Posted inଫୁରସତ

ଆମ୍‌ଲେଟ୍‌ ଖାଇଲେ ୧ ଲକ୍ଷ ଟଙ୍କା ପୁରସ୍କାର

ଦିଲ୍ଲୀର ଜଣେ ଷ୍ଟ୍ରିଟ ବିକ୍ରେତା ଗ୍ରାହକଙ୍କୁ ଏକ ଆକର୍ଷଣୀୟ ଚ୍ୟାଲେଞ୍ଜ ଦେଇଛନ୍ତି। ତାଙ୍କ ଆମଲେଟ ଚ୍ୟାଲେଞ୍ଜରେ ଲୋକଙ୍କୁ ଆଶ୍ଚର୍ଯ୍ୟ କରିଛନ୍ତି। ଗ୍ରାହକଙ୍କୁ ଏକ ବିରାଟ ନଗଦ ପୁରସ୍କାର ଜିତିବାର ସୁଯୋଗ ଦେଇଛନ୍ତି। ୩୧ ଅଣ୍ଡାରେ ପ୍ରସ୍ତୁତ ଆମ୍‌ଲେଟ୍‌କୁ ଯିଏ ମାତ୍ର ୩୦ ମିନିଟରେ ଖାଇଦେବ, ତାହାକୁ ୧ ଲକ୍ଷ ଟଙ୍କା ନଗଦ ପୁରସ୍କାର ମିଳିବ ବୋଲି ଦୋକାନୀ ଘୋଷଣା କରିଛନ୍ତି। ରାଜୀବ ଭାଇ ନାମରେ ଜଣାଶୁଣା ଷ୍ଟ୍ରିଟ ବିକ୍ରେତା ନିଜେ ଏହି ଆମଲେଟ ତିଆରି କରନ୍ତି। ଏହି ବିଶାଳ ଆମ୍‌ଲେଟ ଅନେକ ଉପାଦାନ ମିଶ୍ରଣ ଦ୍ୱାରା ପ୍ରସ୍ତୁତ, ଯେଉଁଥିରେ ବହୁ ପରିମାଣର ବଟର୍‌, ୩୧ରୁ ଅଧିକ ଅଣ୍ଡା, କବାବ ଏବଂ ମିକ୍ସ ଭେଜ୍‌ ମଧ୍ୟ ସାମିଲ ଅଛି।
ଫିଟନେସ ପ୍ରେମୀ ଚିରାଗ ବଡ଼ଜାତ୍ୟ ଏହି ବିଶାଳ ଆମଲେଟର ଭିଡିଓକୁ ଏକ୍ସରେ ଶେୟାର କରିଛନ୍ତି, ଯାହା ମୂଳତଃ ଇନଷ୍ଟାଗ୍ରାମରେ ଶେୟାର କରାଯାଇଥିଲା। ଭିଡିଓରେ ରାଜୀବ ଏକ ଗରମ ପ୍ୟାନରେ ବଟର୍‌ ସହିତ ଆମଲେଟ ପ୍ରସ୍ତୁତ କରିବା ଆରମ୍ଭ କରନ୍ତି, ତା’ପରେ କଟା ପିଆଜ, ଲଙ୍କା ଏବଂ ଟମାଟୋ ପକାନ୍ତି। ତା’ପରେ ସେ ୩୧ଟି ଅଣ୍ଡା ପକାନ୍ତି। ଅନ୍ତିମ ସ୍ପର୍ଶରେ କବାବ, ପିଆଜ, ଅତିରିକ୍ତ ପନିପରିବା, ଗ୍ରେଡ ପନିର ପକାନ୍ତି। ଏହାର ମୋଟ ମୂଲ୍ୟ ୧୩୨୦ ଟଙ୍କା।

https://twitter.com/chiragbarjatyaa/status/1711795510200115349


Enter your email to get our daily news in your inbox.

All Right Reserved By Dharitri.Com

୧୦ ମାସ ତଳେ ବିବାହ କରିଥିଲେ ଅନୁପମା, ବେକରେ ଦାଗ ଦେଖି ବାପଘର ଲୋକେ ଆଣିଲେ ହତ୍ୟା ଅଭିଯୋଗ

ବଲାଙ୍ଗୀର,୨୮ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଥାନା ମହିପୁର ଗାଁରେ ଜଣେ ନବବଧୂକୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ୧୦ ମାସ ତଳେ ବାହା ହୋଇଥିବା…

ଉପଖଣ୍ଡ ମାନ୍ୟତା ପ୍ରଦାନ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

ରିଷିଡ଼ା,୨୮ା୩ (ସୁଶାନ୍ତ ମଲ୍ଲିକ)କଳାହାଣ୍ଡି ଜିଲାର ମଦନପୁର ରାମପୁରକୁ ଉପଖଣ୍ଡ ମାନ୍ୟତା ଦେବା ପାଇଁ ଯୁବ ନେତା ତଥା ରାଜ ପରିବାର ସଦସ୍ୟ ନୀଳମାଧବ ସିଂଦେଓ ମୁଖ୍ୟମନ୍ତ୍ରୀ ମୋହନ…

ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ହିମାଂଶୁ-ଦେବେନ୍ଦ୍ର, କାର୍ଯ୍ୟଭାର ନେବା ପରେ…

ବରପାଲି,୨୮ା୩(ଚିତ୍ତରଞ୍ଜନ ସାହୁ): ଶନିବାର ବରପାଲି ଓକିଲ ସଂଘର ନୂତନ କର୍ମକର୍ତ୍ତା ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଚଳିତ ବର୍ଷ ପାଇଁ ସଭାପତି ହିମାଂଶୁ ଶେଖର ସାହୁ ଓ ସମ୍ପାଦକ…

ବାଣଫୁଟାଇ ମିଠାଖୁଆଇ ବିଜୟ ଉତ୍ସବ ପାଳିଲେ ପ୍ରକାଶ-ରବୀନ୍ଦ୍ର

ପୁରୁଷୋତ୍ତମପୁର,୨୮ା୩(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଓକିଲ ସଂଘ ନିର୍ବାଚନ ଶାନ୍ତିଶୃଙ୍ଖଳାର ସହ ଶେଷ ହୋଇଛି। ଏଥିରେ ସଭାପତି ଭାବେ ପ୍ରକାଶ ଚନ୍ଦ୍ର ତ୍ରିପାଠୀ ତାଙ୍କ ପ୍ରତିଦ୍ୱନ୍ଦ୍ୱୀ…

ମଧ୍ୟପ୍ରାଚ୍ୟରେ ଅଶାନ୍ତି ମଧ୍ୟରେ, ଆମେରିକାକୁ କଡ଼ା ଚେତାବନୀ ଦେଲେ ଇରାନ ରାଷ୍ଟ୍ରପତି, କହିଲେ ଏଥର…

ତେହରନ୍‌,୨୮।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ଆରମ୍ଭ ହେବାର ଏକ ମାସ ବିତିଗଲାଣି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ନିରନ୍ତର କ୍ଷେପଣାସ୍ତ୍ର ଆକ୍ରମଣ ବିନିମୟ ହୋଇଛି। ଇରାନ ରାଷ୍ଟ୍ରପତି…

ସରିଲା ଓକିଲ ସଂଘ ନିର୍ବାଚନ: ବାଜି ମାରିଲେ ହୃଦୟରଞ୍ଜନ-ସନ୍ତୋଷ

ଦିଗପହଣ୍ଡି,୨୮ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦଗିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ଶନିବାର ଶାନ୍ତିପୂର୍ଣ୍ଣ ଭାବେ ସରିଛି। ଓକିଲ ସଂଘର ସଭାପତି ଭାବେ ହୃଦୟରଞ୍ଜନ ମେକାପ…

ପେଟ୍ରୋଲ ପମ୍ପର ମାଟିତଳେ କେତେ ତେଲ ଥାଏ? କେବଳ ଏତିକି ଦିନ ପାଇଁ ରୁହେ ଷ୍ଟକ୍‌…

ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ଯୋଗୁଁ, ଏକ ବିଶ୍ୱ ଶକ୍ତି ସଙ୍କଟ ଦେଖାଦେଉଛି। ଏହି ଅସ୍ଥିରତାର ପ୍ରଭାବ ଘରୋଇ ସ୍ତରରେ ମଧ୍ୟ ଅନୁଭୂତ ହେଉଛି, ବିଶେଷକରି ଗ୍ୟାସ ଯୋଗାଣ…

ହର୍ମୁଜ ଷ୍ଟ୍ରେଟରେ ଇରାନର ମାୟାବି ଜାଲ, ଏନର୍ଜି କରିଡର ଏବେ ‘ମୃତ୍ୟୁର କୂଅ’! ସୁପରପାଓ୍ବାରକୁ ଦେଖାଇଦେଲା ଅସଲ ସ୍ଥିତି

ତେହରାନ୍‌,୨୮।୩: ପଶ୍ଚିମ ଏସିଆରେ ଉତ୍ତେଜନା ବୃଦ୍ଧି ପାଇବା ପରେ, ପରିସ୍ଥିତି ଧୀରେ ଧୀରେ ନିୟନ୍ତ୍ରଣ ବାହାରକୁ ଚାଲିଯାଉଛି। ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ବନ୍ଦ ହେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri