ମହିଳାଙ୍କ ବେକରୁ ସୁନାହାର ଝାମ୍ପିନେଲେ ଦୁର୍ବୃତ୍ତ

ମୋରଡା,୨୪।୪(ଡି.ଏନ.ଏ): ମୟୂରଭଞ୍ଜ ଜିଲା ମୋରଡ଼ା ଥାନା ଅଧୀନ ବରକନ୍ଦ ପଞ୍ଚାୟତର ବଇଞ୍ଚତ୍ଡିହାଠାରେ ସୋମବାର ମଧ୍ୟାହ୍ନରେ ଜଣେ ମହିଳାଙ୍କ ବେକରୁ ସୁନାହାର ଝାମ୍ପି ନେଇଛନ୍ତି ଦୁର୍ବୃତ୍ତ। ଲୁଟ୍‌ର ଶିକାର ହୋଇଥିବା ମହିଳା ହେଲେ ରୁଚିସ୍ମିତା ପାଳ। ଏନେଇ ସେ ମୋରଡ଼ା ଥାନାରେ ଅଭିଯୋଗ କରିଛନ୍ତି। ଅଭିଯୋଗ ଅନୁଯାୟୀ, ରୁଚିସ୍ମିତା ବାପଘର ସାମ୍ନାରେ ଛିଡ଼ା ହୋଇଥିବା ବେଳେ ଜଣେ ଯୁବକ ମୁହଁରେ ଧଳା ରୁମାଲ ବାନ୍ଧି ତାଙ୍କ ପାଖକୁ ଆସି ଠିକଣା ପଚାରିବା ବାହାନାରେ ବେକରୁ ସୁନାର ରାଣୀହାର ଛିଣ୍ଡାଇ ନେଇ ପଳାଇଥିଲେ। ଏହାପରେ କିଛିଦୂରରେ ଛିଡ଼ା ହୋଇଥିବା ଅନ୍ୟ ଜଣେ ଯୁବକଙ୍କ ସହ ବାଇକ୍‌ରେ ଫେରାର ହୋଇଯାଇଥିଲେ। ଅଭିଯୋଗ ପାଇ ଥାନାଧିକାରୀ ପଦ୍ମଲୋଚନ ପାଣିଗ୍ରାହୀ ଘଟଣାସ୍ଥଳରେ ପହଞ୍ଚତ୍ ତଦନ୍ତ କରିଥିଲେ। ଏନେଇ ମୋରଡ଼ା ଥାନାରେ ଏକ ମାମଲା ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

ଦିଗପହଣ୍ଡିରେ ଜାଳେଣି ଗ୍ୟାସ ସିଲିଣ୍ଡର କଳାବଜାର, ହନ୍ତସନ୍ତ ହେଉଛନ୍ତି ଲୋକେ

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳମାନଙ୍କରେ ଜାଳେଣି ଗ୍ୟାସ ସିଲିଣ୍ଡରର ବ୍ୟାପକ କଳାବଜାର ହେଉଥିବା ଜାଣିବାକୁ ମିଳିଛି । ମଧ୍ୟପ୍ରାଚ୍ୟ…

ଦଳାଚକଟା ପୀଡ଼ିତାଙ୍କୁ ପ୍ରଥମ ବିଜୟ ଉତ୍ସର୍ଗ କଲେ ଆର୍‌ସିବି ଅଧିନାୟକ

ବେଙ୍ଗାଲୁରୁ,୨୯ା୩: ସନ୍‌ରାଇଜର୍ସ ବିପକ୍ଷ ମ୍ୟାଚ୍‌ରେ ଏକ ଜବରଦସ୍ତ ବିଜୟ ସହ ଡିଫେଣ୍ଡିଂ ଚାମ୍ପିୟନ ରୟାଲ ଚ୍ୟାଲେଞ୍ଜ ବେଙ୍ଗାଲୁରୁ (ଆର୍‌ସିବି) ତା’ର ଅଭିଯାନ ଆରମ୍ଭ କରିଛି। ଦଳର ଏହି…

ଦିଗପହଣ୍ଡିରେ ଅତୀତର ଅଭୁଲା ସ୍ମୃତି ମନେ ପକାଇଲେ ୧୯୮୨ ବ୍ୟାଚର ଛାତ୍ର

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀଗୁପ୍ତେଶ୍ୱର ଶୈବପୀଠ ପରିସରରେ ବନ୍ଧୁମିଳନ । ରବିବାର ଦିଗପହଣ୍ଡି ବ୍ଲକ ଅଞ୍ଚଳର ବିଭିନ୍ନ ଗାଁ ହାଇସ୍କୁଲରେ ପଢ଼ିଥିବା…

ବିପଦ ସୃଷ୍ଟି କରୁଛି ବେଆଇନ ହୋର୍ଡିଂ

କେନ୍ଦୁଝର,୨୯।୩(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସହରରେ ଅସୁରକ୍ଷିତ ଏବଂ ବେଆଇନ ହୋର୍ଡିଂ ବିପଦ ସୃଷ୍ଟି କରୁଛି। କାଳବୈଶାଖୀ ଯୋଗୁ ସହରର ଗାନ୍ଧୀ ଛକ ନିକଟ ଅନିତା ଲୁଗା…

ଜେଲ୍‌ ଶୌଚାଳୟରୁ ମିଳିଲା ବିଚାରାଧୀନ କଏଦୀଙ୍କ ମୃତଦେହ, ପରିବାର ଲୋକେ ଅଭିଯୋଗ ଆଣି କହିଲେ…

ପୁରୀ,୨୯ା୩(ଅଜିତ କୁମାର ମହାନ୍ତି): ରାମଚଣ୍ଡୀ ଥାନା ଅର୍ନ୍ତଗତ ବାରଙ୍ଗସ୍ଥିତ ପୁରୀ ଜେଲରେ ରବିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ପୁରୀ ଜେଲ୍‌ରେ ଥିବା ଜଣେ ବିଚାରାଧୀନ…

LPG କନେକ୍ସନ ଛାଡିଲେଣି ୬ ହଜାର ଲୋକ, ଏହି ଦିଗ ପ୍ରତି ବଢୁଛି ଆଗ୍ରହ, ଗ୍ୟାସ ସଙ୍କଟ ମଧ୍ୟରେ ସରକାର ଦେଲେ ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୨୯।୩: ସାରା ଦେଶରେ, ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG)ର 6,000 ଉପଭୋକ୍ତା ସ୍ବେଚ୍ଛାକୃତ ଭାବରେ ସେମାନଙ୍କର ତରଳ ପେଟ୍ରୋଲିୟମ ଗ୍ୟାସ (LPG) ସଂଯୋଗ ଛାଡି ଦେଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri