ସିରିଜ୍‌ ଦୁର୍ଘଟଣା ଘଟାଇଲା ଅବକାରୀ ବିଭାଗ ଗାଡ଼ି, ଡ୍ରାଇଭର ଅଟକ

ଛତ୍ରପୁର,୧୭ା୧୧(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁରର ଅବକାରୀ ବିଭାଗ ଗାଡ଼ି ଶୁକ୍ରବାର ସକାଳେ ସିରିଜ୍‌ ଦୁର୍ଘଟଣା ଘଟାଇଛି।

ସୂଚନାରୁ ପ୍ରକାଶ ଯେ, ଓଡି ୦୭ ଏଏଚ ୯୨୫୬ ନମ୍ବର ବିଶିଷ୍ଟ ଏକ ବୋଲେରୋ ଯେଉଁଥିରେ ଅବକାରୀ ବିଭାଗ ଲେଖା ହୋଇଛି। ଉକ୍ତ ଗାଡ଼ି ଧରି ହୁମ୍ବର ଗାଁର ଡ୍ରାଇଭର ଆଶୋକ ଜେନା ଆଜି ସକାଳେ ଅବକାରୀ କାର୍ଯ୍ୟାଳୟକୁ ବାହାରିଥିଲେ। ତେବେ ଅଶୋକ ପ୍ରଥମେ ଛତ୍ରପୁର ରିକାପଲ୍ଲୀ, ପରେ ଜଗନ୍ନାଥ ମନ୍ଦିର ନିକଟରେ ଏବଂ ଶେଷରେ ଲୋଏର ବସଷ୍ଟାଣ୍ଡ ନିକଟରେ ଜଣେ ବାପା ତାଙ୍କ କୁନି ପୁଅକୁ ଧରି ଯାଉଥିବା ସମୟରେ ଦୁର୍ଘଟଣା ଘଟାଇଛନ୍ତି। ଖବର ପାଇ ଛତ୍ରପୁର ଥାନା ପୋଲିସ ଘଟଣାସ୍ଥଳକୁ ଆସି ଡ୍ରାଇଭର ଅଶୋକଙ୍କୁ ଧରି ଅଟକ ରଖି ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳାଙ୍କ ପେଟରୁ ବାହାରିଲା ୧୫ କେଜି ଟ୍ୟୁମର

କୋରାପୁଟ,୭ା୧୧(ଅମିତାଭ ବେହେରା): କୋରାପୁଟ ଶହୀଦ ଲକ୍ଷ୍ମଣ ନାୟକ ମେଡ଼ିକାଲ କଲେଜ ଓ ହସ୍ପିଟାଲର ମାତୃ ଏବଂ ଶିଶୁ ସ୍ବାସ୍ଥ୍ୟକେନ୍ଦ୍ରରେ ଗୁରୁବାର ଏକ ବିରଳ ଅସ୍ତ୍ରୋପଚାର ସଫଳ...

ସମସ୍ୟା ଘେରରେ ସଦର ମହକୁମା: ନା ଅଛି ବସ ଷ୍ଟାଣ୍ଡ ନା ଶୌଚାଳୟ ; ମହିଳା ଯାତ୍ରୀ ହନ୍ତସନ୍ତ

ଥୁଆମୂଳ ରାମପୁର,୭।୧୧(ଦୁର୍ଗା କୀର୍ତ୍ତି): ଶିକ୍ଷା, ସ୍ବାସ୍ଥ୍ୟ ଏବଂ ଗମନାଗମନ ଭଳି ବିଭିନ୍ନ କ୍ଷେତ୍ରରେ ସବୁଠାରୁ ପଛରେ ରହିଥିବା କଳାହାଣ୍ଡି ଜିଲାର ଆଦିବାସୀ ଅଧ୍ୟ୍ୟୁଷିତ ଥୁଆମୂଳ ରାମପୁର...

ଜଙ୍ଗଲ ସୁରକ୍ଷା ପାଇଁ ରାଜରାସ୍ତାରେ ବସିଲେ

କୋକସରା,୭ା୧୧ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଜୀବନ ଯାଉ ପଛେ ସାହାଜଖୋଲ ଜଙ୍ଗଲ ବଞ୍ଚିଥାଉ ଏହି ନାରା ଦେଇ ଗୁରୁବାର ଧର୍ମଗଡ ବନାଞ୍ଚଳ ସାହାଜଖୋଲ ଜଙ୍ଗଲ ସୁରକ୍ଷା...

ଡିଜି ଦେଲେ ବଡ଼ ପ୍ରତିଶ୍ରୁତି: ୨୦୨୬ ମାର୍ଚ୍ଚ ସୁଦ୍ଧା…

ମାଲକାନଗିରି,୭ା୧୧(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଗସ୍ତରେ ପୋଲିସ ଡିଜି ୱାଇ.ବି. ଖୁରାନିଆ ଗୁରୁବାର ଆସି ମାଓବାଦୀ ସମସ୍ୟା ଓ ବିଭିନ୍ନ ବିଷୟରେ ଉଚ୍ଚସ୍ତରୀୟ ସମୀକ୍ଷା କରିଥିଲେ।...

ହ୍ବାଟ୍ସଆପ୍‌ ହ୍ୟାକ୍‌କରି ନେଇଗଲେ ୯୯ ହଜାର ଟଙ୍କା

ଉମରକୋଟ,୭।୧୧(ସନ୍ତୋଷ ଶତପଥୀ): ସାଇବର ଠକେଇର ଶିକାର ହୋଇଛନ୍ତି ଉମରକୋଟର ୫ନମ୍ବର ୱାର୍ଡସ୍ଥିତ ଏକ ଚାଉଳ ମିଲ୍‌ ମାଲିକ ପି. ଚନ୍ଦ୍ରଶେଖର (୩୬)। ଚନ୍ଦ୍ରଶେଖର ଏ ନେଇ...

ଜୁନିୟର ମ୍ୟାନେଜରଙ୍କ ଅମାପ ସମ୍ପତ୍ତି ଦେଖି ହୋଇଯିବେ ତାଜୁବ, ପ୍ରକୃତ ଆୟଠାରୁ ୭୩୬ ପ୍ରତିଶତ ଅଧିକ

ଭୁବନେଶ୍ୱର,୭।୧୧: ଇଡିକୋ ଜୁନିୟର ମ୍ୟାନେଜର ବିଜୟ ଉଦୟସିଂଙ୍କ ଅମାପ ସମ୍ପତ୍ତି ଠାବ ହୋଇଛି। ପ୍ରକୃତ ଆୟଠାରୁ ୭୩୬ ପ୍ରତିଶତ ଅଧିକ ସମ୍ପତ୍ତି ଭିଜିଲାନ୍ସ ଠାବ କରିଛି।...

ଆମ୍ବଟାକୁଆ ଜାଉ ଖାଇ ମୃତ୍ୟୁ ଘଟଣା: ସପ୍ତାହକ ପରେ ମାଣ୍ଡିପଙ୍କାରେ ଭାଜପା କର୍ମୀ

ଦାରିଙ୍ଗବାଡି,୭।୧୧ (ଅରୁଣ ସାହୁ ):ଦାରିଙ୍ଗବାଡି ଭାଜପା ପକ୍ଷରୁ ଗୁରୁବାର ଗଦାପୁର ପଞ୍ଚାୟତ ମାଣ୍ଡିପଙ୍କା ଗ୍ରାମରେ ପହଞ୍ଚି ମୃତକ ଓ ଗୁରୁତର ପରିବାରକୁ ଭେଟିଛନ୍ତି । ସେମାନଙ୍କ...

୧୪ରୁ ପୁଣି ହାତୀ ଗଣନା

ଭଞ୍ଜନଗର,୭ା୧୧(ବାବୁଲା ପ୍ରଧାନ)- ରାଜ୍ୟ ସରକାର ପ୍ରଥମ ଥର ପାଇଁ ବର୍ଷକୁ ଦୁଇଥର ହାତୀ, ବାଘ ଓ ଅନ୍ୟ ବନ୍ୟପ୍ରାଣୀ ଗଣନା କରିବାକୁ ଯାଉଛନ୍ତି। ଆସନ୍ତା ୧୪...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri