Posted inଜାତୀୟ

ୟୁପି ଆକାଶରେ ବିରଳ ୧୫ କିଲୋମିଟର ଲମ୍ବ ବାଦଲ…

ଲକ୍ଷ୍ନୌ,୧୨।୯ : ଗତ ଦୁଇ ଦିନ ଧରି ଉତ୍ତରପ୍ରଦେଶର ରାଜଧାନୀ ଲକ୍ଷୌ୍ନ ଏବଂ ଏହାର ଆଖପାଖ ଅଞ୍ଚଳର ଲୋକମାନେ ଲଗାତାର ବର୍ଷା ଏବଂ ବଜ୍ରପାତ ନେଇ ଆତଙ୍କିତ ଅବସ୍ଥାରେ ଅଛନ୍ତି। ଲୋକମାନେ ସେମାନଙ୍କ ଜୀବନରେ ପ୍ରଥମ ଥର ପାଇଁ ନିଜ ସହରର ଆକାଶରେ ଏତେ ସଂଖ୍ୟକ ବଜ୍ରପାତ ଏବଂ ମେଘ ଦେଖିଲେ ।

କେନ୍ଦ୍ରୀୟ ଉତ୍ତରପ୍ରଦେଶ ସମେତ ବୁନ୍ଦେଲଖଣ୍ଡ ଅଞ୍ଚଳରେ ବର୍ଷା ଏବଂ ପାଣିପାଗର ଏହି ପରିବର୍ତ୍ତିତ ଢାଞ୍ଚାରେ ପାଣିପାଗ ବିଭାଗର ମହାନିର୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି ଉତ୍ତରପ୍ରଦେଶର ଏହି ଅଞ୍ଚଳରେ ସାଇକ୍ଲୋନିକ ପ୍ରଭାବ ଯୋଗୁ”କ୍ଲୁମିଲୋନିମ୍ବସ ମେଘ” ସୃଷ୍ଟି ହୋଇଛି। । ଯାହାର ଲମ୍ବ ପନ୍ଦର କିଲୋମିଟରରେ ପହଞ୍ଚିଛି। ଏହାର କାରଣ ହେଉଛି ମେଘର ଅଧିକ ଘନତା ଏବଂ ଅଧିକ ଲମ୍ବ ହେତୁ କେବଳ ଲଗାତାର ବର୍ଷା ନୁହେଁ, ଏହି ଅଞ୍ଚଳରେ ଆକାଶରେ ମଧ୍ୟ ସର୍ବାଧିକ ସଂଖ୍ୟକ ବଜ୍ରପାତ ହେଉଛି ।

ସେ କହିଛନ୍ତି ଉତ୍ତର ପ୍ରଦେଶର କେନ୍ଦ୍ର ଅଞ୍ଚଳ, ମଧ୍ୟପ୍ରଦେଶର ଉତ୍ତର ଅଞ୍ଚଳ ସମେତ ବୁନ୍ଦେଲଖଣ୍ଡ ଅଞ୍ଚଳରେ ଏହି ବାଦଲ ରହିଛି। ଏହା ଦ୍ୱାରା ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛିି। ଲମ୍ବ ମେଘ ମଧ୍ୟରେ ଧକ୍କା ଯୋଗୁ ପ୍ରଚଣ୍ଡ ବଜ୍ରପାତ ସୃଷ୍ଟି ହେଉଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

SBI ବ୍ୟାଙ୍କ ଲକରରୁ ୫୦ ଲକ୍ଷର ଗହଣା ଗାଏବ, ୨୦୦୩ରୁ କଟୁଥିଲା ଭଡ଼ା

ଲକ୍ଷ୍ନୌ,୧୧।୮: ବ୍ୟାଙ୍କରେ ନିଜର କଷ୍ଟଅର୍ଜିତ ସଞ୍ଚୟ ଏବଂ ଅଳଙ୍କାର ସୁରକ୍ଷିତ ରଖୁଥିବା ଲୋକଙ୍କ ପାଇଁ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଉତ୍ତର ପ୍ରଦେଶର କାନପୁର ସ୍ୱରୂପ…

ତ୍ରିରଙ୍ଗା ଧରିଲେ ମୋଦି: ପାଦରେ ଚାଲି ଚାଲି ସଂସଦ ଅଭିମୁଖେ ଯାତ୍ରା

ନୂଆଦିଲ୍ଲୀ,୧୧।୮: ସଂସଦର ମୌସୁମୀ ଅଧିବେଶନ ମଧ୍ୟରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଏନଡିଏ ଏମ୍‌ପିଙ୍କ ସମାବେଶରେ ଭାଷଣ ଦେବା ପୂର୍ବରୁ ଆଜି ତ୍ରିରଙ୍ଗା ଉତ୍ତୋଳନ କରାଯାଇଥିଲା। ‘ବନ୍ଦେ ମାତରମ’ ଧ୍ୱନି…

CJP ପ୍ରତିଷ୍ଠାତା ଅଭିଜିତ ଦୀପକେଙ୍କ ବଡ଼ ଘୋଷଣା: ୧୫ ଅଗଷ୍ଟରେ ହେବ… ଶୁଣିକି ସରକାର ଛାନିଆ

ନୂଆଦିଲ୍ଲୀ, ୧୧।୮: କକ୍ରୋଚ ଜନତା ପାର୍ଟି (ସିଜେପି.) NEET ପେପର୍‌ ଲିକ୍‌ ବିରୋଧୀ ଆନ୍ଦୋଳନର ସଫଳତାରୁ ପ୍ରେରଣା ପାଇ ଏକ ନୂତନ ଆନ୍ଦୋଳନ ଆରମ୍ଭ କରିବାକୁ ଯାଉଛି।…

ଛାତ୍ରଙ୍କ ଉପରେ ଲାଠିଚାର୍ଜ ପ୍ରତିବାଦରେ ଭାଜପାର ବଡ଼ ଘୋଷଣା: ଆଜି ବନ୍ଦ ରହିବ…

ନୂଆଦିଲ୍ଲୀ, ୧୧।୮: ଝାଡ଼ଖଣ୍ଡ ଆଜି ବନ୍ଦ ରହିବ, କାରଣ ଭାଜପା ପ୍ରଦର୍ଶନକାରୀ ଛାତ୍ରମାନଙ୍କୁ ଲାଠିଚାର୍ଜ ଏବଂ ଅଶ୍ରୁଗ୍ୟାସ ଆକ୍ରମଣ କରାଯିବା ପ୍ରତିବାଦରେ ବନ୍ଦ ଆହୱାନ କରିଛି। ଏହି…

ସ୍ବାଧୀନତା ଦିବସ ପାଇଁ ତଦାରଖ କଲେ ବିଡିଓ: ଛାତ୍ରୀଛାତ୍ରଙ୍କ ପ୍ରତିଯୋଗିତା-ଚୟନକୁ ଗୁରୁତ୍ୱ

ଦାରିଙ୍ଗବାଡି,୧୧।୮(ଅରୁଣ ସହୁ):ଆସନ୍ତା ଶନିବାର ସ୍ବାଧୀନତା ଦିବସ ପାଳନ ହେବ। ଏଥିପାଇଁ ଚାରିଆଡେ ଏବେ ଜୋରଦାର ପ୍ରସ୍ତୁତି ଚାଲିଛି। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡି ହେଲିପ୍ୟାଡ଼ ପଡିଆରେ…

ଗଞ୍ଜାମ ମହାବିଦ୍ୟାଳୟ ସମ୍ମିଳନୀ କକ୍ଷ ଉଦଘାଟନ ଫଳକରେ ନାହିଁ ଏମପିଙ୍କ ନାମ, ତେଜିଲା ଅସନ୍ତୋଷ

ଗଞ୍ଜାମ,୧୧।(ବିଦ୍ୟାଧର ସାହୁ ): ଗଞ୍ଜାମ ମହାବିଦ୍ୟାଳୟ ପ୍ରତିଷ୍ଠା ଦିବସରେ ଉଦଘାଟନ ହୋଇଥିବା ନୂତନ ସମ୍ମିଳନୀ କକ୍ଷର ଫଳକରେ ବ୍ରହ୍ମପୁର ଏମପିଙ୍କ ନାମ ନଥିବା ନେଇ ଚର୍ଚ୍ଚା ଜୋର…

Ethanol Blended Diesel : ଇଥାନଲ ମିଶ୍ରିତ ଡିଜେଲ ସେପ୍ଟି ଟେଷ୍ଟରେ ଫେଲ; ସରକାର କହିଲେ…

ନୂଆଦିଲ୍ଲୀ,୧୧।୮: ପେଟ୍ରୋଲ ଭଳି ବ୍ୟବହାର କରିବାକୁ ଡିଜେଲରେ ଇଥାନଲ ମିଶ୍ରଣ କରିବାର ସରକାରଙ୍କ ଯୋଜନା ବିଫଳ ହୋଇଛି। ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ ରାଷ୍ଟ୍ରମନ୍ତ୍ରୀ ସୁରେଶ ଗୋପୀ…

ପଞ୍ଜୀକରଣ ପ୍ରକ୍ରିୟାକୁ ନେଇ ଚାଷୀ ଅସନ୍ତୁଷ୍ଟ: ସମସ୍ୟା ସମାଧାନ ନ କଲେ…

ମହାକାଳପଡ଼ା, ୧୧ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ):ଖରିଫ ଧାନ ବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ଗତ ୨ତାରିଖରୁ ଆରମ୍ଭ ହୋଇଛି। ହେଲେ ଚଳିତ ବର୍ଷ ଯେଉଁମାନଙ୍କ ନାମରେ ଆର୍‌ଓଆର୍‌ ବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri