Posted inଜାତୀୟ

ଏ. ରାଜାଙ୍କ ୧୫ ବେନାମୀ ସମ୍ପତ୍ତି ଦଖଲକଲା ଇଡି

ନୂଆଦିଲ୍ଲୀ,୧୧ା୧୦: ମନିଲଣ୍ଡରିଂ ମାମଲାରେ ତଦନ୍ତ ଚଳାଇଥିବା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ମଙ୍ଗଳବାର ଡିଏମ୍‌କେ ଏମ୍‌ପି ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଏ. ରାଜାଙ୍କ ୧୫ଟି ସ୍ଥାବର ବେନାମୀ ସମ୍ପତ୍ତିକୁ ଦଖଲକୁ ନେଇଛି। ଏହି ସମ୍ପତ୍ତିର ମୂଲ୍ୟ ୫୫ କୋଟି ଟଙ୍କା ହେବ। ରାଜାଙ୍କ ବେନାମୀ କମ୍ପାନୀ କୋଭାଇ ଶେଲ୍ଟର୍ସ୍‌ ପ୍ରମୋଟର୍ସ ଇଣ୍ଡିଆ ପ୍ରା.ଲିଃ ନାମରେ ରହିଛି। ରାଜାଙ୍କ ବିରୋଧରେ ଚାଲିଥିବା ଆୟ ବହିର୍ଭୂତ ସମ୍ପତ୍ତି ମାମଲାର ମନିଲଣ୍ଡରିଂ ଦିଗ ଉପରେ ଇଡି ତଦନ୍ତ କରୁଥିବାବେଳେ ପିଏମ୍‌ଏଲ୍‌ଏର ବ୍ୟବସ୍ଥା ଅନୁଯାୟୀ ବେନାମୀ ସମ୍ପତ୍ତିକୁ ତଦନ୍ତକାରୀ ସଂସ୍ଥା ନିଜ ଦଖଲକୁ ନେଇଛି। ଉକ୍ତ ସମ୍ପତ୍ତି ମଧ୍ୟରେ ରହିଛି କୋଏମ୍ବାଟୁର୍‌ରେ ୪୫ ଏକର ଜମି, ଯାହାକୁ ଗତ ଜୁନ୍‌ରେ ଇଡି ବାଜ୍ୟାପ୍ତ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

ଯୁଦ୍ଧବିରତିର ସତ କହିଦେଲା ରୁଷିଆ, ଟ୍ରମ୍ପ କରିଥିଲେ…

ନୂଆଦିଲ୍ଲୀ,୮।୪: ମଧ୍ୟପ୍ରାଚ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ପାଇଁ ଆମେରିକା ଏବଂ ଇରାନ ରାଜି ହୋଇଛନ୍ତି, ଯାହା ଉଭୟ ପକ୍ଷ ଦ୍ୱାରା ଘୋଷଣା କରାଯାଇଛି। ଡୋନାଲ୍ଡ ଟ୍ରମ୍ପଙ୍କ…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

ସାବଧାନ! ସୋସିଆଲ ମିଡିଆରେ ଅଶ୍ଳୀଳ ଭାଷା ବ୍ୟବହାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୮ା୪: ଏଣିକି ସୋସିଆଲ ମିଡିଆ ୟୁଜର୍ସ ସାବଧାନ! ସୋସିଆଲ ମିଡିଆରେ କୌଣସି ଅଶ୍ଳୀଳ କିମ୍ବା ଅପଶବ୍ଦ ବ୍ୟବହାର କଲେ ଏହା ଉପରେ ଲଗାମ ଲାଗିବ। ଏନେଇ ସରକାର…

ଯୁଦ୍ଧବିରତି ଭିତରେ ଭାରତର ବଡ଼ ବିଜୟ! ୭ବର୍ଷ ପରେ ଚାଇନାକୁ ଦେଲା ଝଟ୍‌କା

ନୂଆଦିଲ୍ଲୀ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା ପରେ, ବୁଧବାର (୮ ଏପ୍ରିଲ, ୨୦୨୬) ଦିନ ଅଶୋଧିତ ତୈଳ ଭବିଷ୍ୟତରେ ତୀବ୍ର…

ଭୁବନେଶ୍ବରରେ ଛାତିଥରା ହତ୍ୟାକାଣ୍ଡ, ସ୍ତ୍ରୀର ତଣ୍ଟି କାଟି ବୀଭତ୍ସ ହତ୍ୟା କଲେ ସ୍ବାମୀ

ଭୁବନେଶ୍ବର,୮।୪: ରାଜଧାନୀ ଭୁବନେଶ୍ବରରେ ବୀଭତ୍ସ ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଛନ୍ତି ସ୍ବାମୀ । ଭୁବନେଶ୍ୱର ଏୟାରଫିଲ୍ଡ ଥାନା ସ୍ୱସ୍ତି ନଗର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri