Posted inଜାତୀୟ

ଆମ୍ବୁଲାନ୍ସ ଭିତରେ ଥିଲେ ଗର୍ଭବତୀ, ହଠାତ୍‌ ଲାଗିଲା ନିଆଁ, ଆଉ ତା’ ପରେ…

ମୁମ୍ବାଇ,୧୪ା୧୧: ମହାରାଷ୍ଟ୍ରର ଜଲଗାଁଓରେ ଘଟିଛି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଜଣେ ଗର୍ଭବତୀ ମହିଳାଙ୍କୁ ନେଇ ଯାଉଥିବା ଆମ୍ବୁଲାନ୍ସରେ ହଠାତ୍‌ ନିଆଁ ଲାଗିଯିବାରୁ ଭୟଙ୍କର ବିସ୍ଫୋରଣ ହୋଇଥିଲା।  ବିସ୍ଫୋରଣ ଯୋଗୁ ଆଖପାଖ ଅଞ୍ଚଳର ଥିବା ଘର କ୍ଷତିଗ୍ରସ୍ତ ହୋଇଛି।

ସୂଚନା ମୁତାବକ, ବୁଧବାର ରାତିରେ ମହାରାଷ୍ଟ୍ର ଜଲଗାଓଁରେ ଜଣେ ଗର୍ଭବତୀ ମହିଳାଙ୍କୁ ଆମ୍ବୁଲାନ୍ସ ଯୋଗେ ଏରାଣ୍ଡୋଲ ସରକାରୀ ଡାକ୍ତରଖାନାରୁ ଜାଲଗାଓଁ ଜିଲା ଡାକ୍ତରଖାନାକୁ ଅଣାଯାଉଥିଲା। ଇଞ୍ଜିନରୁ ଧୂଆଁ ବାହାରୁଥିବାରୁ ଡ୍ରାଇଭର ଦେଖି ଗର୍ଭବତୀଙ୍କୁ ବାହାରକୁ ଆଣି ନିଜେ ବାହାରି ଆସିଥିଲେ। ଫଳରେ ଅଳ୍ପକେ ରକ୍ଷା ପାଇଯାଇଥିଲେ ହେଁ ଆମ୍ବୁଲାନ୍ସଟି ସମ୍ପୂର୍ଣ୍ଣ ଜଳିଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭଡ଼ାଟିଆଙ୍କୁ ମିଳିବ ମାଗଣା ବିଜୁଳି: କେଜ୍‌ରିଓ୍ବାଲ୍‌ଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୧୮।୧: ଆମ ଆଦମୀ ପାର୍ଟିର ରାଷ୍ଟ୍ରୀୟ ସଂଯୋଜକ ଏବଂ ପୂର୍ବତନ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଶନିବାର ଆଉ ଏକ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି,...

ଚାକିରି ଜୀବନ ମଝିରେ ଏତେ ବର୍ଷ ରହିଛନ୍ତି ବେରୋଜଗାର? କେମିତି ମିଳିବ ପେନଶନ, ଜାଣନ୍ତୁ…

ନୂଆଦିଲ୍ଲୀ,୧୮।୧: ଯଦି ଆପଣ ଜଣେ ବେତନଭୋଗୀ ବ୍ୟକ୍ତି ଏବଂ EPFO ରେ ଅବଦାନ ଦେଉଛନ୍ତି, ତେବେ ଏହା ଆପଣଙ୍କର ଅବସର ପରବର୍ତ୍ତୀ ସୁରକ୍ଷା ସୁନିଶ୍ଚିତ କରେ।...

ବିରାଟ କୋହଲିଙ୍କୁ ଚେତାବନୀ ଦେଲା ବିସିସିଆଇ

ନୂଆଦିଲ୍ଲୀ,୧୮।୧: ଭାରତୀୟ ଦଳକୁ ନ୍ୟୁଜିଲାଣ୍ଡ ବିପକ୍ଷରେ ଘରୋଇ ଟେଷ୍ଟ ସିରିଜରେ ୩-୦ରେ ପରାଜୟର ସାମ୍ନା କରିବାକୁ ପଡିଥିଲା। ଏହିପରି ଭାରତୀୟ ଦଳ ପ୍ରାୟ ୧୨ ବର୍ଷ...

ମହାକୁମ୍ଭରେ ରୁଷିଆର ‘ମସ୍କୁଲାର ବାବା’

ପ୍ରୟାଗରାଜ,୧୮।୧: ଉତ୍ତରପ୍ରଦେଶର ପ୍ରୟାଗରାଜରେ ଆୟୋଜିତ ମହାକୁମ୍ଭରେ ସାରା ବିଶ୍ୱରୁ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମ ଦେଖିବାକୁ ମିଳିଛି। ଗଙ୍ଗା, ଯମୁନା ଏବଂ ପୁରାଣବର୍ଣ୍ଣିତ ସରସ୍ବତୀ ନଦୀର ମିଳନ...

କୋଟାରେ ଓଡ଼ିଆ ଏନ୍‌ଇଇଟି ଆଶାୟୀଙ୍କ ଆତ୍ମହତ୍ୟା

କୋଟା,୧୮ା୧: ରାଜସ୍ଥାନର କୋଟାରେ ନ୍ୟାଶନାଲ ଏଲିଜିବିଲିଟି କମ୍‌ ଏଣ୍ଟ୍ରାନ୍ସ ଟେଷ୍ଟ (ଏନ୍‌ଇଇଟି) ପାଇଁ ପ୍ରସ୍ତୁତ ହେଉଥିବା ଜଣେ ଓଡ଼ିଆ ଛାତ୍ର ଆମତ୍ହତ୍ୟା କରିଛନ୍ତି। ମୟୂରଭଞ୍ଜ ଜିଲାର...

ପଞ୍ଜାବରେ କଙ୍ଗନାଙ୍କ ‘ଏମର୍ଜେନ୍ସି’ ବନ୍ଦ

ଚଣ୍ଡିଗଡ଼,୧୮।୧: ଶିରୋମଣି ଗୁରୁଦ୍ୱାରା ପ୍ରବନ୍ଧକ କମିଟି (ଏସ୍‌ଜିପିସି) ଏବଂ ଅନ୍ୟ ଶିଖ୍‌ ସଂଗଠନଗୁଡ଼ିକ ରାଜ୍ୟବ୍ୟାପୀ ବିକ୍ଷୋଭ କରିବାରୁ ବଲିଉଡ୍‌ ଅଭିନେତ୍ରୀ କଙ୍ଗନା ରଣାଓ୍ବତ୍‌ଙ୍କ ‘ଏମର୍ଜେନ୍ସି’ ଫିଲ୍ମ...

ରୁଷିଆ ସେନାରେ ୧୨ ଭାରତୀୟଙ୍କ ମୃତ୍ୟୁ, ୧୬ ନିଖୋଜ

ନୂଆଦିଲ୍ଲୀ,୧୮।୧: ରୁଷିଆ ସେନାରେ ନିୟୋଜିତ ଥାଇ ୟୁକ୍ରେନ୍‌ ବିରୋଧରେ ଯୁଦ୍ଧ ଲଢ଼ୁଥିବାବେଳେ ୧୨ ଜଣ ଭାରତୀୟଙ୍କ ମୃତ୍ୟୁ ଘଟିଲାଣି। ଅନ୍ୟ ୧୬ ଭାରତୀୟ ନିଖୋଜ ଥିବା...

ଜାନୁଆରୀ ୩୧ରୁ ସଂସଦର ବଜେଟ ଅଧିବେଶନ

ନୂଆଦିଲ୍ଲୀ,୧୮।୧: ପାର୍ଲାମେଣ୍ଟ ବଜେଟ ଅଧିବେଶନର ପ୍ରଥମ ପର୍ଯ୍ୟାୟ ଜାନୁଆରୀ ୩୧ରୁ ଆରମ୍ଭ ହୋଇ ଫେବୃଆରୀ ୧୩ ପର୍ଯ୍ୟନ୍ତ ଚାଲିପାରେ। ଜାନୁଆରୀ ୩୧ରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri