ଯାତ୍ରାରେ ମା’ ପୁଅଙ୍କ ଆସିଲା ଏଭଳି ସିନ୍‌: ରାଗ ସମ୍ଭାଳି ପାରିଲେନି ଦର୍ଶକ, ଫୋପାଡି ଦେଇଗଲେ…

ଅନୁଗୋଳ,୧୨।୧୦: କୁହାଯାଏ ଯେତେବେଳେ ଦର୍ଶକ କୌଣସି ନାଟକକୁ ପସନ୍ଦ କରନ୍ତି ସେମାନେ ତାଳି ମାରନ୍ତି। ଅନ୍ୟପକ୍ଷେ ବେଳେ ବେଳେ ଅଭିନୟ ଯାଦୁ ଏମିତି ଥାଏ ଏକ ମିଛ କାଳ୍ପନିକ  ଘଟଣାକୁ ସତ ମାନିନେଇ ଅଭିନେତା ଅଭିନେତ୍ରୀଙ୍କୁ ଗାଳି ଦିଅନ୍ତି । ଏଭଳି ଏକ ଘଟଣା ଘଟିଛି ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ କିଆକଟା ଗାଁରେ ।
ଯାତ୍ରାର ଏକ ସିନ୍‌ରେ ମା’ ପୁଅଙ୍କ ଏଭଳି ଅଭିନୟ ଦେଖିବାକୁ ମିଳିଛି ଯାହାକୁ ସତ ମାନିନେଇ ଦର୍ଶକ ବୋତଲ ମାଡ଼ କରିବାକୁ  ପଛାଇ ନାହାନ୍ତି।
ମା’ ପୁଅଙ୍କର ଅଭିନୟ ଏତେ ମର୍ମସ୍ପର୍ଶୀ ଥିଲା ଯେ,  ଦର୍ଶକ କୋହ ରୋକି ନ ପାରି ନାୟକଙ୍କ ଉପରକୁ ବୋତଲ ଫିଙ୍ଗିଥିଲେ । ସେମାନେ ମଞ୍ଚ ଅଭିନୟକୁ ସତ ଭାବି ନେଇ ନାୟକଙ୍କ ଉପରେ ରାଗି ଯାଇଥିଲେ। କିଆକଟା ଗାଁରେ ଲକ୍ଷ୍ମୀ ପୂଜା ଅବସରରେ ନାଟକ ଅଧା ରାତିର ସାଥୀ ମଞ୍ଚସ୍ଥ ହେଉଥିଲା । ଏକ ଦୃଶ୍ୟରେ ନାୟକ ପ୍ରରୋଚିତ ହୋଇ ନିଜ ମା’ଙ୍କୁ ବୃଦ୍ଧାଶ୍ରମକୁ ଟାଣିଟାଣି ନେଉଥିଲେ । ଏହି ଅଭିନୟରେ ବିଭୋର ହୋଇ ଏହାକୁ ସତ ମାନିନେଇଥିଲେ ଦର୍ଶକ । ରାଗରେ ନାୟକଙ୍କ ଉପରକୁ ବୋତଲ ଫିଙ୍ଗିବାକୁ ବି ପଛାଇନଥିଲେ । ଭିଡିଓଟି ଏବେ ସୋସିଆଲ ମିଡିଆରେ ଭାଇରାଲ ହେଉଛି ।

 

Dharitri – Odisha’s No.1, Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବାତ୍ୟା ଓ ବନ୍ୟାରେ ଫସଲ ନଷ୍ଟ, କ୍ଷତିପୂରଣ ଦାବିରେ ଗଞ୍ଜାମ ଜଲାପାଳଙ୍କ ଅଫିସ୍‌ ଆଗରେ ଚାଷୀଙ୍କ ଧାରଣା!

ଛତ୍ରପୁର,୫।୧୧(ଦିଲ୍ଲୀପ ସାମଲ) : ବାତ୍ୟା ‘ଅର୍ଣ୍ଣବ’ ଓ ପରବର୍ତ୍ତୀ ବନ୍ୟାରେ ଗଞ୍ଜାମ ଜିଲାରେ ବ୍ୟାପକ ଫସଲ କ୍ଷତି ହୋଇଛି । ଫଳରେ କ୍ଷତିଗ୍ରସ୍ତ ଚାଷୀଙ୍କୁ ଉପଯୁକ୍ତ କ୍ଷତିପୂରଣ…

ଆଦର୍ଶ ବିଦ୍ୟାଳୟରୁ ବାଦ୍‌ ପଡ଼ିଲା ୪୨ ମୌଜା ପିଏମ୍‌ ବାଲୁଙ୍କେଶ୍ୱର ବିଦ୍ୟାପୀଠ

କଟକ ସଦର,୫ା୧୧(ସୁଶାନ୍ତ କୁମାର ଜେନା): ଆସନ୍ତା ୬ ତାରିଖରେ ରାଜ୍ୟରେ ଗୋଦାବରୀଶ ଆଦର୍ଶ ବିଦ୍ୟାଳୟ ଯୋଜନା ଆରମ୍ଭ ହେବାକୁ ଯାଉଛି। ଏହି ଯୋଜନାରେ କଟକ ସଦର ବ୍ଲକ…

ଗିଡ଼ିପାବାଲି ଭୂସ୍ଖଳନ ମୃତ୍ୟୁସଂଖ୍ୟା ୬କୁ ବୃଦ୍ଧି ପାଇଲା, ୩୦ ଫୁଟ ଗଭୀର ପର୍ଯ୍ୟନ୍ତ ଖୋଜାଖୋଜି କରିବା ପରେ…

ଭଞ୍ଜନଗର,୫ା୧୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ଗିଡ଼ିପାବାଲିରେ ଗତ ୨୮ ତାରିଖରେ ଭୂସ୍ଖଳନ ଯୋଗୁ ୧୩ ଜଣ ନିଖୋଜ ହୋଇଯାଇଥିଲେ। ସେମାନଙ୍କ ମଧ୍ୟରୁ ଦୁଇଜଣଙ୍କ…

ଫୁଟବଲ ଜଗତରୁ ଅବସର ନେଲେ କ୍ରିଷ୍ଟିଆନୋ ରୋନାଲ୍ଡୋ: ସ୍ବର୍ଣ୍ଣିମ ଅଧ୍ୟାୟର ଅନ୍ତ

ନୂଆଦିଲ୍ଲୀ,୫।୧୧: ଫୁଟବଲ ଜଗତରେ ଏକ ସ୍ବର୍ଣ୍ଣିମ ଅଧ୍ୟାୟର ଅନ୍ତ ଘଟିଛି। ପର୍ତ୍ତୁଗାଲର ମହାନ ଫୁଟବଲର୍‌ କ୍ରିଷ୍ଟିଆନୋ ରୋନାଲ୍ଡୋ ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ଘୋଷଣା କରିଛନ୍ତି। ଗୁରୁବାର ସୋସିଆଲ…

ଭଞ୍ଜନଗରରେ ଚାଞ୍ଚଲ୍ୟ: ଗୁଣି ସନ୍ଦେହରେ ତ୍ରିନାଥଙ୍କୁ ପଥର ଛେଚି ହତ୍ୟା

ଭଞ୍ଜନଗର, ୫।୧୧ (ବାବୁଲା ପ୍ରଧାନ): ଆଧୁନିକ ସମାଜରେ ବିଜ୍ଞାନ ଓ ଶିକ୍ଷାର ପ୍ରସାର ସତ୍ତ୍ୱେ ଗ୍ରାମାଞ୍ଚଳରୁ ଅନ୍ଧବିଶ୍ୱାସ ଦୂର ହୋଇପାରୁନାହିଁ। ଗୁଣିଗାରେଡ଼ି ସନ୍ଦେହରେ ଜଣେ ୮୦ ବର୍ଷୀୟ…

ଅନାଥ ଝାନ୍‌ସୀଙ୍କୁ ପୋଷ୍ୟକନ୍ୟା ଭାବେ ଘୋଷଣା କଲେ ଏମ୍‌ପି ସୁକାନ୍ତ ପାଣିଗ୍ରାହୀ, ଭୂସ୍ଖଳନରେ ମା’-ବାପାଙ୍କୁ ହରାଇ…

ରାଇକିଆ,୫ା୧୧(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକର ମାଣିକେଶ୍ୱର ପଞ୍ଚାୟତର ଡାଙ୍ଗିସି ଗ୍ରାମରେ ଭୂସ୍ଖଳନରେ ମାଟି ତଳେ ପୋତି ହୋଇ ଅଚ୍ୟୁତ ପ୍ରଧାନ, ସ୍ତ୍ରୀ ମାନସୀ ଓ…

ଫେଲ୍‌ ମାରିବ ଟେକ୍ନୋଲୋଜି, ୮୦ ବୟସରେ ଥକି ପଡ଼ିନାହାନ୍ତି ତ୍ରିନାଥ, ୩ ଦିନରେ ତିଆରି କରୁଛନ୍ତି…

ଜଗନ୍ନାଥପ୍ରସାଦ,୫ା୧୧(ବିଭୁ ପ୍ରସାଦ ପଟ୍ଟନାୟକ): ଆଜିର ବୈଷୟିକ ଜ୍ଞାନକୌଶଳ(ଟେକ୍ନୋଲୋଜି) ଯୁଗରେ ଯେଉଁଠି ପାରମ୍ପରିକ ହସ୍ତଶିଳ୍ପ ହଜିଯିବାକୁ ବସିଲାଣି, ସେଭଳି ସମୟରେ ଜଣେ ୮୦ ବର୍ଷର ବୃଦ୍ଧ ନିଜର କୌଳିକ…

ବଲାଙ୍ଗୀରରେ ଗଡ଼ିଲା ସୋଲାର ରଥ, ଓଡ଼ିଶାର ତୃତୀୟ ସ୍ଥାନରେ…

ବଲାଙ୍ଗୀର,୫ା୧୧(ସୁନିଲ କୁମାର ମହାନ୍ତି): ମୁକ୍ତ ବିଜୁଳି ଯୋଜନା ସମ୍ପର୍କରେ ଲୋକଙ୍କୁ ଅଧିକ ସଚେତନ କରିବା ସହ ରୁଫ୍‌ ଟପ୍‌ ସୋଲାର ଗ୍ରହଣ ପାଇଁ ଉତ୍ସାହିତ କରିବା ଲକ୍ଷ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?