Posted inଜାତୀୟ

ରାହୁଲଙ୍କୁ ଅଧ୍ୟକ୍ଷ କରିବା ଲାଗି ଦିଲ୍ଲୀ କଂଗ୍ରେସରେ ପ୍ରସ୍ତାବ ଗୃହୀତ

ନୂଆଦିଲ୍ଲୀ, ୧।୨: ରାହୁଲ ଗାନ୍ଧୀଙ୍କୁ ତୁରନ୍ତ କଂଗ୍ରେସ ଅଧ୍ୟକ୍ଷ କରିବା ଲାଗି ଦଳର ଦିଲ୍ଲୀ ଶାଖାରେ ରବିବାର ଏକ ପ୍ରସ୍ତାବ ଗୃହୀତ ହୋଇଛି। ଆଗାମୀ ଏପ୍ରିଲ-ମେ’ରେ ୫ ରାଜ୍ୟରେ ବିଧାନସଭା ନିର୍ବାଚନ ହେବାକୁ ଥିବାରୁ ଏହା ପରେ କଂଗ୍ରେସର ସାଂଗଠନିକ ନିର୍ବାଚନ କାର୍ଯ୍ୟସୂଚୀ ସ୍ଥିର କରିବା ନିମନ୍ତେ ଦଳର କାର୍ଯ୍ୟକାରୀ କମିଟି (ସିଡବ୍ଲ୍ୟୁସି) ପୂର୍ବରୁ ଅନ୍ତରୀଣ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ କ୍ଷମତା ପ୍ରଦାନ କରିଥିଲା। ଜୁନ୍‌ ସୁଦ୍ଧା କଂଗ୍ରେସ ଜଣେ ନିର୍ବାଚିତ ଅଧ୍ୟକ୍ଷ ପାଇବ ବୋଲି ସିଡବ୍ଲ୍ୟୁସି ବୈଠକରେ ନିଷ୍ପତ୍ତି ନିଆଯାଇଥିଲା। ସୂଚନାଯୋଗ୍ୟ, ୨୦୧୯ ସାଧାରଣ ନିର୍ବାଚନରେ କଂଗ୍ରେସର ପରାଜୟ ପାଇଁ ନୈତିକତା ଦୃଷ୍ଟିରୁ ନିଜକୁ ଦାୟୀ କରି ରାହୁଲ ଗାନ୍ଧୀ କଂଗ୍ରେସ ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୁଲତବି ରହିଲା ମୁଜାଫରପୁର ସେଲ୍‌ଟର ହୋମ୍‌ ମାମଲାର ଶୁଣାଣି

ନୂଆଦିଲ୍ଲୀ,୨୮।୧: ଦିଲ୍ଲୀର ସାକେତ କୋର୍ଟ ମଙ୍ଗଳବାର ବହୁ ଚର୍ଚ୍ଚିତ ମୁଜାଫରପୁର ସେଲ୍‌ଟର ହୋମ୍‌ ମାମଲାର ଶୁଣାଣିକୁ ମୁଲତବି ରଖିଛନ୍ତି। ଏହି ମାମଲାର ବିଚାରପତି ଛୁଟିରେ ଥିବାରୁ...

ଏଲ୍‌ଏସିରେ ଚାଇନାକୁ ସହଯୋଗ କରୁଛି ପାକିସ୍ତାନ ସୈନ୍ୟ ବାହିନୀ

ନୂଆଦିଲ୍ଲୀ, ୫।୧୦: ଏଲ୍‌ଏସିରେ ଚାଇନା ଭାରତ ମଧ୍ୟରେ ଉତ୍ତେଜନା ବଢ଼ିବାରେ ଲାଗିଛି। ଭାରତକୁ ହଇରାଣ କରିବା ଲାଗି ଏଠାରେ ପାକିସ୍ତାନ ସୈନ୍ୟ ବାହିନୀ ଚାଇନାକୁ ଆବଶ୍ୟକ...

ମୋଦିଙ୍କ ଅଧ୍ୟକ୍ଷତାରେ ବସିଲା ଗୁରୁତ୍ୱପୂର୍ଣ୍ଣ ବୈଠକ

ନୂଆଦିଲ୍ଲୀ,୨୮।୨: ୟୁକ୍ରେନ୍‌ ସଙ୍କଟକୁ ନେଇ ପୁଣି ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ସୋମବାର ସନ୍ଧ୍ୟାରେ ଆଉ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଛି । ୟୁକ୍ରେନ୍‌କୁ ସଙ୍କଟ ଦିନକୁ ଦିନ...

‘ମୁସ୍‌ଲିମ୍‌ ପରିବା ବ୍ୟବସାୟୀଙ୍କୁ ସାବଧାନ’: ବିଧାୟକଙ୍କ ମନ୍ତବ୍ୟକୁ ଭାଜପା ଅଧ୍ୟକ୍ଷଙ୍କ ସମାଲୋଚନା

ନୂଆଦିଲ୍ଲୀ,୨୯ା୪: ଉତ୍ତରପ୍ରଦେଶର ଦେଓରିଆ ବିଧାୟକ ସୁରେଶ ତିଓ୍ବାରୀ(୭୪) ‘ମୁସଲମାନ୍‌ ପରିବା ବ୍ୟବସାୟୀଙ୍କଠାରୁ ପରିବା କିଣନାହିଁ ଓ ସେମାନଙ୍କଠାରୁ ଦୂରେଇ ରୁହ’ ବୋଲି ସର୍ବସାଧାରଣରେ କହିବା ପରେ...

ଚା’ ବିକାଳି ନେଇଛନ୍ତି ୫୦ କୋଟି ଟଙ୍କା ଋଣ!

କୁରୁକ୍ଷେତ୍ର, ୨୩।୭: ହରିୟାଣାର କୁରୁକ୍ଷେତ୍ରରେ ଜଣେ ଚା’ ବିକ୍ରେତା ବ୍ୟାଙ୍କରୁ ୫୦ କୋଟି ଟଙ୍କା ଋଣ ନେଇଛନ୍ତି। ଏକଥା ସତ ହୋଇ ନ ଥିଲେ ମଧ୍ୟ...

୭୩ ବର୍ଷୀୟା ବୃଦ୍ଧା ନିଜ ପାଇଁ ଖୋଜୁଛନ୍ତି ବର: ଦେଲେ ଏମିତି ବିଜ୍ଞାପନ

କଥାରେ ଅଛି ପ୍ରେମ ଏବଂ ବିବାହର କୌଣସି ବୟସ ନ ଥାଏ। ଏହାର ଏକ ଉଦାହରଣ କର୍ନାଟକର ମଇସୁରରେ ଦେଖିବାକୁ ମଳିଛି। ଏଠାରେ ଜଣେ ୭୩...

ଜେଲ୍‌ରୁ ମୁକୁଳିଲେ ଇନ୍ଦ୍ରାଣୀ

ମୁମ୍ବାଇ,୨୦।୫: ବହୁ ଚର୍ଚ୍ଚିତ ଶିନା ବୋରା ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ଇନ୍ଦ୍ରାଣୀ ମୁର୍ଖାଜୀ ଶୁକ୍ରବାର ଜେଲ୍‌ରୁ ମୁକୁଳିଛନ୍ତି। ଦୀର୍ଘ ୬ବର୍ଷରୁ ଅଧିକ ଦିନ ପରେ ଶୁକ୍ରବାର...

କଂଗ୍ରେସ ଆଭିମୁଖ୍ୟ ସ୍ପଷ୍ଟ କରୁ: ଭାଜପା

ନୂଆଦିଲ୍ଲୀ,୨୯ା୬: ୟୁସିସି କୌଣସି ନିର୍ଦ୍ଦିଷ୍ଟ ସମ୍ପ୍ରଦାୟ ପାଇଁ ନୁହେଁ, ବରଂ ସମଗ୍ର ସମାଜ ଲାଗି ଉଦ୍ଦିଷ୍ଟ। ଏହାକୁ ସାମ୍ପ୍ରଦାୟିକ ଶିଳ୍ପୀମାନଙ୍କ ହାତରୁ ମୁକ୍ତ କରିବା ସମୟ...

Advertisement
Archives

Model This Week