Posted inଖେଳ

ଭାରତ ବିପକ୍ଷ ସିରିଜ ପୂର୍ବରୁ ଅଷ୍ଟ୍ରେଲିଆକୁ ଝଟ୍‌କା; ୩ ଖେଳାଳି ପଡ଼ିଲେ ବାଦ୍‌

ନୂଆଦିଲ୍ଲୀ,୧୪।୯: ଟି୨୦ ବିଶ୍ୱକପ୍‌ ପୂର୍ବରୁ ଅଷ୍ଟ୍ରେଲିଆ ବିପକ୍ଷରେ ଟି୨୦ ସିରିଜ ଖେଳିବ ଭାରତ। ସେପ୍ଟେମ୍ବର ୨୦ରୁ ଏହି ସିରିଜ ଆରମ୍ଭ ହେବ। ତେବେ ଏହା ପୂର୍ବରୁ ଅଷ୍ଟ୍ରେଲିଆ ପକ୍ଷରୁ ଦଳରେ ୩ ବଡ଼ ପରିବର୍ତ୍ତନ କରାଯାଇଛି। ଆହତ ସମସ୍ୟା ଯୋଗୁ ଅଷ୍ଟ୍ରେଲିଆର ମିଚେଲ ଷ୍ଟାର୍କ, ମିଚେଲ ମାର୍ଶ ଏବଂ ମାର୍କସ ଷ୍ଟୋଇନିସଙ୍କୁ ଭାରତ ଗସ୍ତରୁ ବାଦ୍‌ ଦିଆଯାଇଛି। ଆଗକୁ ବିଶ୍ୱକପ୍‌ ଥିବାରୁ ଦଳ କୌଣସି ରିସ୍କ ନେବାକୁ ଚାହୁଁନାହିଁ। ଏଭଳି ସ୍ଥିତିରେ ୩ ଖେଳାଳିଙ୍କୁ ବିଶ୍ରାମ ଦେବାକୁ ନିଷ୍ପତ୍ତି ନିଆଯାଇଛି। ସେମାନଙ୍କ ସ୍ଥାନରେ ନାଥନ୍‌ ଏଲିସ୍‌, ଡାନିଏଲ୍‌ ସାମସ୍‌ ଏବଂ ଶନ୍‌ ଆବଟ୍ଟଙ୍କୁ ଦଳରେ ସାମିଲ କରାଯାଇଛି। ତେବେ ଭାରତ ବିପକ୍ଷ ସିରିଜ ପରେ ଅଷ୍ଟ୍ରେଲିଆ ଘରୋଇ ମଇଦାନରେ ଇଂଲଣ୍ଡ ଏବଂ ଓ୍ବେଷ୍ଟଇଣ୍ଡିଜ ବିପକ୍ଷରେ ଟି୨୦ ସିରିଜ ଖେଳିବ। ଏହାପରେ ଟି୨୦ ବିଶ୍ୱକପ୍‌ ଆରମ୍ଭ ହେବ।

ମ୍ୟାଚ୍‌ର ସୂଚୀ:
-ସେପ୍ଟେମ୍ବର ୨୦-ପ୍ରଥମ ଟି୨୦-ମୋହାଲି
-ସେପ୍ଟେମ୍ବର ୨୩-ଦ୍ୱିତୀୟ ଟି୨୦-ନାଗପୁର
-ସେପ୍ଟେମ୍ବର ୨୫-ତୃତୀୟ ଟି୨୦-ହାଇଦ୍ରାବାଦ


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

୬୧ ବର୍ଷରେ ପାଦଦେଲେ କପିଲ୍‌ ଦେବ: ୧୯୮୩ରେ ଭାରତ ପାଇଁ ଆଣିଥିଲେ ପ୍ରଥମ ବିଶ୍ୱକପ୍‌

ନୂଆଦିଲ୍ଲୀ,୬।୧: ଅଲ୍‌ରାଉଣ୍ଡର କ୍ରିକେଟ୍‌ ତାରକା କପିଲ୍‌ ଦେବ୍‌ ସୋମବାର ୬୧ ବର୍ଷରେ ପାଦ ଦେଇଛନ୍ତି। ସେ ୧୯୫୯ ଜାନୁୟାରୀ ୬ରେ ଚଣ୍ଡିଗଡ଼ରେ ଜନ୍ମଗ୍ରହଣ କରିଥିଲେ। ତାଙ୍କର...

ଭାରତୀୟ କ୍ରିକେଟର୍‌ର କର୍ନଲ କିଏ ଜାଣନ୍ତି, ତାଙ୍କ ରେକର୍ଡ ଭାଙ୍ଗିପାରି ନ ଥିଲେ ସଚିନ-ଗାଭାସ୍କର

ଭାରତର ପୂର୍ବତନ ଅଧିନାୟକ ଦିଲୀପ ଭେଙ୍ଗସରକାର ଆଜି ୬୫ତମ ଜନ୍ମଦିନ ପାଳନ କରୁଛନ୍ତି। କର୍ନଲ ଭାବରେ ଜଣାଶୁଣା ଦିଲୀପ କ୍ରିକେଟ ଇତିହାସରେ ଏକ ଅବିସ୍ମରଣୀୟ ଛାପ...

ୟୁଟ୍ୟୁବ୍‌ରେ ‘ମନ କି ବାତ୍‌’ କାର୍ଯ୍ୟକ୍ରମର ଏକ ଏପିସୋଡକୁ ମିଳିଛି ସର୍ବାଧିକ ଡିସ୍‌ ଲାଇକ୍‌

ନୂଆଦିଲ୍ଲୀ, ୧।୧୨ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ‘ମନ କି ବାତ୍‌’ କାର୍ଯ୍ୟକ୍ରମ ଏବେ ଚର୍ଚ୍ଚାରେ ରହିଛି। ଏହି ମାସିକିଆ କାର୍ଯ୍ୟକ୍ରମର ଏକ ଏପିସୋଡକୁ ମିଳିଛି...

୫୧ ବର୍ଷରେ ବି ନୂଆ ନୂଆ ଗର୍ଲଫ୍ରେଣ୍ଡ କରିବାକୁ ପସନ୍ଦ କରନ୍ତି ଏହି ପ୍ରସିଦ୍ଧ କ୍ରିକେଟର୍‌

ଅଷ୍ଟ୍ରେଲିଆର ପୂର୍ବତନ ଲେଗ-ସ୍ପିନର ସେନ୍‌ ୱାର୍ଣ୍ଣ ଅନେକ ସମୟରେ ବିବାଦ ଘେରରେ ରହିଥାନ୍ତି। କ୍ରିକେଟର ଶ୍ରେଷ୍ଠ ଲେଗ-ସ୍ପିନର ଭାବରେ ମାନ୍ୟତା ପାଇବା ବ୍ୟତୀତ ୱାର୍ଣ୍ଣ ପ୍ରେମ...

ଦକ୍ଷିଣ ଆଫ୍ରିକାକୁ ବଡ଼ ଝଟକା

ଲଣ୍ଡନ,୧୪ା୮: ଇଂଲଣ୍ଡ ବିପକ୍ଷ ୩ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ୍‌ ପୂର୍ବରୁ ଦକ୍ଷିଣ ଆଫ୍ରିକାକୁ ଲାଗିଛି ବଡ଼ ଝଟକା। ହାର୍ମଷ୍ଟ୍ରିଙ୍ଗ୍‌ ଆଘାତ କାରଣରୁ ସିରିଜରୁ ବାଦ୍‌...

ଆଇପିଏଲ ବାୟୋ-ବବ୍‌ଲ ସମ୍ପୂର୍ଣ୍ଣ ସୁରକ୍ଷିତ ନ ଥିଲା

କୋଲକାତା, ୨୩।୫(ପି.ଟି.)- ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୪ତମ ସଂସ୍କରଣ ପାଇଁ ବାୟୋ-ବବ୍‌ଲ ଗତବର୍ଷ ୟୁଏଇ (ୟୁନାଇଟେଡ ଆରବ ଏମିରେଟ୍ସ)ପରି ସମ୍ପୂର୍ଣ୍ଣ ସୁରକ୍ଷିତ ନ ଥିଲା।...

୧୨୧ ରନ୍‌ରେ ଅଟକିଲା ହାଇଦ୍ରାବାଦ

ଲକ୍ଷ୍ନୌ, ୭।୪: ଲକ୍ଷ୍ନୌସ୍ଥିତ ଭାରତ ରତ୍ନ ଅଟଳ ବିହାରୀ ବାଜପେୟୀ ଏକାନା କ୍ରିକେଟ ଷ୍ଟାଡିୟମରେ ଶୁକ୍ରବାର ଖେଳାଯାଉଥିବା ଆଇପିଏଲ୍‌ର ୧୦ତମ ମ୍ୟାଚରେ ସନ୍‌ରାଇଜର୍ସ ହାଇଦ୍ରାବାଦ ଅଧିନାୟକ...

ଟସ୍‌ ଜିତିଲା ମୁମ୍ବାଇ, ବ୍ୟାଟିଂ କରୁଛି ପଞ୍ଜାବ

ମୁମ୍ବାଇ,୧୩।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌) ୨୦୨୨ରେ ବୁଧବାର ପଞ୍ଜାବ କିଙ୍ଗ୍ସ ଏବଂ ମୁମ୍ବାଇ ଇଣ୍ଡିଆନ୍ସ ମଧ୍ୟରେ ମ୍ୟାଚ୍‌ ଜାରି ରହିଛି। ଏଥିରେ ମୁମ୍ବାଇ ଟସ୍‌ ଜିତି...

Advertisement
Archives

Model This Week