Posted inଫୁରସତ

ସ୍କୁଲ ବସ୍‌ ଉପରେ ପଡ଼ିଲା ୧୦କ୍ୱିଣ୍ଟାଲ ଓଜନର ଏକ କଖାରୁ, ଆଉ ତା’ ପରେ…

ବାଡ଼ି ବଗିଚାରେ ଲଗାଯାଉଥିବା କଖାରୁର ଓଜନ ୧୦ରୁ ୧୫ କିଲୋଗ୍ରାମ ହେବା ସାଧାରଣ କଥା। ମାତ୍ର ୧୦ କ୍ୱିଣ୍ଟାଲ ଓଜନର କଖାରୁ କେବେ ଦେଖିଛନ୍ତି। କିନ୍ତୁ ଏବେ ସୋସିଆଲ ମିଡିଆରେ ଏପରି ଏକ ବିରାଟ କଖାରୁର ଭିଡିଓ ଭାଇରାଲ ହେଉଛି। ଏହି କଖାରୁକୁ ଏକ କ୍ରେନ୍‌ ସାହାଯ୍ୟରେ ସ୍କୁଲ ବସ୍‌ ଉପରେ ପକାଯାଉଛି।

 

View this post on Instagram

 

A post shared by ViralHog (@viralhog)

viralhog ନାମକ ଇନ୍‌ଷ୍ଟାଗ୍ରାମରେ ଅନେକ ସମୟରେ ଆଶ୍ଚର୍ଯ୍ୟଜନକ ଭିଡିଓ ପୋଷ୍ଟ କରାଯାଏ। ଏବେ ଏହି ଆକାଉଣ୍ଟରେ ଏକ ଭିଡିଓ ପୋଷ୍ଟ କରାଯାଇଛି। ଯେଉଁଥିରେ ଏକ କଖାରୁ ଏକ ସ୍କୁଲ୍‌ ବସ୍‌ ଉପରେ ପଡ଼ିଥିବା ଦେଖିବାକୁ ମିଳିଛି। ଆଶ୍ଚର୍ଯ୍ୟଜନକ କଥା ହେଉଛି ଏହି କଖାରୁ ପ୍ଲାଷ୍ଟିକରେ ତିଆରି। କିନ୍ତୁ ଏହି କଖାରୁ କାହିଁକି ବସ୍‌ ଉପରେ ଛାଡ଼ି ଦିଆଗଲା ଜାଣନ୍ତୁ ସେ ସମ୍ପର୍କରେ…

କଖାରୁ ବସ୍‌ ଉପରେ ପଡ଼ିବା ମାତ୍ରେ ଏହା ଚେପା ହୋଇଗଲା। ଏହା ପଛରେ ଏକ ବଡ଼ କାରଣ ଅଛି ଯାହା ଜାଣିଲେ ପ୍ରଶଂସା କରିବେ। ଏହା ସ୍ଥାନୀୟ ସାକ୍ଷରତା ପରିଷଦ ପାଇଁ ପାଣ୍ଠି ସଂଗ୍ରହ କରାଯାଇପାରିବ।

ଏହି ଭିଡିଓକୁ ୮୫ ହଜାରରୁ ଅଧିକ ଲୋକ ଦେଖିସାରିଥିବା ଅନେକ ଲୋକ ମନ୍ତବ୍ୟ ଦେଇ ନିଜର ମତାମତ ଦେଇଛନ୍ତି। ଜଣେ ୟୁଜର କହିଛନ୍ତି, ୧୦ କ୍ୱିଣ୍ଟାଲରୁ ଅଧିକ ଓଜନ କଖାରୁ ଯାହା ଖାଇ ହୋଇଥାନ୍ତା। ଅଶିକ୍ଷିତ ଲୋକମାନେ କିପରି ଶିକ୍ଷିତ ହୋଇପାରିବେ ତାହା ବ୍ୟାଖ୍ୟା କରିବାରେ ନଷ୍ଟ ହୋଇଗଲା। ଜଣେ କହିଛନ୍ତି, ଏହା କେବଳ ଆମେରିକାରେ ହୋଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

ଘର କାମ ସାରି ବାହାରେ ଥିବାବେଳେ ଯୁବକଙ୍କୁଦୁଇ ରାଉଣ୍ଡ ଗୁଳି

ସୋରଡ଼ା, ୧୩।୯ (ରଜନୀ ମହାପାତ୍ର): ଗଞ୍ଜାମ ଜିଲାର ବଡ଼ଗଡ଼ ଥାନା ଅଧୀନ ଯୋଡ଼ାବନ୍ଧ ଛକ ନିକଟରେ ଗୁଳିକାଣ୍ଡ ଘଟିଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ଯୁବକଙ୍କୁ…

ନୂଆଁଖାଇରେ ସମ୍ବଲପୁରୀ ଲୁଗାର କ୍ରେଜ୍‌, ବଢ଼ୁଛି ବେପାର: ବଜାରରେ ଜମୁଛି ଭିଡ଼

ଅମରପାଲି, ୧୩/୯ (ପୀତାମ୍ବର ସାହୁ): ନୂଆଁଖାଇ ପର୍ବକୁ ଆଉ କିଛି ଦିନ ବାକି ଥିବାବେଳେ ପଶ୍ଚିମ ଓଡ଼ିଶାର ବଜାରରେ ଦେଖାଦେଇଛି ଉତ୍ସବର ରଙ୍ଗ। ନୂଆଁଖାଇରେ ନୂଆ ପୋଷାକ…

ବିରଳ ପ୍ରଜାତିର ସବୁଜ ଶାମୁକା, ଏଥିରୁ ପ୍ରସ୍ତୁତ ହୁଏ ବିଭିନ୍ନ ରୋଗର ମହୌଷଧି

ମହାକାଳପଡ଼ା,୧୩ା୯ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟ ନୀଳ ଜଳରାଶିର ସାମୁଦ୍ରିକ ବିରଳ ସବୁଜ ଶାମୁକା ଅନ୍ୟତମ। ଗହୀରମଥା ଅଞ୍ଚଳର…

ଚାଲିଗଲେ ହରି ନନା, ହାଣ୍ଡିରେ ରହିଗଲା ସ୍ୱାଦ: ଆଉ ମିଳିବନି…

ବଡ଼ଗାଁ, ୧୩।୯ (ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ଓ ଆଖପାଖ ଅଞ୍ଚଳରେ ସ୍ୱାଦିଷ୍ଟ ବ୍ୟଞ୍ଜନ ପ୍ରସ୍ତୁତି ପାଇଁ ବେଶ୍‌ ପରିଚିତ ରୋଷେୟା ହରିହର ବିଶି (୬୨)ଙ୍କ…

ପୁରୁଷୋତ୍ତମପୁରର ୩ ରେସଲର୍‌, ରାଜ୍ୟସ୍ତରରେ ଦେଖାଇବେ ଦମ୍‌: ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାକୁ…

ପୁରୁଷୋତ୍ତମପୁର, ୧୩/୯ (ସବିତା ମିଶ୍ର): ଗଞ୍ଜାମ ଜିଲାସ୍ତରୀୟ ରେସଲିଂ କ୍ରୀଡ଼ା ପ୍ରତିଯୋଗିତାରେ ବାଳକ ଓ ବାଳିକା ବିଭାଗରେ ଉତ୍ତମ ଦକ୍ଷତା ପ୍ରଦର୍ଶନ କରି ଚାମ୍ପିୟନ ଆଖ୍ୟା ଅର୍ଜନ…

IND vs AFG T20: କିଭଳି ରହିବ ଭାରତର ପ୍ଲେଇଂ-11? ବୈଭବଙ୍କୁ ମିଳିବନି ସୁଯୋଗ !

ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ଆରମ୍ଭ ଆଜିଠୁ ଆରମ୍ଭ ହେଉଛି ୩ ଟିକିଆ ଟ୍ବେଣ୍ଟି ଟ୍ବେଣ୍ଟି ସିରିଜ୍‌ । ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ସନ୍ଧ୍ୟା ୭ଟା…

ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ରୋଗୀ ଯନ୍ତ୍ରଣା, ବାରଣ୍ଡା-ଚଟାଣରେ ଚାଲିଛି ସେବା: ନାହିଁ ନାହିଁରେ ଚାଲିଛି ସ୍ୱାସ୍ଥ୍ୟକେନ୍ଦ୍ର

ଦାରିଙ୍ଗବାଡ଼ି, ୧୩।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ରୋଗୀମାନେ ଯନ୍ତ୍ରଣା ଭୋଗୁଥିବା ଅଭିଯୋଗ ହୋଇଛି। ଯେଉଁଠି ସ୍ୱାସ୍ଥ୍ୟ ସମସ୍ୟା ନେଇ ରୋଗୀମାନେ ଉତ୍ତମ…

ଗଣେଶ ପୂଜାରେ ସୃଷ୍ଟି ହେବ ବଡ଼ ରାଜଯୋଗ: ୪ ରାଶି ହେବେ ମାଲାମାଲ୍‌, ଚାକିରିରେ ମିଳିବ ବଡ଼ ଅଫର୍‌…

ହିନ୍ଦୁ ଧର୍ମରେ ଗଣେଶ ଚତୁର୍ଥୀ ପର୍ୱର ଏକ ସୱତନ୍ତ୍ର ମହତ୍ତ୍ୱ ରହିଛି। ବୈଦିକ ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଚଳିତ ବର୍ଷ ଗଣେଶ ଚତୁର୍ଥୀରେ ଅନେକ ଶୁଭ ଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?