ନିଶାମୁକ୍ତ ଭାରତ ଗଠନ ଲକ୍ଷ୍ୟରେ ଗଣଦୌଡ଼

ବରଗଡ଼,୨୧ା୯(ପ୍ରେମାନନ୍ଦ ଖମାରୀ): ଜାତୀୟ ସ୍ତରରେ ଗତ ୧୭ ସେପ୍ଟେମ୍ବରଠାରୁ ଅକ୍ଟୋବର ୨ ପର୍ଯ୍ୟନ୍ତ ଆୟୋଜିତ ହେଉଥିବା ସେବା ପକ୍ଷର ଅଂଶରୂପ ରବିବାର ବରଗଡ଼ ଜିଲା ପ୍ରଶାସନ ତଥା କ୍ରୀଡ଼ା ବିଭାଗ ଆନୁକୂଲ୍ୟରେ ନମୋ ଯୁବ ରନ୍‌: ଗଣ ଦୌଡ଼ ଆୟୋଜିତ ହୋଇଯାଇଛି। ସ୍ଥାନୀୟ ଲେଙ୍ଗୁ ମିଶ୍ର ମିନି ଷ୍ଟାଡିଅମଠାରୁ ଗାନ୍ଧୀ ଛକ, ବାନ୍ଦୁଟିକ୍ରା ଛକ, ଜର୍ଜ ହାଇସ୍କୁଲ ହୋଇ ମିନି ଷ୍ଟାଡିଅମ ପର୍ଯ୍ୟନ୍ତ ଆୟୋଜିତ ଏହି ଗଣଦୌଡ଼ରେ ନିଶାଦ୍ରବ୍ୟ ବ୍ୟବହାରର ଅପକାରିତା ବିଷୟରେ ସଚେତନା ସୃଷ୍ଟି କରିବା ସହ ନିଶାମୁକ୍ତ ଭାରତ ଗଠନ ନିମନ୍ତେ ସୁସ୍ଥ ଜୀବନଶୈଳୀ ପ୍ରତି ଲୋକଙ୍କ ଆଗ୍ରହ ସୃଷ୍ଟି କରିବା ପାଇଁ ଜିଲାର ଶତାଧିକ ଯୁବତ, ଯୁବକ ଓ ସାଧାରଣ ନାଗରିକ ଲୋକଙ୍କୁ ସଚେତନ କରିଥିଲେ। ଜିଲା କ୍ରୀଡ଼ା ଅଧିକାରୀ ଅଜୟ କୁମାର ପଟ୍ଟନାୟକଙ୍କ ପ୍ରଚେଷ୍ଟାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲାପାଳ ମଧୁଛନ୍ଦା ସାହୁ ଫ୍ଲାଗ୍‌-ଅଫ୍‌ କରି ଶୁଭାରମ୍ଭ କରିଥିବା ବେଳେ ଜିଲା ଆଥେଲେଟିକ୍ସ ଆସୋସିଏଶନର ସମ୍ପାଦକ କିଶୋର ଚନ୍ଦ୍ର ମିଶ୍ର, ସଦସ୍ୟ ସୁରେଶ ଦାସ, ଆବକାରୀ ବିଭାଗର ସୁପରିଣ୍ଟେଣ୍ଡେଣ୍ଟ ସୁବଳ କୁମାର ନାଏକ, ନେହରୁ ଯୁବ କେନ୍ଦ୍ର ବରଗଡ଼ର ଜିଲା ଯୁବ ଅଧିକାରୀ କମଲ ସା ଓ ଅନ୍ୟାନ୍ୟ ଅତିଥିମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପେଟ୍ରୋଲ-ଡିଜେଲ ଦାମ୍‌କୁ ନେଇ ଆସିଲା ବଡ଼ ଅପଡେଟ୍‌: ଏତେ ଟଙ୍କା ମହଙ୍ଗା ହୋଇଯିବ…

ନୂଆଦିଲ୍ଲୀ,୨।୫: ମେ ମାସ ମୁଦ୍ରାସ୍ଫୀତି କ୍ଷେତ୍ରରେ ଜନସାଧାରଣଙ୍କୁ ଚକିତ କରିପାରେ। ଏହା ୧ ମେ’ ରେ ବାଣିଜ୍ୟିକ ଗ୍ୟାସ ସିଲିଣ୍ଡରର ମୂଲ୍ୟ ବୃଦ୍ଧି ସହିତ ଆରମ୍ଭ ହୋଇଥିଲା।…

ଆଜି ପ୍ରକାଶ ପାଇବ ମାଟ୍ରିକ ଫଳ: ଜାଣନ୍ତୁ କେମିତି ଚେକ୍‌ କରିବେ ଛାତ୍ରୀଛାତ୍ର

ଭୁବନେଶ୍ୱର,୨।୫: ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ପକ୍ଷରୁ ଚଳିତବର୍ଷର ମାଟ୍ରିକ୍‌, ମଧ୍ୟମା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷାଫଳ ଆଜି ପ୍ରକାଶ ପାଇବ। ବୋର୍ଡ ୱେବ୍‌ ସାଇଟ…

ପଶ୍ଚିମବଙ୍ଗର ୧୫ ବୁଥ୍‌ରେ ପୁନଃମତଦାନ ଆରମ୍ଭ: ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ ପରେ ଚାଲିଛି ଭୋଟିଂ

କୋଲକାତା,୨।୫: ପଶ୍ଚିମବଙ୍ଗର ଦୁଇଟି ବିଧାନସଭା ନିର୍ବାଚନମଣ୍ଡଳୀର ୧୫ଟି ବୁଥରେ ପୁନଃ ମତଦାନ ହେଉଛି। ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ ପରେ ଏହି ମତଦାନ କେନ୍ଦ୍ରଗୁଡ଼ିକରେ ମତଦାନ କରାଯାଉଛି। ଏହି…

Love You Darling…. ଚିତ୍କାର କରି ଧୋନୀଙ୍କୁ ଏମିତି କହିଦେଲେ ଏହି କ୍ରିକେଟର୍‌, ଦେଖନ୍ତୁ Video

ନୂଆଦିଲ୍ଲୀ,୨।୫: IPL 2026ରେ ଏମ୍‌ସ୍‌୍‌ ଧୋନୀଙ୍କୁ ପଡ଼ିଆରେ ଦେଖିବା ପାଇଁ ପ୍ରଶଂସକମାନେ ବହୁତ ଦିନରୁ ଅପେକ୍ଷା କରିଛନ୍ତି। ତାଙ୍କ ପ୍ରତି ସେମାନଙ୍କର ପ୍ରେମ ଅତୁଟ ରହିଛି। କେବଳ…

ବ୍ୟାଟ ଦେଖାଇଲେ ଜାଡେଜା, ଧକ୍କା ମାରିଲେ କୁଲଦୀପ ଯାଦବ: ଲାଇଭ ମ୍ୟାଚ ସମୟରେ ମଧ୍ୟରେ ଘଟିଲା ଏମିତି, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨।୫: IPL ୨୦୨୬ର ୪୩ତମ ମ୍ୟାଚ ରାଜସ୍ଥାନ ରୟାଲ୍ସ ଏବଂ ଦିଲ୍ଲୀ କ୍ୟାପିଟାଲ୍ସ ମଧ୍ୟରେ ସୱାଇ ମାନସିଂହ ଷ୍ଟାଡିୟମରେ ଖେଳାଯାଇଥିଲା, ଯେଉଁଥିରେ ଡିସି RRକୁ ୭ ଉଇକେଟ୍‌ରେ…

ହର୍ମୁଜରେ ମହାଯୁଦ୍ଧର କାଉଣ୍ଟଡାଉନ୍‌! ଆମେରିକା ଆରମ୍ଭ କରିବାକୁ ଯାଉଛି ସବୁଠୁ ବଡ଼ ଅପରେଶନ…

ନୂଆଦିଲ୍ଲୀ/ତେହେରାନ,୧।୫: ମଧ୍ୟପ୍ରାଚ୍ୟରେ ଯେକୌଣସି ସମୟରେ ଏକ ବଡ଼ ଧରଣର ବିନାଶ ଦେଖିବାକୁ ମିଳିପାରେ । ଆମେରିକା ଇରାନ ଉପରେ ଏକ ବଡ଼ ଆକ୍ରମଣ ପାଇଁ ପ୍ରସ୍ତୁତ ହେଉଥିବା…

ଜନଗଣନା କାର୍ଯ୍ୟ ସାରି ଫେରିବା ପରେ ଚାଲିଗଲା ଶିକ୍ଷକଙ୍କ ଜୀବନ, ଅଞ୍ଚଳରେ ଶୋକର ଛାୟା

ବାସୁଦେବପୁର,୧।୫(ନାରାୟଣ ପ୍ରସାଦ ବାରିକ): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧିନ ଆର ତୁଙ୍ଗ ଗ୍ରାମର ଶିକ୍ଷକ ବଳରାମ ବିନ୍ଧାଣୀଙ୍କର ଶୁକ୍ରବାର ଅତ୍ୟଧିକ ଗ୍ରୀଷ୍ମ ପ୍ରବାହ ପ୍ରଭାବରେ ମୃତ୍ୟୁ…

ଆଇଏମ୍‌ଡିର ବଡ଼ ଚେତାବନୀ, ମେ’ରେ ସ୍ବାଭାବିକଠାରୁ ହେବ ଅଧିକ ବର୍ଷା

ନୂଆଦିଲ୍ଲୀ,୧।୫: ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ମଧ୍ୟରେ ଏକ ଆଶ୍ୱସ୍ତିକର ଖବର ଆସିଛି। ଚଳିତ ବର୍ଷ ମେ ମାସରେ ଦେଶରେ ସ୍ବାଭାବିକଠାରୁ ଅଧିକ ବର୍ଷା ହେବ ବୋଲି ଭାରତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri