ଦୋଳାରେ ବୁହା ହେଲେ ଗର୍ଭବତୀ

ଫୁଲବାଣୀ ଅଫିସ/ବାଲିଗୁଡା(ଡି.ଏନ.ଏ.),୩ା୮: କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ବ୍ଲକର ସାରଙ୍ଗ ଥାନା  ଟେଟେରା ଗଁାକୁ ଭଲ ରାସ୍ତା ନ ଥିବାରୁ ପୁଣି ଜଣେ ଗର୍ଭବତୀଙ୍କୁ ଦୋଳାରେ ନିଆଯାଇଛି। ମୁଖ୍ୟରାସ୍ତାଠାରୁ ଟେଟେରା ଗାଁ ପ୍ରାୟ ୨/୩ କିମି ଦୂରରେ ରହିଛି।ଆଜି ଯାଏ ଏହି ଗ୍ରାମକୁ ରାସ୍ତା ନିର୍ମାଣ ହୋଇନାହିଁ। ମଝିରେ ନଦୀ ଯାଇଛି। ଗ୍ରାମର ଅରୁଣ ପ୍ରଧାନଙ୍କ ସ୍ତ୍ରୀ ଆରତୀଙ୍କ ସୋମବାର ପ୍ରସବ ବେଦନା ଆରମ୍ଭ ହୋଇଥିଲା। ପରିବାର ଲୋକେ ଆଶାକର୍ମୀଙ୍କୁ ଜଣାଇବା ସହ ୧୦୮ ଆମ୍ବୁଲାନ୍ସକୁ ଖବର ଦେଇଥିଲେ। ହେଲେ ରାସ୍ତା ନ ଥିବାରୁ ଆମ୍ବୁଲାନ୍ସ ମୁଖ୍ୟ ରାସ୍ତାରେ ଅଟକି ଥିଲା। ଆମ୍ବୁଲାନ୍ସ କର୍ମଚାରୀ ଏବଂ ଗ୍ରାମର ଲୋକେ ଆରତୀଙ୍କୁ ଭାରରେ କାନ୍ଧେଇ ଜଙ୍ଗଲ ରାସ୍ତା, ନଦୀ ଅତିକ୍ରମ କରି ଆମ୍ବୁଲାନ୍ସ ପାଖରେ ପହଞ୍ଚତ୍ ଥିଲେ । ତାଙ୍କୁ ତୁରନ୍ତ ସାରଙ୍ଗଗଡ଼ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଆରତୀ ଏକ ପୁତ୍ର ସନ୍ତାନଙ୍କୁ ଜନ୍ମ ଦେଇଥିଲେ। ଉଭୟ ସୁସ୍ଥ ଅଛନ୍ତି ା

Enter your email to get our daily news in your inbox.

All Right Reserved By Dharitri.Com

ରଜ ପାଇଁ ସବୁଠି ଉତ୍ସାହ

ଭୁବନେଶ୍ୱର,୧୩।୬(ବ୍ୟୁରୋ): ଦିନକ ପରେ ମଙ୍ଗଳବାରଠାରୁ ଆରମ୍ଭ ହେଉଛି ରଜ ପର୍ବ। ଓଡ଼ିଆ ଘରର ଏହି ମହାନ ପର୍ବକୁ ଏଥର ଧୁମ୍‌ଧାମ୍‌ରେ ପାଳନ କରିବାକୁ ପ୍ରସ୍ତୁତ ହେଉଛି...

କିରୋସିନ ବଣ୍ଟନରେ ଅନିୟମିତତା

ବାସୁଦେବପୁର, ୨୯।୧ (ଡି.ଏନ.ଏ.) ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ନୂଆଗାଁ ପଞ୍ଚାୟତରେ ରିଟେଲର କିରୋସିନ ବଣ୍ଟନରେ ଅନିୟମିତତା କରିଥିବା ଅଭିଯୋଗ ହୋଇଛି। ଏହାର ପ୍ରତିବାଦରେ...

ହିନ୍ଦୋଳରେ ଭାଜପା ପ୍ରାର୍ଥୀ ଅଶୋକ ନାଏକ ଆଗୁଆ

ହିନ୍ଦୋଳ, ୧୩।୫(ଡି.ଏନ୍‌.ଏ.)-ହିନ୍ଦୋଳ ବିଧାନସଭା ଆସନରେ ୫ ରାଉଣ୍ଡ ସୁଦ୍ଧା ଭାଜପା ପ୍ରାର୍ଥୀ ଅଶୋକ ନାଏକ ଆଗୁଆ ହୋଇଛନ୍ତି। ତାଙ୍କୁ ୧୦୮୯୧ ଖଣ୍ଡ ଭୋଟ ମିଳିଛି। ତାଙ୍କ...

ଆଳି ତହସିଲଦାରଙ୍କ କ୍ୱାର୍ଟର୍ସ ପାଲଟିଛି ଭୂତକୋଠି

ଆଳି,୭ା୯(ଡି.ଏନ.ଏ): ରାଜ୍ୟ ସରକାର ପ୍ରଶାସନକୁ ଲୋକମାନଙ୍କ ନିକଟରେ ପହଞ୍ଚାଇବାକୁ ପ୍ରୟାସ କରୁଥିବା ବେଳେ ପ୍ରଶାସକମାନେ କିଭଳି ରହିବେ ସେ କଥା ଭୁଲି ଯାଉଛନ୍ତି। ସରକାର ଉନ୍ନୟନମୂଳକ...

ଝିଲ୍ଲି ବେଆଇନ ପଥରଖଣି ମାମଲା ଆବେଦନ ଖାରଜ, ୫ କୋଟି ଜରିମାନା ନିର୍ଦ୍ଦେଶ

ପରଜଙ୍ଗ, ୨୬ ।୨(ଡି.ଏନ୍‌.ଏ.)-ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ତହସିଲ ଅନ୍ତର୍ଗତ ଝିଲ୍ଲି ଗ୍ରାମ ନିକଟରେ ଥିବା ବିବାଦୀୟ ପଥରଖଣି ଉତ୍ତୋଳନକାରୀଙ୍କ ଆବେଦନକୁ ଖାରଜ କରିଦେଇଛନ୍ତି ନ୍ୟାଶନାଲ ଗ୍ରୀନ୍‌...

ମା’ ଗୃହରେ ବି ସାମାଜିକ ଦୂରତ୍ୱ

ଫୁଲବାଣୀ ଅଫିସ, ୧୨ା୪- କରୋନାକୁ ପ୍ରତିହତ କରିବା ପାଇଁ ସବୁଠି ସଚେତନତା କରାଯାଉଛି । ମା’ ଗୃହ ମଧ୍ୟ ଏଥିରୁ ବାଦ୍‌ ପଡିନାହିଁ। ଅପହଞ୍ଚ ଅଞ୍ଚଳର...

ପୋକରା ଚାଉଳ ବଣ୍ଟନକୁ ବିରୋଧ: ଧାରଣା ପରେ ବଦଳାଗଲା

ନୟାଗଡ଼ ଅଫିସ,୯ା୩: ନୟାଗଡ଼ ବ୍ଲକ ଖୁଣ୍ଟୁବନ୍ଧ ପଞ୍ଚାୟତରେ ରବିବାର ପୋକରା ଚାଉଳ ବଣ୍ଟନକୁ ରାଶନ କାର୍ଡ ହିତାଧିକାରୀ ବିରୋଧ କରିଥିଲେ। ପରେ ସେମାନେ ପୋକଡା ଚାଉଳ...

ବି କରଡାବାଡି ପଞ୍ଚାୟତକୁ ନିଷିଦ୍ଧାଞ୍ଚଳ ଘୋଷଣା କଲେ ସରପଞ୍ଚ

ବୁଗୁଡା,(ଡି.ଏନ.ଏ)-ବୁଗୁଡା ବ୍ଳକ ଅନ୍ତର୍ଗତ ବି କରଡାବାଡି ପଞ୍ଚାୟତ କୁ ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ନିଷିଦ୍ଧାଞ୍ଚଳ ଘୋଷଣା କରିଛନ୍ତି ସରପଞ୍ଚ। ଉକ୍ତ ପଞ୍ଚାୟତ ର ଆଖପାଖ...

Advertisement
Archives

Model This Week