପ୍ରତି ୨,୮୯୦ ବୃଦ୍ଧି ପାଇଛି। ରୁପା ମୂଲ୍ୟରେ ମଧ୍ୟ ଏକ…

ଭାରତର ଏମିତି ଏକ ଗାଁ: ୫ ଦିନ ବିନା ପୋଷାକରେ ରୁହନ୍ତି ମହିଳା, ରହସ୍ୟ ଜାଣି ହେବେ ତାଜୁବ

ପୃଥିବୀ ବହୁତ ବିଶାଳ ଏବଂ ଏହାର ପ୍ରତ୍ୟେକ କୋଣରେ ଲୋକମାନଙ୍କର ନିଜସ୍ବ ପରମ୍ପରା ଓ ରୀତିନୀତି ରହିଛି। କେତେକ ପରମ୍ପରା ଆମ ପାଖପାଖି ସାଧାରଣ ଲାଗେ, ଆଉ…

Gen-Zଙ୍କ ପାଇଁ RSS ନେଲା ବଡ଼ ପଦକ୍ଷେପ: ଆଗକୁ…

ନୂଆଦିଲ୍ଲୀ,୫।୮: ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (RSS)ର ମୁଖ୍ୟ ମୋହନ ଭାଗବତ ସଂଗଠନର ଶତବାର୍ଷିକୀ ବର୍ଷ ପାଳନ ପାଇଁ ଆମେରିକା ଏବଂ କାନାଡା ଗସ୍ତ କରିବେ। ଅଗଷ୍ଟ ୨୯ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri