ଅନୁସନ୍ଧାନୀ କୁକୁରର ମୃତଦେହ ସତ୍କାର କଲା ପୋଲିସ

ବରଗଡ ଅଫିସ,୧୩।୧୨: ବରଗଡ ଜିଲା ପୋଲିସକୁ ସହଯୋଗ କରି ଆସୁଥିବା ଅନୁସନ୍ଧାନୀ କୁକୁର ଜ୍ୟୋତିର ସୋମବାର ମୃତ୍ୟୁ ହୋଇଛି । ଦୀର୍ଘ ୧୩ ବର୍ଷ ଧରି ମୃତ ଅନୁସନ୍ଧାନୀ କୁକୁର ବରଗଡ ଜିଲା ପୋଲିସକୁ ସହଯୋଗ କରି ଆସୁଥିଲା। ତେବେ ଏହି ଅନୁସନ୍ଧାନୀ କୁକୁରର ମୃତ୍ୟୁ ଜିଲା ପୋଲିସକୁ ବ୍ୟଥିତ କରି ପକାଇଛି। କୁକୁରର ମୃତଦେହକୁ ଜିଲା ପୋଲିସ ସତ୍କାର କରିଛି । ମୃତଦେହ ସତ୍କାର ସମୟରେ ଏସପି ରାହୁଲ ଜୈନଙ୍କ ସମେତ ଅନ୍ୟ ପୋଲିସ ଅଧିକାରୀମାନେ ଉପସ୍ଥିତ ଥିଲେ ।

 


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେନ୍‌ରେ ପିଟିହୋଇ ମହିଳା ଗୁରୁତର

ବଲାଙ୍ଗୀର, ୨୪।୮: ବଲାଙ୍ଗୀର ସହର ନିକଟସ୍ଥ ଝୁଜେନପାଲି ରେଳ ଫାଟକଠାରେ ଟ୍ରେନ୍‌ରେ ପିଟି ହୋଇ ଜଣେ ମହିଳା ଗୁରୁତର ହୋଇଛନ୍ତି। ମହିଳା ଜଣକ ପାଟଣାଗଡ଼ ଥାନା ଅନ୍ତର୍ଗତ…

ଝାଡ଼ଖଣ୍ଡ-ରାଉରକେଲା ପୋଲିସର ବଡ଼ ଅପରେଶନ, ଜଙ୍ଗଲରୁ ଜବତ ହେଲା ବିପୁଳ ବିସ୍ଫୋରକ

ରାଉରକେଲା,୨୪।୮: ସୁନ୍ଦରଗଡ଼ ଜିଲା କେ.ବଲାଙ୍ଗ ଥାନା ନିକଟ ଜଙ୍ଗଲରୁ ସୋମବାର ବିପୁଳ ପରିମାଣର ବିସ୍ଫୋରକ ଜବତ ହୋଇଛି। ମାଓବାଦୀମାନେ ଜଙ୍ଗଲରେ ଏହି ବିସ୍ଫୋରକ ଲୁଚାଇ ରଖିଥିବା ଜଣାପଡିଛି।…

ଗଞ୍ଜାମ ତହସିଲରେ କର୍ମଚାରୀ ଅଭାବ : ଏକାଥରକେ ୬ କର୍ମଚାରୀଙ୍କ ବଦଳି, କାର୍ଯ୍ୟ ବାଧାପ୍ରାପ୍ତ

ଗଞ୍ଜାମ, ୨୪।୮ (ବିଦ୍ୟାଧର ସାହୁ): ଗଞ୍ଜାମ ସହରର ଐତିହାସିକ ପୋତାଗଡ଼ ରାସ୍ତାରେ ଅବସ୍ଥିତ ଗଞ୍ଜାମ ତହସିଲ କାର୍ଯ୍ୟାଳୟରେ କର୍ମଚାରୀ ଅଭାବ ଯୋଗୁ ବିଭିନ୍ନ ସରକାରୀ କାର୍ଯ୍ୟ ବାଧାପ୍ରାପ୍ତ…

୨,୨୪୮ କୋଟି ତୁରନ୍ତ ଫେରାଅ, ୨୧ ବିଭାଗକୁ ଅର୍ଥ ବିଭାଗର ପତ୍ର

ଭୁବନେଶ୍ୱର,୨୪ା୮(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ୨୧ଟି ବିଭାଗ କେନ୍ଦ୍ରୀୟ ପ୍ରବର୍ତ୍ତିତ ଯୋଜନା ଅର୍ଥ ଖର୍ଚ୍ଚ କରିପାରି ନ ଥିବାରୁ ଏବେ ସମସ୍ୟା ସୃଷ୍ଟି ହୋଇଛି। ୨୦୨୫-୨୬ ଆର୍ଥିକବର୍ଷର…

ମନ୍ଦିରକୁ ଯାଇଥିଲେ ମା’, ଫେରିଲା ବେଳକୁ ଝୁଲି ପଡିଥିଲେ ଝିଅ

ଉଦଳା,୨୪।୮(ସନ୍ତୋଷ ବାଛିନୀ): ଘର ଭିତରୁ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ଉଦଳା ଥାନା ଏନଏସି ୧୦ ନମ୍ବର ୱାର୍ଡରେ ଏଭଳି ଅଭାବନୀୟ ଘଟଣା ଘଟିଛି…

ଟ୍ରେନରେ ସୁଟକେସ, ରୋଷେଇ ଘରେ ମଣିଷ ଶରୀରର ଅଙ୍ଗ, ସିସିଟିଭି ଖୋଲିଦେଲା ରହସ୍ୟ

ଆଗ୍ରା,୨୪।୮: କିଛି ଦିନ ପୂର୍ବରୁ, ଆଗ୍ରାରେ ଏକ ଟ୍ରେନରେ ଏକ ସୁଟକେସ ଭିତରେ ପଚିଯାଇଥିବା ଶରୀରର ଅଂଶ ମିଳିବା ସହିତ ଏକ ମାମଲା ସାମ୍ନାକୁ ଆସିଥିଲା। ଏବେ,…

ମାନବିକତା ଦେଖାଇଲେ ଶିଶୁରୋଗ ବିଶେଷଜ୍ଞ: ବାଟେଘାଟେ କରୁଛନ୍ତି ଶିଶୁଙ୍କ ଚିକିତ୍ସା

କେସିଙ୍ଗା, ୨୪/୮ (ତୁମେଶ୍ୱର ସାହୁ): ଶି ଶୁଙ୍କ ପ୍ରତି ଜଣେ ଡାକ୍ତରଙ୍କ ଅନାବିଳ ମାନବିକତା ଏବେ କେସିଙ୍ଗା ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି। କଳାହାଣ୍ଡି ଜିଲାକେସିଙ୍ଗା ସହରସ୍ଥିତ…

ସରକାରୀ ସେବାରେ ବିଳମ୍ବ ହେଲେ ଅଧିକାରୀଙ୍କୁ ଜରିମାନା, ଦିନକୁ କଟିବ ୨୫୦ ଟଙ୍କା

ଭୁବନେଶ୍ବର,୨୪।୮: ସରକାରୀ ସେବା ପ୍ରଦାନ ବ୍ୟବସ୍ଥାକୁ ଅଧିକ ପାରଦର୍ଶୀ ଓ ଉତ୍ତରଦାୟୀ କରିବା ପାଇଁ ଓଡ଼ିଶା ସରକାର ଏକ ଗୁରୁତ୍ୱପୂର୍ଣ୍ଣ ବ୍ୟବସ୍ଥା ଲାଗୁ କରିଛନ୍ତି । ଏଣିକି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri