Posted inଖେଳ

ଦ୍ୱିତୀୟ ଟେଷ୍ଟ ପୂର୍ବରୁ ଭାରତୀୟ ଦଳକୁ ଝଟ୍‌କା

ଢାକା,୨୧।୧୨: ଭାରତୀୟ ଟେଷ୍ଟ ଦଳର ବର୍ତ୍ତମାନର ଅଧିନାୟକ କେ.ଏଲ ରାହୁଲ ଆହତ ହୋଇଛନ୍ତି। ଅଭ୍ୟାସ ସମୟରେ ସେ ଆହତ ହୋଇଥିବା ଜଣାପଡିଛି। ଭାରତ ଏବଂ ବାଂଲାଦେଶ ମଧ୍ୟରେ ଟେଷ୍ଟ ସିରିଜ ଖେଳାଯାଉଛି। ରୋହିତ ଶର୍ମାଙ୍କ ଅନୁପସ୍ଥିତିରେ ରାହୁଲଙ୍କୁ ପ୍ରଥମ ଟେଷ୍ଟ ମ୍ୟାଚ ପାଇଁ ଅଧିନାୟକ କରାଯାଇଥିଲା। କିନ୍ତୁ ବର୍ତ୍ତମାନ ସେ ଆହତ ହୋଇଛନ୍ତି। ତେଣୁ ଦ୍ୱିତୀୟ ଟେଷ୍ଟ ମ୍ୟାଚରେ ଖେଳିବା ଉପରେ ସନ୍ଦେହ ରହିଛି। ତେବେ ବ୍ୟାଟିଂ କୋଚ ବିକ୍ରମ ରାଠୋରଙ୍କ ଅନୁଯାୟୀ, ରାହୁଲଙ୍କ ଆଘାତ ଅତ୍ୟନ୍ତ ଗୁରୁତର ନୁହେଁ। ତାଙ୍କ ହାତରେ ସାମାନ୍ୟ ସମସ୍ୟା ଅଛି। ଡାକ୍ତରମାନେ ଏହାର ଅନୁସନ୍ଧାନ କରୁଛନ୍ତି। କିନ୍ତୁ ଆଶା କରୁଛି ସବୁକିଛି ଠିକ ହୋଇଯିବ।
ଭାରତ ଏବଂ ବାଂଲାଦେଶ ମଧ୍ୟରେ ଟେଷ୍ଟ ସିରିଜର ଦ୍ୱିତୀୟ ମ୍ୟାଚ ଗୁରୁବାରଠାରୁ ଖେଳାଯିବ। ଏହି ଟେଷ୍ଟରେ ଯଦି ରାହୁଲ ନ ଖେଳନ୍ତି ଭାରତ ପାଇଁ ବଡ଼ ଝଟ୍‌କା ହେବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆଇପିଏଲ୍‌ ଆୟୋଜନ କରିବାକୁ ଏହି ଦେଶ ଆଗ୍ରହୀ

ନୂଆଦିଲ୍ଲୀ,୬।୭(ପି.ଟି.): ୟୁନାଇଟେଡ୍‌ ଆରବ ଏମିରେଟ୍ସ (ୟୁଏଇ) ଓ ଶ୍ରୀଲଙ୍କା ପରେ ନ୍ୟୁଜିଲାଣ୍ଡ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ଆୟୋଜନ କରିବାକୁ ପ୍ରସ୍ତାବ ଦେଇଛି। ଏନେଇ ଭାରତୀୟ...

‘କେଉଁ ପ୍ରକାର ମେସେଜ୍‌ ଚାହୁଁଥିଲେ କୋହଲି’

ନୂଆଦିଲ୍ଲୀ,୬।୯: ପାକିସ୍ତାନ ବିପକ୍ଷ ମ୍ୟାଚ୍‌ରେ ପରାଜୟ ପରେ ବିରାଟ କୋହଲି ଏକ ମନ୍ତବ୍ୟ ଦେଇ ଚର୍ଚ୍ଚାକୁ ଆସିଛନ୍ତି। ସେ କହିଥିଲେ, ମୁଁ ଟେଷ୍ଟ ଅଧିନାୟକତ୍ୱ ଛାଡିବା...

୪ ସହରରେ ଖେଳାଯିବ ପିଏସଏଲ୍‌

ଇସଲାମବାଦ,୩।୧(ଏ.ପି.)- ବିଦେଶୀ ଦଳକୁ ଦେଶକୁ ଆମନ୍ତ୍ରଣ କରିବା ପାଇଁ ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) ଆଉ ଏକ ପଦକ୍ଷେପ ନେଇଛି। ଦେଶକୁ ସୁରକ୍ଷିତ ଦର୍ଶାଇବା ଲାଗି...

ଦ୍ୱିତୀୟ ଟି୨୦: ଭାରତର ସହଜ ବିଜୟ

ଇନ୍ଦୋର, ୮।୧(ପି.ଟି.)- ବୋଲରଙ୍କ ପ୍ରଭାବୀ ପ୍ରଦର୍ଶନ ପରେ ଟପ୍‌ ଅର୍ଡର ବ୍ୟାଟ୍ସମ୍ୟାନଙ୍କ ଉପଯୋଗୀ ବ୍ୟାଟିଂ ବଳରେ ଭାରତ ସ୍ଥାନୀୟ ହୋଲକାର ଷ୍ଟାଡିୟମରେ ମଙ୍ଗଳବାର ଅନୁଷ୍ଠିତ ଦ୍ୱିତୀୟ...

ଶୀର୍ଷ ସ୍ଥାନ ହରାଇଲେ ଶେଫାଳି

ଦୁବାଇ,୯।୩- ଆଇସିସି ମହିଳା ଟି୨୦ ବ୍ୟାଟ୍ସଓମେନଙ୍କ ର଼୍ୟାଙ୍କିଙ୍ଗ୍‌ରେ ଭାରତୀୟ ଖେଳାଳି ଶେଫାଳି ବର୍ମା ଶୀର୍ଷ ସ୍ଥାନ ହରାଇଛନ୍ତି। ସେ ଦୁଇଟି ସ୍ଥାନ ତଳକୁ ଖସି ଆସି...

କୁମିନ୍ସ ଛଡ଼ାଇ ନେଲେ ମ୍ୟାଚ୍‌

ପୁଣେ,୬।୪: ପାଟ କୁମିନ୍ସଙ୍କ ବିସ୍ଫୋରକ ଅର୍ଦ୍ଧଶତକ ରନ୍‌ର ପାଳି ବଳରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର) ୫ ଉଇକେଟରେ ମୁମ୍ବାଇ ଇଣ୍ଡିଆନ୍ସକୁ ହରାଇ ଦେଇଛି। ୧୬୨...

ରାଜ୍ୟଗୋଷ୍ଠୀ ଟେବୁଲ ଟେନିସ: ପ୍ରସ୍ତୁତି ଅନୁଧ୍ୟାନ କଲେ କ୍ରୀଡ଼ାମନ୍ତ୍ରୀ

କଟକ ଅଫିସ,୧୩ା୭- ଆଉ ୪ ଦିନ ପରେ ଜବାହାରଲାଲ ନେହେରୁ ଇନଡୋର ଷ୍ଟାଡିୟମରେ ରାଜ୍ୟଗୋଷ୍ଠୀ ଟେବୁଲ ଟେନିସ କ୍ରୀଡ଼ା ଆରମ୍ଭ ହେବ । ଏ ନେଇ...

ମନୋହରଙ୍କ କାର୍ଯ୍ୟକାଳ ୨ ମାସ ବଢିପାରେ ଆଇସିସି ଅଧ୍ୟକ୍ଷ ପଦ ଦୌଡ଼ରେ ଗେଭ୍ସ ସର୍ବାଗ୍ରେ

ନୂଆଦିଲ୍ଲୀ,୨୪।୪(ପି.ଟି.): ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ଅଧ୍ୟକ୍ଷ ଭାବେ ଶଶାଙ୍କ ମନୋହରଙ୍କ କାର୍ଯ୍ୟକାଳ ଆଉ ୨ ମାସ ବଢିପାରେ। ଜୁନ୍‌ରେ ସେ ପଦ ଛାଡିବେ ବୋଲି...

Advertisement
Archives

Model This Week