କିଶୋରଙ୍କୁ ଦେଢ଼ କୋଟି ଟଙ୍କାର ପୁରସ୍କାର

ଭୁବନେଶ୍ୱର,୪ା୧୦(ଅସମାପିକା ସାହୁ): ଚାଇନାର ହାଙ୍ଗଝୋଠାରେ ଚାଲିଥିବା ଏସିଆନ ଗେମ୍ସ ୨୦୨୩ରେ ଓଡ଼ିଆ ପୁଅ କିଶୋର ଜେନା କମାଲ ଦେଖାଇଛନ୍ତି। କିଶୋର ଜାଭେଲିନ ଥ୍ରୋରେ ରୌପ୍ୟ ପଦକ ହାସଲ କରି ରାଜ୍ୟ ପାଇଁ ଗୌରବ ଆଣିଛନ୍ତି। କିଶୋର ତାଙ୍କ କ୍ୟାରିୟରରେ ସବୁଠୁ ଭଲ ପ୍ରଦର୍ଶନ କରିଛନ୍ତି। କିଶୋର ୮୭.୫୪ ମିଟର ଦୂରତାକୁ ଜାଭେଲିନ୍‌ ଫିଙ୍ଗି ରେକର୍ଡ କରିଛନ୍ତି। କିଶୋରଙ୍କ ଏହି ସଫଳତାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କ ପାଇଁ ଦେଢ଼ କୋଟି ଟଙ୍କାର ପୁରସ୍କାର ରାଶି ଘୋଷଣା କରିଛନ୍ତି। ଏଥିସହ ମୁଖ୍ୟମନ୍ତ୍ରୀ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।

Odisha CM announces cash award for javelin thrower Kishore Jena | Sport-others News - The Indian Express

କିଶୋରଙ୍କୁୁ ମୁଖ୍ୟମନ୍ତ୍ରୀ ଅଭିନନ୍ଦନ ଜଣାଇବା ସହ ତାଙ୍କ ସଫଳତା ଉଭୟ ରାଜ୍ୟ ଓ ଦେଶ ପାଇଁ ଏକ ଐତିହାସିକ ମୁହୂର୍ତ୍ତ। ଦେଶର କ୍ରୀଡ଼ା ଇତିହାସରେ ଏହା ସ୍ମରଣୀୟ ହୋଇ ରହିବ। ଏହି ପୁରସ୍କାର ତାଙ୍କର ସୁନ୍ଦର ପ୍ରଦର୍ଶନ, ତାଙ୍କ ଦୃଢ଼ତା ଓ ସଂକଳ୍ପକୁ ଶ୍ରେୟ ଦେଉଛି ବୋଲି କହିଛନ୍ତି।

The experience I gathered at World Athletics Championships will help me in Asian Games 2023": Kishore Jena

କିଶୋରଙ୍କ ବିଜୟ କେବଳ ତାଙ୍କର ବ୍ୟକ୍ତିଗତ ଉତ୍କର୍ଷତାକୁ ଦର୍ଶାଉନାହିଁ ବରଂ ସମଗ୍ର ଦେଶରେ ଉଦୀୟମାନ କ୍ରୀଡ଼ା ପାଇଁ ସେ ପ୍ରେରଣା ପାଲଟିଛନ୍ତି। ଆସନ୍ତାବର୍ଷ ହେବାକୁ ଥିବା ପ୍ୟାରିସ ଅଲିମ୍ପିକ୍ସ ପ୍ରସ୍ତୁତି ପାଇଁ ତାଙ୍କୁ ସବୁପ୍ରକାରର ସହାୟତା ଯୋଗାଇ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ପ୍ରତିଶ୍ରୁତି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଯୁଦ୍ଧରେ ରୁଷିଆର ଏଣ୍ଟ୍ରି? ଟ୍ରମ୍ପଙ୍କ ହଜିଲା ନିଦ, ଭୟଙ୍କର ହୋଇପାରେ…

ନୂଆଦିଲ୍ଲୀ/ତେହେରାନ, ୨୬।୩: ପଶ୍ଚିମ ଏସିଆରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ରୁଷିଆ ଏବଂ ଇରାନର ବଢୁଥିବା ନିକଟତରତା ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟିଛି। ପଶ୍ଚିମା ଗୋଇନ୍ଦା…

ବସଷ୍ଟାଣ୍ଡରେ OSRTC ବସ୍‌ରେ ଲାଗିଲା ନିଆଁ: ଜୀବନ ବଞ୍ଚାଇବାକୁ କିଏ ଝରକା ପଟେ ଡେଇଁଲେ ତ କିଏ… VIDEO 

କୋରାପୁଟ, ୨୬।୩ (ଅମିତାଭ ବେହେରା): କୋରାପୁଟ ବସଷ୍ଟାଣ୍ଡରେ ଏକ ବଡ଼ ଧରଣର ଅଘଟଣ ଟଳିଯାଇଛି। ଗୁରୁବାର ସଂନ୍ଧ୍ୟାରେ ଏକ ସରକାରୀ (OSRTC) ବସ୍‌ରେ ହଠାତ ନିଆଁ ଲାଗିଯିବା…

ରାମ ନବବୀ ପାଇଁ ହାଇଆଲର୍ଟରେ ସମ୍ୱଲପୁର ସହର, ଜାରି ହେଲା ମ୍ୟାପ୍‌

ସମ୍ୱଲପୁର,୨୬ା୩(ପ୍ରମୋଦ ବହିଦାର): ଶୁକ୍ରବାର ଶ୍ରୀରାମ ନବମୀ ଉପଲକ୍ଷେ ପାଳିତ ହେବାକୁ ଥିବା ଶ୍ରୀରାମ ଜନ୍ମୋତ୍ସବ ଓ ଶୋଭାଯାତ୍ରା ପାଇଁ ହାଇଆଲର୍ଟରେ ରହିଛି ସମଗ୍ର ସମ୍ୱଲପୁର ସହର। ସମଗ୍ର…

କିଏ ସେହି ଅଜଣା ବ୍ୟକ୍ତି? ମହେନ୍ଦ୍ରଗିରି ପାଦଦେଶରୁ ମୃତଦେହ ଉଦ୍ଧାର ପରେ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା

ପାରଳାଖେମୁଣ୍ଡି, ୨୬।୩ (ଗିରିଧାରୀ ପରିଚ୍ଛା): ଗଜପତି  ଜିଲା ଗାରାବନ୍ଧ ଥାନା ଅନ୍ତର୍ଗତ ମହେନ୍ଦ୍ରଗିରି ପାଦଦେଶରେ ଥିବା ମାଡ଼ବା ଗ୍ରାମ ନିକଟସ୍ଥ ଏଙ୍ଗାରସିଂ ପାହାଡ଼ ଉପରୁ ଜଣେ ଅଜଣା…

ଏମିତି ପ୍ରଶ୍ନରେ ରାଗିଗଲେ ଶୁବମନ ଗିଲ, T20 ଟିମରୁ…

ନୂଆଦିଲ୍ଲୀ,୨୬।୩: ଭାରତୀୟ ଦିନିକିଆ ଏବଂ ଟେଷ୍ଟ ଅଧିନାୟକ ଶୁବମନ ଗିଲ ଗୁରୁବାର କହିଛନ୍ତି ଯେ ୨୦୨୬ ଟି୨୦ ବିଶ୍ୱକପ ପୂର୍ବରୁ ଭାରତୀୟ ଦଳରୁ ବାଦ ପଡ଼ିବା ପରେ…

ଛିଡ଼ା ହୋଇଥିଲା ଜେସିବି, ପଛରୁ ପିଟିଲା ବାଇକ: ଯୁବକ ଗୁରୁତର, ଆମ୍ବୁଲାନ୍ସ ନମିଳିବାରୁ…

ନନ୍ଦପୁର, ୨୬।୩ (ତୁଷାର କାନ୍ତ ମହାନ୍ତି): କୋରାପୁଟ  ଜିଲା ନନ୍ଦପୁର-ସେମିଳିଗୁଡ଼ା ସଂଯୋଗୀ ଏମଡିଆର-୫୫ ରାସ୍ତାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତା କଡ଼ରେ ଛିଡ଼ା ହୋଇଥିବା…

ଚକ୍‌ମା ଦେଉଛନ୍ତି ଟ୍ରମ୍ପ! ପୁଣି ଓଲଟିଲେ, କହିଲେ ‘ଡିଲ ପାଇଁ ଭିକ୍ଷା କରୁଥିଲା ଇରାନ, ମୁଁ ନୁହେଁ’, ସାରା ବିଶ୍ୱ ଆଶ୍ଚର୍ଯ୍ୟ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସହିତ ଶାନ୍ତି ଚୁକ୍ତିର ସମ୍ଭାବନା ଉପରେ ସନ୍ଦେହ ପ୍ରକାଶ କରି କହିଛନ୍ତି ଯେ ଇରାନ ଯୁଦ୍ଧ…

ଗଜପତିରେ ଗଞ୍ଜେଇ କାରବାର ଉପରେ ପୋଲିସର ଶକ୍ତ ପ୍ରହାର: ୪.୦୬ ଟନ୍‌ର ଗଞ୍ଜେଇ ଜବତ, ମୂଲ୍ୟ…

ପାରଳାଖେମୁଣ୍ଡି/ମୋହନା, ୨୬।୩ (ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଗଜପତି ଜିଲାରେ ଅବାଧ ଗଞ୍ଜେଇ ଚାଷ ଓ ଚାଲାଣକୁ ରୋକିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ଚଢାଉକୁ ଜୋରଦାର କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri