Posted inଜାତୀୟ

ଆସାମ ବନ୍ୟାର କରୁଣ ଦୃଶ୍ୟ: ଭାଇରାଲ ହେଉଛି ଅସହାୟ ଗଣ୍ଡାର ଫଟୋ

ଗୁଆହାଟୀ,୧୮।୭: ଆସାମରେ ଆସିଥିବା ବନ୍ୟା ଏବେ ସାଧାରଣ ଜୀବନ ଉପରେ ଖୁବ୍‌ ପ୍ରଭାବ ପକାଇଛି। ଅଧିକାଂଶ ଲୋକେ ବାସଶୂନ୍ୟ ହୋଇଯିବା ସହ ଏଠାରେ ଥିବା କାଜିରଙ୍ଗା ଜାତୀୟ ଉଦ୍ୟାନର ବନ୍ୟପ୍ରାଣୀମାନେ ଏକ ପ୍ରକାର ଅସହାୟ ହୋଇ ପଡିଛନ୍ତି। ଉଦ୍ୟାନରେ ବନ୍ୟାପାଣି ପଶିଯିବା ଫଳରେ ଶୁକ୍ରବାର ଏକ ଗଣ୍ଡା ଜାତୀୟ ରାଜପଥ-୩୭ ଉପରେ ବିଶ୍ରାମ କରୁଥିବା ଦେଖାଯାଇଥିଲା। ତେବେ ଗଣ୍ଡାଟି ଅସୁସ୍ଥ ଥିବାରୁ ଏଭଳି ଭାବେ ରାସ୍ତା କଡ଼ରେ ପଡି ରହିଥିବା କହିଛନ୍ତି କାଜିରଙ୍ଗା ଜାତୀୟ ଉଦ୍ୟାନର ନିର୍ଦ୍ଦେଶକ। ଏହାକୁ ଖୁବ୍‌ଶୀଘ୍ର ଉଦ୍ୟାନକୁ ଫେରାଇ ନେବାର ବ୍ୟବସ୍ଥା କରାଯିବ ବୋଲି ସେ କହିଥିଲେ। ତେବେ ଗଣ୍ଡାଟି ଯେଭଳି ଅବସ୍ଥାରେ ରାସ୍ତା କଡ଼ରେ ବିଶ୍ରାମ ନେଉଥିଲା ତାହା ଦେଖି ଯେ କେହି ବିଚଳିତ ହେବା ସ୍ବାଭାବିକ କଥା। ଏବେ ଏହି ଗଣ୍ଡାର ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭଗବାନ ରାମ କେବଳ ହିନ୍ଦୁଙ୍କର ନୁହେଁ, ସମସ୍ତଙ୍କର: ଫାରୁକ ଅବଦ୍ଦୁଲ୍ଲା

ଶ୍ରୀନଗର,୨୦।୧୧: ଜାମ୍ମୁ କାଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଫାରୁକ ଅବଦୁଲ୍ଲା ଏକ ସାଧାରଣ ସଭାରେ ଭାଜପାକୁ ଟାର୍ଗେଟ୍‌ କରିଛନ୍ତି। ଜମ୍ମୁ କଶ୍ମୀରର ଅଖନୁର ଜିଲାରେ ଏକ ସାଧାରଣ...

କନ୍ୟା ଦିବସ: ଦେଶରେ ୨ କୋଟି ୧୦ ଲକ୍ଷ ଅନାକାଂକ୍ଷିତ ଶିଶୁ କନ୍ୟା

ନୂଆଦିଲ୍ଲୀ, ୨୨।୯: ପ୍ରତି ବର୍ଷ ସେପ୍ଟେମ୍ବର ଚତୁର୍ଥ ରବିବାରକୁ ଭାରତରେ କନ୍ୟା ଦିବସ ପାଳନ କରାଯାଇଥାଏ। କନ୍ୟା ଶିଶୁଙ୍କୁ ନେଇ ସଚେତନତା ସୃଷ୍ଟି ଲାଗି ଏହି...

ପ୍ରତି ପରିବାରକୁ ୨୦୦ ୟୁନିଟ୍‌ ମାଗଣା ବିଜୁଳି

ବେଲଗାଭି,୧୨।୧: ୨୦୨୩ କର୍ନାଟକ ବିଧାନସଭା ନିର୍ବାଚନରେ କଂଗ୍ରେସ ବିଜୟୀ ହୋଇ କ୍ଷମତାକୁ ଆସିଲେ ରାଜ୍ୟର ପ୍ରତି ପରିବାରକୁ ୨୦୦ ୟୁନିଟ୍‌ ପର୍ଯ୍ୟନ୍ତ ବିଜୁଳି ମାଗଣାରେ ଯୋଗାଇ...

ରାଜ୍ୟପାଳଙ୍କୁ ହଟାଇବା ପାଇଁ ରାଷ୍ଟ୍ରପତିଙ୍କୁ ଚିଠି

କୋଲକାତା,୩୦।୧୨: ପଶ୍ଚିମବଙ୍ଗରେ ରାଜନୈତିକ କାଦୁଅ ଫିଙ୍ଗା ଜାରି ରହିଛି। ଆଗକୁ ରାଜ୍ୟରେ ବିଧାନସଭା ନିର୍ବାଚନ ହେବାକୁଥିବାବେଳେ ଶାସକ ତୃଣମୂଳ କଂଗ୍ରେସ ଏବଂ ଭାଜପା ମୁହାଁମୁହିଁ ସ୍ଥିତିରେ...

ଭବାନୀପୁରରେ ନିରପେକ୍ଷ ମତଦାନ ସମ୍ଭବ ନୁହେଁ

କୋଲାକାତା,୨୭।୯: ଭବାନୀପୁରରେ ଏବେ ଯେଉଁ ଭଳି ସ୍ଥିତି, ସେଠାରେ ନିରପେକ୍ଷ ମତଦାନ ସମ୍ଭବ ନୁହେଁ। ଏଣୁ ଭବାନୀପୁର ଉପ ନିର୍ବାଚନକୁ ବାତିଲ କରାଯାଉ। ନିର୍ବାଚନ କମିଶନ(ଇସି)ଙ୍କ...

ଭୂମି ପୂଜନ ପାଇଁ ଅଯୋଧ୍ୟାରେ ପହଞ୍ଚିଲେ ଯୋଗଗୁରୁ

ଅଯୋଧ୍ୟା,୪।୮: ଯୋଗଗୁରୁ ବାବା ରାମଦେବ ଭୂମି ପୂଜନରେ ସାମିଲ ହେବା ପାଇଁ ମଙ୍ଗଳବାର ଆଯୋଧ୍ୟାରେ ପହଞ୍ଚିଛନ୍ତି। ଆଯୋଧ୍ୟା ପହଞ୍ଚିବା ପରେ ପତଞ୍ଜଳି ଯୋଗପୀଠର କର୍ମକର୍ତ୍ତାମାନେ ତାଙ୍କୁ...

ଧୀରେ ଧୀରେ କମିବ ମୁଦ୍ରାସ୍ଫୀତି

ନୂଆଦିଲ୍ଲୀ,୨୪।୮: ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ)ର ଗଭର୍ନର ଶକ୍ତିକାନ୍ତ ଦାସ ମଙ୍ଗଳବାର ମୁଦ୍ରାସ୍ଫୀତିକୁ ନେଇ ଉଭୟ ଆରବିଆଇ ଏବଂ ସରକାରଙ୍କ ଆଭିମୁଖ୍ୟ ସମ୍ପର୍କରେ ମତ ରଖି...

ସ୍ଥଗିତ ହେବନି ତ୍ରିପୁରା ପୌର ନିର୍ବାଚନ

ନୂଆଦିଲ୍ଲୀ, ୨୪।୧୧: ତ୍ରିପୁରା ପୌର ନିର୍ବାଚନ ଗୁରୁବାର ଅନୁଷ୍ଠିତ ହେବାକୁ ଯାଉଛି। ନିର୍ବାଚନ ସ୍ଥଗିତ ରଖିବା ପାଇଁ ସୁପ୍ରିମକୋର୍ଟ ମନା କରିଦେଇଛନ୍ତି। ତ୍ରିପୁରା ହିଂସାକାଣ୍ଡ ଘଟଣାକୁ...

Advertisement
Archives

Model This Week