ଆଇସ୍‌କ୍ରିମ୍‌ କାଠିରେ କେଦାରନାଥ ମନ୍ଦିର ପ୍ରତିକୃତି

ପୁରୀ ଅଫିସ, ୨୦।୫: ପୁରୀ କୁମୁଟିପାଟଣା ଅଞ୍ଚଳର ଯୁବ ଶିଳ୍ପୀ ବିଶ୍ୱଜିତ ନାୟକ ୧୪୫ଟି ଆଇସ୍‌କ୍ରିମ କାଠିରେ ପ୍ରଭୁ କେଦାରନାଥଙ୍କ ମନ୍ଦିରର ପ୍ରତିକୃତି ନିର୍ମାଣ କରିଛନ୍ତି। ମନ୍ଦିର ଉଚ୍ଚତା ୧୦ ଇଞ୍ଚ ଓ ଲମ୍ବ ୭ଇଞ୍ଚ ରହିଛି। ଏହା ନିର୍ମାଣ ପାଇଁ ପ୍ରାୟ ୨୭ଘଣ୍ଟା ସମୟ ଲାଗିଥିଲା। ପରମ୍ପରା ଅନୁଯାୟୀ, ଭକ୍ତଙ୍କ ପାଇଁ ୬ମାସ କେଦାରନାଥ ମନ୍ଦିର ଖୋଲା ଓ ୬ମାସ ବନ୍ଦ ରହେ। ଚଳିତମାସ ୧୭ ତାରିଖରେ ଏହି ମନ୍ଦିର ଖୋଲିଛି। ମାତ୍ର କୋଭିଡ୍‌ କଟକଣାକୁ ଦୃଷ୍ଟିରେ ରଖି ଭକ୍ତଙ୍କ ଦର୍ଶନ ଉପରେ ରାଜ୍ୟ ସରକାର କଟକଣା ଲଗାଇଛନ୍ତି। ତେଣୁ ବିଶ୍ୱଜିତ ତାଙ୍କ କଳାକୃତି ମାଧ୍ୟମରେ ଅଗଣିତ ଭକ୍ତଙ୍କୁ କେଦାରନାଥ ମନ୍ଦିରର ଝଲକ ଦେଖାଇବାକୁ ଚେଷ୍ଟା କରିଛନ୍ତି। ସେ ତାଙ୍କ କଳାକୃତିରେ କେଦାରନାଥ ମନ୍ଦିର ସହ ମହାଦେବଙ୍କ ଆୟୁଧ ତ୍ରିଶୁଳକୁ ସ୍ଥାନ ଦେଇଛନ୍ତି। ଏହି କଳାକୃତି ଇଣ୍ଡିଆ ବୁକ ଅଫ ରେକର୍ଡରେ ସ୍ଥାନ ପାଇବା ନେଇ ସେ ଆବେଦନ କରିଥିବା ବିଶ୍ୱଜିତ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏପିଆର କନଷ୍ଟେବଳଙ୍କୁ ଆକ୍ରମଣ, ଅଭିଯୁକ୍ତ ଗିରଫ

ହାଟଡିହୀ/ଛେନାପଦୀ,୨୭l୫(ଶୁଭକାନ୍ତ ନାୟକ/ନିରାକାର ପରିଡା): ଗତ ମାର୍ଚ୍ଚ ମାସ ୩୦ ତାରିଖ ବିଳମ୍ବିତ ରାତିରେ କେନ୍ଦୁଝର ଜିଲା ନନ୍ଦିପଦା ଥାନାର ଜଣେ କାର୍ଯ୍ୟରତ ଏପିଆର କନଷ୍ଟେବଳଙ୍କୁ ଆକ୍ରମଣ ଅଭିଯୋଗରେ…

କନ୍ୟା ଆସିଲେନି, ଫେରିଲେ ୪୨ ବର, ପୂରା ଘଟଣା ଜାଣିଲେ…

ଭୋପାଳ,୨୭ା୫: ବିବାହର ସ୍ବପ୍ନ ଦେଖାଇ ୪୨ଜଣ ଯୁବକଙ୍କଠାରୁ ଟଙ୍କା ଆଦାୟ କଲେ। ଏପରି କି ବିବାହ ପାଇଁ ଦିନ ଏବଂ ସ୍ଥାନ ଧାର୍ଯ୍ୟ କରି ଡକାଇଲେ। ସେହି…

ବରଗଡ଼ ଧନୁଯାତ୍ରା ତୋରଣ ଭଙ୍ଗା ଘଟଣା: ଜନପ୍ରିୟ ସରକାରକୁ ବଦନାମ କରିବାକୁ ଚାଲିଛି ଚକ୍ରାନ୍ତ,ବରଗଡ଼ ଏମପି…

ବରଗଡ଼,୨୬।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣା ସବୁଠି ଏବେ ଚର୍ଚ୍ଚାର ବିଷୟ ହୋଇଛି। ଏହି ଘଟଣାର ତୁରନ୍ତ ଭିଜିଲାନ୍ସ ତଦନ୍ତ କରିବା ପାଇଁ ବରଗଡ଼…

OAS ପରୀକ୍ଷାରେ ବରଗଡ଼ ପୁଅଙ୍କ ବାଜିମାତ୍: ଅଧ୍ୟାପକଙ୍କ ପୁଅ ରାଜ୍ୟରେ ୩ୟ, ମନ୍ଦିର ସେବକଙ୍କ ପୁଅ…

ବରଗଡ଼,୨୬।୫(ପ୍ରେମାନନ୍ଦ ଖମାରୀ)- ଓଡ଼ିଶା ଲୋକସେବା ଆୟୋଗ(ଓପିଏସି) ପରିଚାଳିତ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌)ରେ ବରଗଡ଼ ଜିଲାର ୨ ଜଣ ସଫଳତା ଅର୍ଜନ କରିଛନ୍ତି। ବରଗଡ଼ କଲେଜ ରୋଡ୍‌ ବାସିନ୍ଦା…

ଉତ୍କଟ ପାନୀୟ ଜଳ ସମସ୍ୟା: ଗରା-ମାଠିଆ ଧରି ୨୦ କିଲୋମିଟର ପଦଯାତ୍ରା କଲେ ଶତାଧିକ ମହିଳା,ପ୍ରତିବାଦ…

ବଲାଙ୍ଗିର, ୨୬।୫ (ସୁନିଲ କୁମାର ମହାନ୍ତି): ବଲାଙ୍ଗିର ଜିଲ୍ଲା ବେଲପଡ଼ା ବ୍ଲକ ଅଞ୍ଚଳରେ ପାନୀୟ ଜଳ ସମସ୍ୟା ଏବେ ଉତ୍କଟ ରୂପ ଧାରଣ କରିଛି। ପିଇବା ପାଣି…

କଂଗ୍ରେସର ବଡ଼ ନିଷ୍ପତ୍ତି: ୧୭ କର୍ମୀଙ୍କ ନିଲମ୍ବନ ପ୍ରତ୍ୟାହାର, ଚିଠି ଲେଖିଲେ ରାଜ୍ୟ ସଭାପତି

ଦାରିଙ୍ଗବାଡି, ୨୬।୫ (ଅରୁଣ ସାହୁ): କନ୍ଧମାଳ ଜିଲା ପ୍ରଦେଶ କଂଗ୍ରେସ କମିଟିର ଜିଲ୍ଲା ସଭାପତି ଚନ୍ଦ୍ରଶେଖର ପରିଡା ଗତ କିଛି ଦିନ ପୁର୍ବରୁ ଦାରିଙ୍ଗବାଡି ଏବଂ ରାଇକିଆ…

କେସିଙ୍ଗା ଝିଅଙ୍କ କମାଲ: OAS ପରୀକ୍ଷାରେ ରଖିଛନ୍ତି ୪ର୍ଥ ର଼୍ୟାଙ୍କ, ଛୁଟୁଛି ଶୁଭେଚ୍ଛାର ସୁଅ

କେସିଙ୍ଗା, ୨୬।୫ (ତୁମେଶ୍ୱର ସାହୁ): ଓଡ଼ିଶା ଲୋକସେବା ଆୟୋଗ (OPSC) ଦ୍ବାରା ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସେସ (OCS) ପରୀକ୍ଷା-୨୦୨୪ର ଚୂଡ଼ାନ୍ତ ଫଳ ପ୍ରକାଶ ପାଇଛି। ଏହି…

ସାବଧାନ! ଜୁନ୍ ୩୦ e-KYC ର ଶେଷ ତାରିଖ, ନିୟମ ନମାନିଲେ ଆସିବନି ଗ୍ୟାସ୍‌ ସିଲିଣ୍ଡର…

ନୂଆଦିଲ୍ଲୀ,୨୬।୫: ଯଦି ଆପଣ ଗ୍ୟାସ ସିଲିଣ୍ଡର ବ୍ୟବହାର କରୁଛନ୍ତି, ତେବେ ଏହି ଖବରଟି ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ, ଗ୍ୟାସ ସିଲିଣ୍ଡର ଯୋଗାଣରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri