ଇଲେକ୍ସନ ଡ୍ୟୁଟି ସାରି ଫେରୁଥିବା ପୋଲିସ କର୍ମଚାରୀ ଗାଡି ଦୁର୍ଘଟଣାଗ୍ରସ୍ତ

ଛତ୍ରପୁର,୨୧।୫ (ଦିଲ୍ଲୀପ ସାମଲ): ଇଲେକ୍ସନ ଡ୍ୟୁଟି ସାରି ଭଞ୍ଜନଗରରୁ ଏକ ବସ ପୋଲିସ କର୍ମଚାରୀଙ୍କୁ ଧରି ଛତ୍ରପୁର ଫେରୁଥିବାବେଳେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଛତ୍ରପୁର ଡିଆରଡିଏ ଛକ ନିକଟରେ ବସ୍‌ଟି ଦୁର୍ଘଟଣାର ସମ୍ମୁଖୀନ ହୋଇଛି। ଫଳରେ ୨୦ ପୋଲିସ କର୍ମଚାରୀ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ଜଣେ ପୋଲିସ କର୍ମଚାରୀ ଆହତ ହୋଇଛନ୍ତି l ଛତ୍ରପୁର ମେଡିକାଲରେ ଚିକିତ୍ସା ପରେ ସେ ଘରକୁ ଫେରିଛନ୍ତି।
ସୋମବାର ଇଲେକ୍ସନ କାର୍ଯ୍ୟରେ ନିୟୋଜିତ ଥିବା ଏହି ପୋଲିସ କର୍ମଚାରୀଙ୍କୁ ଧରି ବସ୍‌ଟି ଆଜି ଭୋରରୁ ଭଞ୍ଜନଗରରୁ ଛତ୍ରପୁର ଫେରୁଥିବା ବେଳେ ଏହି ଦୁର୍ଘଟଣା ଘଟିଥିଲା। ଛତ୍ରପୁରଠାରେ ଚାଳକ ଭାରସାମ୍ୟ ହରାଇବାରୁ ବସ୍‌ଟି ଡିଭାଇଡ଼ର ସହ ଧକ୍କା ହୋଇଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ ବନ୍ଦ ହୋଇଯିବ କି ମିଶନ ଶକ୍ତି ଯୋଜନା? ଆସିଲା ନୂଆ ଅପ୍‌ଡେଟ୍‌, ଜାଣନ୍ତୁ…

ଭୁବନେଶ୍ୱର,୧୫।୬: ଦୀର୍ଘ ୨୫ ବର୍ଷର ବିଜେଡି ଶାସନରେ ବିରାମ ଲାଗିଛି। ୨୦୨୪ ନିର୍ବାଚନରେ ସଂଖ୍ୟାଗରିଷ୍ଠତା ହାସଲ କରି ଭାଜପା ରାଜ୍ୟରେ ସରକାର ଗଢ଼ିଛି। ନିକଟରେ ମୋହନ...

ଖୋଲିବ ସ୍କୁଲ, ପ୍ରଥମ ଦିନରୁ ହିଁ ମିଳିବ ମଧ୍ୟାହ୍ନ ଭୋଜନ

ଭୁବନେଶ୍ୱର,୧୫।୬: ଗ୍ରୀଷ୍ମ ଛୁଟି ପରେ ଆସନ୍ତା ୧୮ ତାରିଖରୁ ସ୍କୁଲ ଖୋଲିବାକୁ ଯାଉଛି। ମଙ୍ଗଳବାର ସ୍କୁଲ ଖୋଲିବାର ପ୍ରଥମ ଦିନରୁ ହିଁ ପିଲାଙ୍କୁ ଦିଆଯିବ ମଧ୍ୟାହ୍ନ...

ଛତିଶଗଡରେ ୮ ନକ୍ସଲଙ୍କୁ ଏନକାଉଣ୍ଟର, ଜଣେ ଯବାନ ସହିଦ

ମାଲକାନଗିରି,୧୫।୬( ଦୁର୍ଯ୍ୟୋଧନ ପାତ୍ର ): ଛତିଶଗଡ ନକ୍ସଲ ପ୍ରଭାବିତ ନାରାୟଣପୁର ଜିଲା ଜଙ୍ଗଲରେ ନକ୍ସଲ ଓ ସୁରକ୍ଷା ବଳ ମଧ୍ୟରେ ବଡ଼ ଏନକାଉଣ୍ଟର ହୋଇଛି। ଏହି...

ମାତୁଛନ୍ତି ଚୋର, ଅଭିଯୋଗ ପରେ ବି ଧରି ପାରୁନି ପୋଲିସ

ଗୋପାଳପୁର,୧୫।୬(ନବୀନ ରାଜ ଆଚାରୀ): ଗତ କିଛି ଦିନ ହେଲା ଗୋପାଳପୁର ଥାନା ଅଞ୍ଚଳ ଚୋର ଦଳ ସକ୍ରିୟ ହୋଇପଡିଛନ୍ତି l ଗୋଟିଏ ପରେ ଗୋଟିଏ ଘର...

କୁଏଟ୍‌ ଅଗ୍ନିକାଣ୍ଡ: ୨ ଓଡ଼ିଆଙ୍କ ପରିବାରକୁ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୫।୬: କୁଏଟ୍‌ ଅଗ୍ନିକାଣ୍ଡରେ ପ୍ରାଣ ହରାଇଥିବା ୨ ଓଡିଆଙ୍କ ପରିବାରକୁ ସହାୟତା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝି। ଅଗ୍ନିକାଣ୍ଡରେ ପ୍ରାଣ ହରାଇଥିବା ତିଗିରିଆର ମହମ୍ମଦ...

କଇଁଛ ଚାଲାଣବେଳେ ୪ଗିରଫ, ୧୭୬ କଇଁଛ ଉଦ୍ଧାର

ଝରିଗାଁ,୧୫।୬(କିଶୋର ଚନ୍ଦ୍ର ମଣ୍ଡଳ): କଳାହାଣ୍ଡି ଜିଲାରୁ ନବରଙ୍ଗପୁର ଜିଲାକୁ କଇଁଛ ଚୋରା ଚାଲାଣ ବେଳେ ଝରିଗାଁ ବନ ବିଭାଗ ଦ୍ୱାରା ୧୭୬ କଇଁଛ ଉଦ୍ଧାର ହୋଇଛି।...

ଏଥର ଦୁଇ ଦିନ ହେବ ଗୁଣ୍ଡିଚା ଯାତ୍ରା, ଛତିଶା ନିଯୋଗ ବୈଠକରେ ନୀତି ନିର୍ଘଣ୍ଟ

ଏଥର ଦୁଇ ଦିନ ହୋଇପାରେ ଗୁଣ୍ଡିଚା ଯାତ୍ରା । ୧୩ ଦିନ ଅଣସରରେ ରହିବେ ଶ୍ରୀଜିଉ । ଜୁଲାଇ ୭ ତାରିଖରେ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ଅନୁଷ୍ଠିତ...

ଆନ୍ତଃଜିଲା ଚୋର ଗ୍ୟାଙ୍ଗ ଠାବ, ୮ଗିରଫ

ବରଗଡ଼,୧୫।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ପୋଲିସ ଏକ ଆନ୍ତଃରାଜ୍ୟ ଚୋରିଗ୍ୟାଙ୍ଗଙ୍କୁ ଗିରଫ କରିଛି। ପୋଲିସ ସମୂଦାୟ ୮ଜଣଙ୍କୁ ଗିରଫ କରିଛି। ସେମାନଙ୍କ ମଧ୍ୟରୁ ୬ ଅଭିଯୁକ୍ତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri