Posted inଜାତୀୟ

କେଜରିୱାଲଙ୍କୁ ଡାକ୍ତରଖାନା ନେବା ପାଇଁ ଆମ୍ବୁଲାନ୍ସ ପଠାଇଲେ ବରିଷ୍ଠ ଭାଜପା ନେତା

ନୂଆଦିଲ୍ଲୀ,୧।୬: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆମ ଆଦମୀ ପାର୍ଟି ନେତା ଅରବିନ୍ଦ କେଜରିୱାଲଙ୍କୁ ଡାକ୍ତରଖାନା ନେବା ପାଇଁ ଆମ୍ବୁଲାନ୍ସ ପଠାଇଛନ୍ତି ଜଣେ ବରିଷ୍ଠ ଭାଜପା ନେତା । ଗୁରୁତର ସ୍ବାସ୍ଥ୍ୟ ସମସ୍ୟା ଦେଇ ଗତି କରୁଥିବା ନେଇ କେଜରିୱାଲ ସୁପ୍ରିମକୋର୍ଟରେ କହିବା ପରେ ଶନିବାର ଭାଜପା ନେତା ବିଜୟ ଗୋଏଲ ତାଙ୍କ ପାଖକୁ ଏକ ଆମ୍ବୁଲାନ୍ସ ପଠାଇଛନ୍ତି।

ଅନ୍ୟପଟେ ଗୋଏଲ ଅଭିଯୋଗ କରିଛନ୍ତି ଯେ, ଲୋକଙ୍କ ସହାନୁଭୂତି ପାଇବା ପାଇଁ କେଜରିୱାଲ ସ୍ବାସ୍ଥ୍ୟ ସମସ୍ୟା ଦର୍ଶାଇ ଡ୍ରାମା କରୁଛନ୍ତି। ଏଥିପାଇଁ ତାଙ୍କ ପାଖକୁ ଆମ୍ବୁଲାନ୍ସ ପଠାଯାଇଛି। ଏହି ଆମ୍ବୁଲାନ୍ସ ତାଙ୍କୁ ଡାକ୍ତରଖାନାକୁ ନେବା ସହ ସମସ୍ତ ପ୍ରକାର ସ୍ବାସ୍ଥ୍ୟ ପରୀକ୍ଷା କରାଇପାରିବେ। ଏଥିରେ ତାଙ୍କର ପ୍ରକଅତରେ ଦେହ ଖରାପ ଅଛି କି ନାହିଁ ଜଣାପଡିଯିବ।

ସୂଚନା ଥାଉକି, ଦିଲ୍ଲୀ ଅବକାରୀ ନୀତି ମାମଲାରେ ଗିରଫ ହୋଇଛନ୍ତି ମୁଖ୍ୟମନ୍ତ୍ରୀ କେଜରିୱାଲ। ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ତାଙ୍କୁ ମାର୍ଚ୍ଚରେ ଗିରଫ କରିଥିବା ବେଳେ ସେ ତିହାର ଜେଲରେ ଥିଲେ। ଲୋକ ସଭା ନିର୍ବାଚନ ପ୍ରଚାର ପାଇଁ ମେ’ ୧୦ରେ ତାଙ୍କୁ ଅନ୍ତରୀଣ ଜାମିନ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କ ଧମକ ପରେ ଇରାନର ବଡ଼ ଘୋଷଣା, ଶତ୍ରୁ ରାଷ୍ଟ୍ରର ଜାହାଜ ବ୍ୟତୀତ ସମସ୍ତ ଜାହାଜକୁ…

ନୂଆଦିଲ୍ଲୀ,୨୨।୩: ଟ୍ରମ୍ପଙ୍କ ଧମକ ପରେ ଇରାନ ପାଲଟା ଜବାବ ଦେଇଛି । ଇରାନ ହର୍ମୁଜ୍ ଷ୍ଟ୍ରେଟ ସମ୍ପର୍କରେ ନିଜର ମତରେ ସାମାନ୍ୟ ନରମତା ଦେଖାଇଛି । ଏହା…

ହର୍ମୁଜ ଷ୍ଟ୍ରେଟରେ ପହଞ୍ଚିଲା ବ୍ରିଟିଶ ବୁଡ଼ାଜାହାଜ, ଟ୍ରମ୍ପଙ୍କ ଧମକ ମଧ୍ୟରେ କୀର ଷ୍ଟାରମରଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

ଓ୍ବାଶିଂଟନ,୨୨।୩: ମଧ୍ୟପ୍ରାଚ୍ୟରେ ବର୍ତ୍ତମାନ ଚାଲିଥିବା ସଂଘର୍ଷ ଆରମ୍ଭ ହେବାର ତିନି ସପ୍ତାହରୁ ଅଧିକ ସମୟ ବିତିଗଲାଣି; ତଥାପି, ଯୁଦ୍ଧ ଶେଷ ହେବାର କୌଣସି ସୂଚନା ନାହିଁ –…

ବିନା ଦର୍ଶକରେ ଖେଳାଯିବ PSL ମ୍ୟାଚ୍, ଏହି କାରଣରୁ ନିଆଗଲା ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୨।୩: ପାକିସ୍ତାନ ସୁପର ଲିଗ୍ (PSL)ର ନୂତନ ସିଜିନ୍ ମାର୍ଚ୍ଚ ୨୬ ରେ ଆରମ୍ଭ ହେବାକୁ ଯାଉଛି । ସିଜିନ୍ ଆରମ୍ଭ ହେବା ପୂର୍ବରୁ, PCB ଟୁର୍ଣ୍ଣାମେଣ୍ଟ…

ସରକାରୀ ଜମି ଜବରଦଖଲ, ଚୌରଗଡ଼ିଆ ଗ୍ରାମରେ ତୀବ୍ର ଜନଅସନ୍ତୋଷ

ବଞ୍ଚୋ,୨୨।୩(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଚୋରଗାଡ଼ିଆ ଗ୍ରାମରେ ସରକାରୀ ଜମି ଜବରଦଖଲକୁ ନେଇ ଜନଅସନ୍ତୋଷ ଦେଖାଦେଇଛି । ଗ୍ରାମବାସୀଙ୍କ ଅଭିଯୋଗ ଅନୁସାରେ,…

VIDEO:ଷ୍ଟ୍ରେଟ ଅଫ୍ ହର୍ମୁଜରେ ଇରାନର ବଡ଼ ଆକ୍ରମଣ, F-୧୫ ଫାଇଟର ଜେଟକୁ ଖସାଇ ଦେଇଥିବା ଦାବି

ନୂଆଦିଲ୍ଲୀ,୨୨।୩: ଇରାନ ପୁଣିଥରେ ଇସ୍ରାଏଲ ଏବଂ ଆମେରିକାକୁ ଏକ ବଡ଼ ଝଟକା ଦେଇଛି । ଏକ ଇରାନୀ କ୍ଷେପଣାସ୍ତ୍ର ହର୍ମୁଜ୍ ଷ୍ଟ୍ରେଟରେ ଶତ୍ରୁପକ୍ଷର ଏକ F-୧୫ ଲଢ଼ୁଆ…

ଇରାନ ସହ ଯୁଦ୍ଧ ମଧ୍ୟରେ ବଡ଼ ବୟାନ ଦେଲେ ଟ୍ରମ୍ପ! ଜାଣନ୍ତୁ ତେହରାନକୁ ନେଇ କ’ଣ କହିଲେ

ଓ୍ବାଶିଂଟନ,୨୨।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋସିଆଲ ମିଡିଆ ପ୍ଲାଟଫର୍ମ ଟ୍ରୁଥ ସୋସିଆଲରେ ଏକ ପୋଷ୍ଟରେ ଦେଶ ସମ୍ପର୍କରେ ଏକ…

ବିଶ୍ୱ ଜଳ ଦିବସ ସମାରୋହ ୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ, ବଡ଼ ଘୋଷଣା କରି…..

ଭୁବନେଶ୍ବର,୨୨।୩: ରାଜ୍ୟ ସ୍ତରୀୟ ବିଶ୍ୱ ଜଳ ଦିବସ ସମାରୋହ ୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଲୋକସେବା ଭବନ କନଭେନଶନ ସେଣ୍ଟର ଠାରେ…

ମନ୍ଦିରରୁ ରୂପା ଅଳଙ୍କାର ନେଇଗଲେ ଦୁର୍ବୃତ୍ତ, ପୋଲିସ….

ଛତ୍ରପୁର,୨୨।୩(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମଖଣ୍ଡି ଥାନା ଅଧୀନ ମାଣ୍ଡିଆପଲ୍ଲୀରେ ଥିବା ସିରିଡ଼ି ସାଇ ବାବା ମନ୍ଦିରରୁ ଚୋରି । କେହି ଦୁର୍ବୃତ୍ତ ମନ୍ଦିରରୁ ରୂପା ଚୋରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri