ସିଜିୟୁ ଛାତ୍ରଙ୍କ ବିରଳ ସଫଳତା

ଭୁବନେଶ୍ୱର,୩୦।୧୦: ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ସି. ଭି. ରମଣ ଗ୍ଲୋବାଲ୍‌ ୟୁନିଭର୍ସିଟି (ସିଜିୟୁ)ର ହୋଟେଲ ମ୍ୟାନେଜମେଣ୍ଟ ଛାତ୍ର ସୁବ୍ରତ ପଟେଲ ଏକ ବିରଳ ସଫଳତାର ଅଧିକାରୀ ହୋଇଛନ୍ତି। ବିଶେଷକରି ସୁଇଜରଲାଣ୍ଡର ଲୁଜେନଠାରେ ଅନୁଷ୍ଠିତ ଓ୍ବାର୍ଲଡ୍‌ ସ୍କିଲ୍ସ ପ୍ରତିଯୋଗିତାରେ ଅଂଶ ଗ୍ରହଣ କରି ସୁବ୍ରତ ରେଷ୍ଟୁରାଣ୍ଟ ସର୍ଭିସରେ ଭାରତ ପାଇଁ ମେଡାଲ ଅଫ୍‌ ଏକ୍ସଲେନ୍ସି ହାସଲ କରିଛନ୍ତି। ଏପରିକି ସିଜିୟୁର ଅଭିଳାଷ ଦାସଙ୍କ ତତ୍ତ୍ବାବଧାନରେ ସୁବ୍ରତ ରେଷ୍ଟୁରାଣ୍ଟ ସର୍ଭିସ ଟେକ୍ନୋଲୋଜି ଉପରେ ତାଙ୍କ ପ୍ରକଳ୍ପ ପ୍ରସ୍ତୁତ କରିଥିଲେ। ଅପରପକ୍ଷରେ ସୁବ୍ରତ ସି.ଭି. ରମଣ ଗ୍ଲୋବାଲ ୟୁନିଭର୍ସିଟିରେ ହୋଟେଲ ମ୍ୟାନେଜମେଣ୍ଟରେ ସ୍ନାତକ କରୁଛନ୍ତି। ସୁବ୍ରତଙ୍କ ଏହି ସଫଳତା ପାଇଁ ତାଙ୍କୁ ସବୁ ସ୍ତରରେ ଶୁଭେଚ୍ଛା ଓ ସମ୍ବର୍ଦ୍ଧନା ମଧ୍ୟ ମିଳିଛି। ସେହିଭଳି ବିଶ୍ବସ୍ତରୀୟ ପ୍ରତିଯୋଗିତାରେ ସି.ଭି. ରମଣ ଗ୍ଲୋବାଲ୍‌ ୟୁନିଭର୍ସିଟିର ଛାତ୍ରୀଛାତ୍ର ବିଭିନ୍ନ ସମୟରେ ଦେଶ ପାଇଁ ସୁନାମ ଆଣିବାରେ ଲାଗିଛନ୍ତି। ଉଲ୍ଲେଖଯୋଗ୍ୟ, ସୁଇଜରଲାଣ୍ଡର ଲୁଜେନଠାରେ ଓ୍ବାର୍ଲଡ ସ୍କିଲ୍ସ ପ୍ରତିଯୋଗିତା-୨୦୨୨ ଅନୁଷ୍ଠିତ ହୋଇଥିଲା। ଏଥିରେ ସାରା ଦେଶର ୫୮ ଜଣ ପ୍ରତିଯୋଗୀ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

SIM କାର୍ଡ ନିୟମରେ ବଡ଼ ପରିବର୍ତ୍ତନ! କାଲିଠୁ ଏମାନଙ୍କର କଟିଯିବ କନେକ୍ସନ…

ଯଦି ଆପଣଙ୍କ ନାମରେ ଏକାଧିକ ମୋବାଇଲ୍ ସିମ୍ କାର୍ଡ ଅଛି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ସରକାର ଏବେ ନିର୍ଦ୍ଧାରିତ ସୀମାଠାରୁ ଅଧିକ ମୋବାଇଲ୍…

କେନ୍ଦ୍ରୀୟ କର୍ମଚାରୀଙ୍କ ବଢିବ ଦରମା, ରାକ୍ଷୀରେ ଆସିବ DA!

ନୂଆଦିଲ୍ଲୀ,୨୩।୮: ଦେଶବ୍ୟାପୀ ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନଶନଭୋଗୀ ଅଷ୍ଟମ ବେତନ ଆୟୋଗ (8th Pay Commission) ଗଠନକୁ ଅପେକ୍ଷା କରିଥିବା ବେଳେ, ବର୍ତ୍ତମାନ ସେମାନଙ୍କ…

ଭାରତରେ କିଏ ସ୍ଥିର କରେ ଚିନି ଦାମ୍‌? ସରକାର ନା କୃଷକ, ଜାଣନ୍ତୁ…

ନୂଆଦିଲ୍ଲୀ,୨୩ା୮: ଚା’ କପ୍‌ରୁ ଆରମ୍ଭ କରି ପର୍ବପର୍ବାଣିର ମିଠା ପର୍ଯ୍ୟନ୍ତ, ଚିନି ପ୍ରତ୍ୟେକ ଘରର ଦୈନନ୍ଦିନ ଆବଶ୍ୟକତାର ଏକ ପ୍ରମୁଖ ଅଂଶ। ଏହି ସମୟରେ ଦେଶରେ ଚିନି…

ଆପଣଙ୍କର ପାଖରେ ଅଛି କି ପୁରୁଣା ପାସ୍‌ବୁକ୍‌? ଡିସେମ୍ୱର ୩୧ ପୂର୍ବରୁ ଶୀଘ୍ର ବଦଳାନ୍ତୁ, ଆସିଲା ନୂଆ ନିୟମ…

ନୂଆଦିଲ୍ଲୀ,୨୨।୮: ଯଦି ଆପଣ ବି ବ୍ୟାଙ୍କିଙ୍ଗ୍ କାରବାର ପାଇଁ ଚେକ୍‌ବୁକ୍ (Chequebook) ବ୍ୟବହାର କରୁଛନ୍ତି, ତେବେ ଏହା ଆପଣଙ୍କ ପାଇଁ ଏକ ଅତ୍ୟନ୍ତ ଦରକାରୀ ଖବର। ବାସ୍ତବରେ,…

ସେପ୍ଟେମ୍ବରରୁ ବଦଳିଯିବ ନିୟମ! ଅଗଷ୍ଟ ଶେଷ ପୂର୍ବରୁ କରିନିଅନ୍ତୁ ଏହି ୪ କାମ…

ନୂଆଦିଲ୍ଲୀ,୨୧ା୮: ଅଗଷ୍ଟ ମାସ ଶେଷ ହେବାକୁ ଯାଉଛି। ଏହା ସହ କିଛି ଜରୁରୀ ଆର୍ଥିକ କାମର ସମୟସୀମା ମଧ୍ୟ ଶେଷ ହେଉଛି। ଯଦି ଆପଣ ଏହି କାମଗୁଡ଼ିକ…

ରାସନ କାର୍ଡ ପାଖରେ ନଥିଲେ ବି ମିଳିବ ରାସନ! ଜାଣନ୍ତୁ ସରକାରଙ୍କ ପୂରା ନିୟମ…

ନୂଆଦିଲ୍ଲୀ,୨୧ା୮: ସରକାର ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ଏବଂ ଅସହାୟ ଲୋକଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଯୋଜନା ଚଳାନ୍ତି। ଯଦି ଆପଣ ମଧ୍ୟ ସରକାରୀ ରାସନରୁ ଉପକୃତ ହେଉଛନ୍ତି, ତେବେ…

SBI ଗ୍ରାହକଙ୍କ ପାଇଁ ବଡ଼ ଅପଡେଟ୍‌, ଅକ୍ଟୋବର ୧ରୁ କ୍ୟାଶ୍‌ ଉଠାଇଲେ ଲାଗିବ ଏକ୍ସଟ୍ରା ଚାର୍ଜ

ନୂଆଦିଲ୍ଲୀ,୨୧ା୮: ଯଦି ଆପଣଙ୍କର ଆକାଉଣ୍ଟ ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (SBI) ରେ ଅଛି ଏବଂ ଆପଣ ମାସକୁ ଅନେକ ଥର ବ୍ୟାଙ୍କ ଶାଖା (ବ୍ରାଞ୍ଚ) କୁ…

ଆଉ ଶସ୍ତା ନୁହେଁ, ମହଙ୍ଗା ହୋଇପାରେ ପେଟ୍ରୋଲ-ଡିଜେଲ! ଜାଣନ୍ତୁ ଦାମ୍‌ ବଢ଼ିବାର ବଡ଼ କାରଣ

ନୂଆଦିଲ୍ଲୀ,୨୧। ୮: ପେଟ୍ରୋଲ-ଡିଜେଲ ଦାମକୁ ନେଇ ପୁଣି ବଢ଼ିପାରେ ସାଧାରଣ ଲୋକଙ୍କ ଚିନ୍ତା। ଅନ୍ତର୍ଜାତୀୟ ବଜାରରେ କ୍ରୁଡ ଅଏଲ ମୂଲ୍ୟରେ ହଠାତ୍‌ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri