ବାଲେଶ୍ୱରର ଜଣେ ବରିଷ୍ଠ ଶିକ୍ଷାବିତଙ୍କ ପରଲୋକ

ବାଲେଶ୍ବର ଅଫିସ,୧୭।୭: ବାଲେଶର ଜିଲାର ଜଣେ ବରିଷ୍ଠ ଶିକ୍ଷାବିତ ଓ ସତ୍ୟସାଇ ଇଞ୍ଜିନିୟରିଂ କଲେଜର ପରିଚାଳନା ନିର୍ଦ୍ଦେଶକ ତଥା ଯୁବ ନେତା ବେଣୁମାଧବ ପଣ୍ଡାଙ୍କ ପରଲୋକ ଘଟିଛି। ବୁଧବାର ରାତି ପ୍ରାୟ ୧୨ଟାରେ ତାଙ୍କର ହାଇଦ୍ରାବାଦ ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧିନ ଅବସ୍ଥାରେ ମୃତ୍ୟୁ ହୋଇଛି। ଗତ କିଛି ଦିନ ତଳେ ବେଣୁମାଧବ କରୋନାରେ ଆକ୍ରାନ୍ତ ହୋଇ ପୁଣି ସୁସ୍ଥ ହୋଇଥିଲେ। ତାଙ୍କର ଆରଟିପିସିଆର ରିପୋର୍ଟ ମଧ୍ୟ ନେଗେଟିଭ ଆସିଥିଲା। ହେଲେ ପରବର୍ତ୍ତୀ ସମୟରେ ତାଙ୍କର ଫୁସ୍‌ଫୁସ ସଂକ୍ରମିତ ହୋଇ ନଷ୍ଟ ହୋଇଯାଇଥିବା ଜଣାପଡ଼ିଥିଲା। ଫଳରେ ତାଙ୍କୁ ଭୁବନେଶ୍ବରରୁ ହାଇଦ୍ରାବାଦକୁ ଏୟାରଲିଫ୍ଟ କରାଯାଇଥିଲା। ତେବେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ଗୁରୁବାର ତାଙ୍କ ମୃତଦେହକୁ ବାଲେଶ୍ବର ଅଣାଯିବ। ସୂଚନା ମୁତାବକ ବେଣୁମାଧବ ହେଉଛନ୍ତି ପୂର୍ବତନ ମନ୍ତ୍ରୀ ପଦ୍ମଲୋଚନ ପଣ୍ଡାଙ୍କ ପୁଅ। ବାଲେଶ୍ବରରେ ସମାଜସେବା ତଥା ରାଜନୀତି କ୍ଷେତ୍ରରେ ସେ ନିଜର ଏକ ପରିଚୟ ସୃଷ୍ଟି କରିପାରିଥିଲେ। ଏହା ସହିତ ସେ ବାଲେଶ୍ବରର ବିଭିନ୍ନ ଅନୁଷ୍ଠାନ ସହିତ ମଧ୍ୟ ଜଡ଼ିତ ଥିଲେ। ତାଙ୍କ ବିୟୋଗରେ ବାଲେଶ୍ୱରରେ ଶୋକର ଛାୟା ଖେଳିଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କାଳବୈଶାଖୀ ପ୍ରଭାବରେ କୁଆପଥର ବର୍ଷା

ପାଟଣା,୧୯ା୪(ସ୍ବ. ପ୍ର.): କେନ୍ଦୁଝର ଜିଲା ପାଟଣା ଓ ସାହାରପଡା ବ୍ଲକର ବିଭିନ୍ନ ସ୍ଥାନରେ ଶନିବାର ଅପରାହ୍ନରେ କାଳ ବୈଶାଖୀ ପ୍ରଭାବରେ ପ୍ରବଳ ପବନ ସାଙ୍ଗକୁ କୁଆପଥର...

ଶ୍ରୀମନ୍ଦିର ରୋଷ ଚୁଲି ଭାଙ୍ଗିବା ଘଟଣା: ୪ ଜେଟିପିଙ୍କୁ ପଚରାଉଚରା

ପୁରୀ ଅଫିସ,୫।୪: ଶ୍ରୀମନ୍ଦିର ରୋଷ ଚୁଲି ଭାଙ୍ଗିବା ଘଟଣାରେ ସୁରକ୍ଷାରେ ନିୟୋଜିତ ୪ ଜଣ ଜେଟିପିଙ୍କୁ ସିଂହଦ୍ୱାର ପୋଲିସ ପଚରାଉଚରା କରୁଛି। ସେହିପରି ସନ୍ଧ୍ୟାଧୂପ ପର୍ଯ୍ୟନ୍ତ...

୩ କ୍ୟାମ୍ପ୍‌ରେ ରହିଲେ ରାଜ୍ୟ ବାହାରର ୧୨୧ ଶ୍ରମିକ

ବାରଙ୍ଗ,୧ା୪(ଡି.ଏନ୍‌.ଏ)- ଚନ୍ଦକା ଥାନା ଅଧୀନରେ ହୋଇଛି ୩ଟି ଆଶ୍ରୟସ୍ଥଳୀ। ମେଣ୍ଢାଶାଳ ଓ ଛତାବର ପଂଚାୟତ ଅଧୀନରେ ଥିବା ଏହି ଆଶ୍ରୟସ୍ଥଳୀରେ ରାଜ୍ୟବାହାର ୧୨୧ଜଣ ଶ୍ରମିକଙ୍କୁ ଚନ୍ଦକା...

ସ୍କୁଲରୁ ଉଠାଇ ନେଇ ଚତୁର୍ଥ ଶ୍ରେଣୀ ଛାତ୍ରୀଙ୍କୁ ବଳାତ୍କାର

ବିଞ୍ଝାରପୁର,୬।୮(ଡି.ଏନ.ଏ.): ଯାଜପୁର ଜିଲା ବିଞ୍ଝାରପୁର ଥାନା ପ୍ରୀତିପୁର ଅଞ୍ଚଳର ଜଣେ ଚତୁର୍ଥ ଶ୍ରେଣୀ ଛାତ୍ରୀଙ୍କୁ ଶୁକ୍ରବାର ସ୍କୁଲ୍‌ରୁ ଉଠାଇ ନେଇ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି।...

ପ୍ରଥମେ ନୂଆ ରିଂ ରୋଡ୍‌, ବ୍ୟବସାୟୀଙ୍କୁ ଥଇଥାନ

କୋଣାର୍କ,୫।୨(ଡି.ଏନ୍‌.ଏ): ଖୁବଶୀଘ୍ର ବିଶ୍ୱ ପ୍ରସିଦ୍ଧ କୋଣାର୍କ ନୂଆ ରୂପ ନେବାକୁ ଯାଉଛି। ଏଥିପାଇଁ କୋଣାର୍କ ସୌନ୍ଦର୍ଯ୍ୟକରଣ ଯୋଜନାରେ କାର୍ଯ୍ୟ ବଣ୍ଟନ କରାଯାଇଥିବାବେଳେ ଗୁରୁବାର ଏ ନେଇ...

୭ ଘଣ୍ଟା ରାଜପଥ ଅବରୋଧ

ସୋହେଲା,୨୩।୩(ଡି.ଏନ.ଏ.): ସୋହେଲା-ବରଗଡ଼ ଜାତୀୟ ରାଜପଥର ଗର୍ଭଣାଠାରେ ଗୁରୁବାର ୨ଟି ବାଇକ୍‌ ମୁହାଁମୁହିଁ ଧକ୍କା ହୋଇଥିଲା। ଫଳରେ ବାଇକ୍‌ ଆରୋହୀ ଗର୍ଭଣା ଗାଁର ଦୁଇ ଭାଇ ତନ୍ମୟ...

ନିମ୍ନମାନର କଲ୍‌ଭର୍ଟ ନିର୍ମାଣ, କାମ ବନ୍ଦ କଲେ ସରପଞ୍ଚ

ରାଜନଗର, ୩୧ା୫(ଡି.ଏନ୍‌.ଏ.):ଅଣଜଳସେଚିତ ରାଜନଗର ବ୍ଲକରେ ଜମିକୁ ପାଣି ଯୋଗାଇବା ଓ ବର୍ଷା ସମୟରେ ଉଦ୍‌ବୃତ୍ତ ପାଣି ନିଷ୍କାସନ ପାଇଁ କଲ୍‌ଭର୍ଟ ନିର୍ମାଣ ନିମନ୍ତେ ସରକାର ଅର୍ଥ...

କୋଟପାଡ଼ରେ ବିଜେଡି ଆଗୁଆ

କୋଟପାଡ଼, ୨୩।୫(ଡି.ଏନ୍‌.ଏ.)- କୋଟପାଡ଼ ବିଧାନସଭା ଆସନରେ ପ୍ରଥମ ରାଉଣ୍ଡ ଗଣତି ସୁଦ୍ଧା ବିଜେଡି ଆଗୁଆ ରହିଛି। ବିଜେଡିର ପଦ୍ମିନୀ ଦିଓ୍ବାନ ୩୧୨୬ ଭୋଟ ପାଇଥିବାବେଳେ କଂଗ୍ରେସର...

Advertisement
Archives

Model This Week