ଉଦୟପୁରରେ ପୋତାଗଲା ଲାଲ୍‌ ପତାକା

ଭୋଗରାଇ,୧୫।୯(ଡି.ଏନ.ଏ.)- ପଶ୍ଚିମବଙ୍ଗର ଦାଦାଗିରିକୁ ମୁହଁତୋଡ଼ ଜବାବ ଦେଇଛନ୍ତି ଓଡ଼ିଶା ସରକାର। ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅଧୀନ ଉଦୟପୁର ବେଳାଭୂମିକୁ କୌଶଳକ୍ରମେ ଦଖଲ ଉଦ୍ୟମକୁ ପଣ୍ଡ କରିଛନ୍ତି ଜିଲା ପ୍ରଶାସନ। ଗତ ୭ ତାରିଖ ଉଦୟପୁର ବେଳାଭୂମିରେ ପଶ୍ଚିମବଙ୍ଗ ସେଚ ବିଭାଗ ପକ୍ଷରୁ ରାତିଅଧିଆ ସମୁଦ୍ରତଟ ସୁରକ୍ଷା ପଥର କାର୍ଯ୍ୟ କରୁଥିବା ସ୍ଥାନୀୟ ଲୋକଙ୍କ ସୂଚନା ପାଇ ଜିଲା ପ୍ରଶାସନ ସେଠାରେ ପହଞ୍ଚତ୍ ଓଡ଼ିଶା ମଧ୍ୟରେ ବେଆଇନ କାର୍ଯ୍ୟକୁ ବନ୍ଦ କରିଥିଲେ। ମଙ୍ଗଳବାର ପ୍ରବଳ ଝଡ଼ବର୍ଷା ମଧ୍ୟରେ ପଶ୍ଚିମବଙ୍ଗର ସେଚ ବିଭାଗ ପୁଣି ବିବାଦୀୟ ସ୍ଥାନରେ କାର୍ଯ୍ୟ ଆରମ୍ଭ କରୁଥିବା ବେଳେ ଜିଲା ପ୍ରଶାସନ ଖବର ପାଇ ସେଠାରେ ପହଞ୍ଚତ୍ ପଶ୍ଚିମବଙ୍ଗ ସେଚ ବିଭାଗକୁ ଫେରିଯିବାକୁ କହି ୧୪୪ ଧାରା ଜାରି କରିବା ସହିତ ନାଲି ପତାକା ପୋତି ପଶ୍ଚିମବଙ୍ଗ ପ୍ରଶାସନକୁ ସତର୍କ କରାଇଥିଲେ। ଜିଲା ପ୍ରଶାସନର ନିର୍ଦ୍ଦେଶ ପାଇ ଭୋଗରାଇ ତହସିଲଦାର କମଳାକାନ୍ତ ପଣ୍ଡା, ତାଳସାରୀ ମେରାଇନ ଥାନା ପୋଲିସ ସହିତ ରାଜସ୍ବ ବିଭାଗର କର୍ମଚାରୀ ମିଳିତ ହୋଇ ପ୍ରଶାସନର ସମସ୍ତ କାର୍ଯ୍ୟ କରିବା ପରେ ପଶ୍ଚିମବଙ୍ଗ ସେଚ ବିଭାଗର ବରିଷ୍ଠ ଅଧିକାରୀ ଓ କର୍ମକର୍ତ୍ତାମାନେ ଘଟଣାସ୍ଥଳରୁ ପଛଘୁଞ୍ଚା ଦେଇଥିଲେ।
ପଶ୍ଚିମବଙ୍ଗ ସରକାର ଦୀଘା-ଶଙ୍କରପୁର ଉନ୍ନୟନ ପରିଷଦ ମିଳିତ ଉଦ୍ୟମରେ ବାଲେଶ୍ୱର ସୀମାନ୍ତ ସାହାବାଜିପୁର, ଉଦୟପୁରକୁ ସ୍ଥାନକୁ ନେବାକୁ ବାରମ୍ବାର ପ୍ରୟାସ କରିଆସୁଛନ୍ତି। ସୀମାନ୍ତବାସୀଙ୍କ ପ୍ରବଳ ପ୍ରତିରୋଧ ଓ ଓଡ଼ିଶା ସରକାରଙ୍କ ଉପସ୍ଥିତି ଯୋଗୁ ପଶ୍ଚିମବଙ୍ଗ ସରକାର ସୀମାରେ ଖେଳ ଖେଳି ବିଫଳ ହୋଇ ନିରାଶ ହୋଇ ଫେରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖୋଲିଲା ମାଛକୁଣ୍ଡ ଜଳଭଣ୍ଡାରର ପ୍ରଥମ ଗେଟ୍: ନିଷ୍କାସିତ ହେଲା ବର୍ଷାଜଳ

ଲମତାପୁଟ, ୪।୭: ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ମାଛକୁଣ୍ଡ ଜଳଭଣ୍ଡାରରେ ଜଳସ୍ତର କ୍ରମାଗତ ଭାବେ ବୃଦ୍ଧି ପାଉଥିବାରୁ ଶନିବାର ଚଳିତ ବର୍ଷ ପ୍ରଥମ ଥର ପାଇଁ…

ପେଟ୍ରୋଲ ପମ୍ପରେ ବନ୍ଧୁକ ଦେଖାଇ ଲୁଟ୍‌

ବାଲେଶ୍ୱର, ୪।୭( ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ଗାନ୍ଧୀ ଛକ – ବାଲିଆପାଳ ରାସ୍ତାର ଦରଡା ପେଟ୍ରୋଲ ପମ୍ପରୁ ଶୁକ୍ରବାର ବିଳମ୍ୱିତ ରାତିରେ…

ହୋଇପାରୁନି ସରକାର-ଡାକ୍ତରଙ୍କ ସହ ବୁଝାମଣା: ୪ PHC ସମ୍ପୂର୍ଣ୍ଣ ଠପ୍‌, CHC ଭରସା ମାତ୍ର ଜଣେ ଡାକ୍ତର

ଜଗନ୍ନାଥ ପ୍ରସାଦ ,୪।୭(ବିଭୁ ପ୍ରସାଦ ପଟ୍ଟନାୟକ): ରାଜ୍ୟରେ ସରକାର ଏବଂ ଆନ୍ଦୋଳନରତ ଡାକ୍ତରମାନଙ୍କ ମଧ୍ୟରେ ଚାଲିଥିବା ଆଲୋଚନା ବିଫଳ ହେବା ପରେ ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ବ୍ଲକ…

ଅଜଣା ଗାଡ଼ି ଧକ୍କାରେ ୩ ବାଇକ ଆରୋହୀଙ୍କ ଚାଲିଗଲା ଜୀବନ: ମୃତକଙ୍କ ପରିଚୟ ମିଳୁନି

ବାଲିଗୁଡା,୪।୭:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମହାସିଙ୍ଗି ନିକଟସ୍ଥ ୫୯ନଂ ଜାତୀୟ ରାଜପଥ ଖଡ଼ଗ ନଦୀ ପୋଲ ଉପରେ ଶୁକ୍ରବାର ବିଳମ୍ବିତ ରାତିରେ…

ଚଳଚଞ୍ଚଳ ଚାଷୀ: ଲଗାଣ ବର୍ଷାରେ ଜମିରେ ବୁଡ଼ିଲା ବିହନ

ଗଞ୍ଜାମ,୪।୭(ବିଦ୍ୟାଧର ସାହୁ):ଲଘୁଚାପଜନିତ ବର୍ଷା ଶୁକ୍ରବାରଠାରୁ ଗଞ୍ଜାମ ବ୍ଲକ ଅଞ୍ଚଳରେ ଆରମ୍ଭ ହୋଇଛି l ଏଥିପାଇଁ ଚଳଚଞ୍ଚଳ ହୋଇଉଠିଛି ଚାଷୀକୁଳ l ଯେହେତୁ ଗତ କିଛି ଦିନ ତଳେ…

କ୍ୱାର୍ଟର୍ସରେ ଝୁଲିପଡ଼ିଲେ ମହିଳା IIC ବିୟୁଟି: ମୃତ୍ୟର କାରଣ ଅସ୍ପଷ୍ଟ

କଟକ,୪।୭(ପ୍ରଭୁକଲ୍ୟାଣ ପାଲ୍‌): କଟକରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ଚାଉଳିଆଗଞ୍ଜ ଥାନା ଅଧିକାରୀ ମହିଳା ଆଇଆଇସି ବିୟୁଟି ମହାନ୍ତି ଆତ୍ମହତ୍ୟା କରିଛନ୍ତି। ମହିଳା ଆଇଆଇସି ଜଣଙ୍କ…

ୱାଟର ସର୍ଭିସ ସେଣ୍ଟରରୁ ଚୋରି ଅଭିଯୋଗ: ଦୁର୍ବୃତ୍ତଙ୍କୁ କାବୁ କଲା ପୋଲିସ

ଦାରିଙ୍ଗବାଡି, ୪।୭ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ର କାରିପାଙ୍ଗା ସାହିର ଏକ ୱାଟର ସର୍ଭିସ ସେଣ୍ଟରରୁ ବିଳମ୍ବିତ ରାତ୍ରିରେ ଚୋରି ହୋଇଥିବା ଅଭିଯୋଗ।…

ପ୍ରଥମ ବର୍ଷାରେ ବରଗଡ଼ ଜଳାର୍ଣ୍ଣବ: ଘରକୁ ପଶିଲା, ରାସ୍ତାରେ ବୋହିଲା

ବରଗଡ଼,୪।୭(ପ୍ରେମାନନ୍ଦ ଖମାରୀ):ବିକଶିତ ବରଗଡ଼ର ନାରାବାଜି ଦିଆଯାଉଛି। ହେଲେ ଏଠାରେ ବିକାଶ ବାଟବଣା ହୋଇ ପଡ଼ିଛି। ପାଣି ନିଷ୍କାସନ ଅର୍ଥାତ୍‌ ଡ୍ରେନେଜ ବ୍ୟବସ୍ଥା ସମ୍ପୂର୍ଣ୍ଣ ଫେଲ୍‌ ମାରିଛି। ଏଥର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri