ପରଲୋକରେ ବରିଷ୍ଠ ସାମାଜିକ କର୍ମୀ ରଘୁନାଥ ମିଶ୍ର

ପାଟଣା,୯।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ମୁଖ୍ୟାଳୟସ୍ଥିତ ସାମନ୍ତରାୟପୁର ଶାସନର ବରିଷ୍ଠ ସାମାଜିକ କର୍ମୀ ଓ ଜିଲାର ଜଣାଶୁଣା ବୁଦ୍ଧିଜୀବୀ ରଘୁନାଥ ମିଶ୍ରଙ୍କର ଶୁକ୍ରବାର ସକାଳେ ଦେହାନ୍ତ ଘଟିଛି। ମାତ୍ର ୯୦ ବର୍ଷ ବୟସରେ ସେ ହୃଦ୍‌ଘାତରେ ପ୍ରାଣ ହରାଇଛନ୍ତି। ତାଙ୍କ ବିୟୋଗରେ ବହୁ ବିଶିଷ୍ଟ ବ୍ୟକ୍ତି ଶୋକ ପ୍ରକାଶ କରିବା ସହ ଶେଷ ଦର୍ଶନ କରିଛନ୍ତି। ରଘୁନାଥ ତତ୍କାଳୀନ କେନ୍ଦୁଝର ରାଜାଙ୍କ କର୍ମଚାରୀ ଭାବେ କାର୍ଯ୍ୟ କରିବାର ଅଭିଜ୍ଞତା ସହ ଜିଲାର ବହୁ ଧର୍ମୀୟ, ସାଂସ୍କୃତିକ,ଚିକିତ୍ସାଳୟ ଓ ଶିକ୍ଷାଅନୁଷ୍ଠାନ ପ୍ରତିଷ୍ଠା ଓ ବିକାଶରେ ସେ ବିନ୍ଧାଣି ସାଜି ଥିଲେ। ତାଙ୍କର ଅନ୍ତିମ ସଂସ୍କାର ପାଟଣା ବୈତରଣୀ ନଦୀ ତଟରେ ସମ୍ପନ୍ନ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସର୍ଭର ଡାଉନ, ପଞ୍ଜୀକରଣ ପାଇଁ ଚାଷୀ କଲବଲ

ହାଟଡିହୀ/ଛେନାପଦୀ,୩୦l୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ଚାଷୀଙ୍କ ନାମ ପଞ୍ଜୀକରଣର ସମୟ ସୀମା ସରକାର ଆଉ ୭ ଦିନ ବୃଦ୍ଧି କରିଛନ୍ତି। କିନ୍ତୁ ସର୍ଭର ଡାଉନ ଥିବାରୁ ଚାଷୀ ନାମ…

ନାବାଳିକା ଛାତ୍ରୀଙ୍କୁ ଅପହରଣ କରିନେଲେ ୨୨ ବର୍ଷୀୟ ଯୁବକ, ଗାଁରେ ଉତ୍ତେଜନା ପରେ…

ହାଟଡିହୀ/ଛେନାପଦୀ,୩୦ା୮(ଶୁଭକାନ୍ତ ନାୟକ/ନିରାକାର): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ନନ୍ଦିପଦା ଥାନା ଅଞ୍ଚଳରେ ଜଣେ ନାବାଳିକା ଦଶମ ଶ୍ରେଣୀ ଛାତ୍ରୀକୁ ଅପହରଣ କରାଯାଇଥିବା ଥାନାରେ ଅଭିଯୋଗ ହୋଇଛି। ଏହାକୁ…

ଛାତ୍ରୀଛାତ୍ରଙ୍କୁ ନିଶାଠାରୁ ଦୂରେଇ ରହିବାକୁ ଆହ୍ବାନ

ବଞ୍ଚୋ,୩୦ା୮(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ବଞ୍ଚୋର ପ୍ରାଣବଲ୍ଲଭ ପବ୍ଲିକ ସ୍କୁଲରେ ‘ନିଶାମୁକ୍ତ ଭାରତ ଅଭିଯାନ’ ଅଧୀନରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଆନନ୍ଦପୁର ଏସ୍‌ଡିପିଓ…

କନ୍ୟା ସନ୍ତାନ ଜନ୍ମଦେଲେ ୧୬ ବର୍ଷୀୟା ନାବାଳିକା: ପୋଲିସର ମାମଲା ରୁଜୁ

କେନ୍ଦୁଝର, ହାଟଡିହୀ,୩୦।୮(ନରେଶ ଚନ୍ଦ୍ର ପଟ୍ଟନାୟକ/ ଶୁଭକାନ୍ତ ନାୟକ/ନିରାକାର ପରିଡା ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ଜଣେ ୧୬ ବର୍ଷୀୟା ନାବାଳିକା କନ୍ୟା ସନ୍ତାନକୁ ଜନ୍ମ…

ପାଟଣାରେ ଚାଞ୍ଚଲ୍ୟ: କାଠ ଫାଳିଆରେ ପିଟି ସ୍ତ୍ରୀଙ୍କୁ ହତ୍ୟା, ସ୍ୱାମୀ ଅଟକ

ପାଟଣା, ୨୯/୮ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅଧୀନ ମଲ୍ଲିପଶି ଭୂମିଜ ସାହିରେ ଶନିବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ୱାମୀ…

ସେକ୍ଟର ମିଟିଂ ଚାଲିଥିବା ବେଳେ ଅଙ୍ଗନବାଡ଼ି କେନ୍ଦ୍ର ଉପରେ ବଜ୍ରପାତ, ୯ କର୍ମୀ…

ପାଟଣା,୩୦ା୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମଲ୍ଲିପୋଷି ଅଙ୍ଗନୱାଡ଼ି କେନ୍ଦ୍ରରେ ବୈଠକ ଚାଲିଥିବା ବେଳେ ବଜ୍ରପାତ ହୋଇଛି । ଶନିବାର ୨୩ ଜଣ ଅଙ୍ଗନୱାଡ଼ି…

ହାତୀପଲକୁ ଘଉଡ଼ାଇବା ପାଇଁ ଯାଇ ଆଉ ଫେରିଲେନି , ଚାଲିଗଲା ଜୀବନ

ପାଟଣା, ୩।୮ (ବୀର କିଶୋର ଦାଶ): ହାତୀ ଘଉଡ଼ାଇବାକୁ ଯାଇ ହାତୀ ଆକ୍ରମଣରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। କେନ୍ଦୁଝର ଜିଲା ପାଟଣା ରେଞ୍ଜ ଖିରେଇଟାଙ୍ଗିରୀ ସେକ୍ସନ…

ସ୍କୁଲ ଛାତରୁ ପାଣି ଗଳୁଛି, ରାସ୍ତା ନାହିଁ: ଖବରଦାତାଙ୍କୁ ବାହାରକରି ଗେଟ୍‌ରେ ତାଲା ପକାଇଦେଲେ ପ୍ରଧାନ ଶିକ୍ଷୟିତ୍ରୀ

ଆନନ୍ଦପୁର,୨୯ା୮(ସୁଶାନ୍ତ କୁମାର ସାହୁ):କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶାଳବଣି ପଞ୍ଚାୟତ ବାଲିପଶିସ୍ଥିତ ସରକାରୀ ପ୍ରାଥମିକ ବିଦ୍ୟାଳୟ ଦୟନୀୟ ଅବସ୍ଥାରେ ଚାଲିଛି। ପରିବେଶ ସଫା କରାଯାଉ ନ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri