Posted inଫୁରସତ

ଟିକେଟ୍‌ କାଉଣ୍ଟରେ ଲାଗିଥିଲା ଏପରି ସାଇନ ବୋର୍ଡ: ଦେଖିଲେ ହସି ହସି ଗଡ଼ିଯିବେ

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ବିହାରର ପାଟନା ଜଙ୍କସନର ପ୍ଲାଟଫର୍ମ ଟିକେଟ କାଉଣ୍ଟରରେ ଏକ ମଜାଳିଆ ସାଇନ ବୋର୍ଡ ଦେଖିବାକୁ ମିଳିଛି। କାଉଣ୍ଟରରେ କୌଣସି କର୍ମଚାରୀ ଉପସ୍ଥିତ ନଥିଲା ବେଳେ ଏକ ବୋର୍ଡ ରଖାଯାଇଥିଲା, ଯେଉଁଥିରେ ଲେଖାଥିଲା, ‘ବାଥରୁମ ସେ ଆ ରାହେ ହ’ । ଏହି ସାଇନ ବୋର୍ଡ ଭାଇରାଲ ହେବାରେ ଲାଗିଛି। ଯାହାକୁ ଦେଖିଲେ କେହିବି ନ ହସି ରହି ପାରିବେ ନାହିଁ। ଏହି ଭିଡିଓ ଟୁଇଟରରେ ଆଏ ହିମାନ ସୁ ନାମକ ଏକ ଆକାଉଣ୍ଟରୁ ଶେୟାର କରାଯାଇଛି। ଭିଡିଓକୁ ୧ ଲକ୍ଷରୁ ଅଧିକ ଥର ଦେଖାଯାଇଛି ଏବଂ ୩ ହଜାରରୁ ଅଧିକ ଲୋକ ପସନ୍ଦ କରିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

୨୫ ରେ ତିଲିସିଙ୍ଗି ରେ ପ୍ରଦେଶ ସଭା : ୪ ଦିନ ବ୍ୟାପୀ…

ଭଞ୍ଜନଗର,୧୩।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଆସନ୍ତା ୨୫ ରୁ ୨୮ ତାରିଖ ପର୍ଯ୍ୟନ୍ତ ୪ ଦିନ ବ୍ୟାପୀ ନିଖିଳ ଉତ୍କଳ କୁର୍ମି...

‘ଅତିରିକ୍ତ ଶୁଳ୍କ ଲଗାଇଲେ ସମ୍ପର୍କ ଖରାପ ହୋଇପାରେ, କାଥାବାର୍ତ୍ତା ମାଧ୍ୟମରେ…,’ ମେକ୍ସିକୋର ଟାରିଫକୁ ନେଇ ଭାରତ କହିଲା…

ନୂଆଦିଲ୍ଲୀ,୧୪।୧୨: ମେକ୍ସିକୋର କିଛି ଭାରତୀୟ ଉତ୍ପାଦ ଉପରେ ୫୦ ପ୍ରତିଶତ ପର୍ଯ୍ୟନ୍ତ ଶୁଳ୍କ ବୃଦ୍ଧି ନିଷ୍ପତ୍ତି ପରେ ଭାରତ ସରକାର କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି।...

ଏଇ ଭାରତରେ

କୋଭିଡ୍‌ ମହାମାରୀ ସମୟରେ ଅନ୍‌ଲାଇନ ପଢ଼ାରେ ପିଲାମାନେ ଅଭ୍ୟସ୍ତ ହୋଇଯାଇଥିଲେ। ଘରେ ରହିଲେ ମଧ୍ୟ ପିଲାମାନେ ମୋବାଇଲ ଆସକ୍ତି ଛାଡ଼ି ପାରୁନାହାନ୍ତି। ପିଲାଙ୍କ ମାନସିକ ସ୍ଥିତି...

ପରିବେଶତନ୍ତ୍ରୀ

”ଆଜି ଯେଉଁଠି ପହଞ୍ଚଛି ସେଥିପାଇଁ ପ୍ରେରଣା ସ୍ଥାନୀୟ ଗ୍ରାମରୁ ପାଇଛି, ଯେଉଁଠି ଲୋକମାନେ ମୋ ସହ ଠିଆ ହୋଇଥିଲେ। ହେନ୍ତାଳବଣକୁ ନିଜର ଭାବି ପରିଷ୍କାର କରିବାରେ...

ପୂର୍ବତନ ଆଇଏଏସ ଅଧିକାରୀ ରାଜକୁମାର ଗୋଏଲ ହେବେ ମୁଖ୍ୟ ସୂଚନା କମିଶନର, ସୋମବାର ନେବେ ଶପଥ

ନୂଆଦିଲ୍ଲୀ,୧୪।୧୨: ଅବସରପ୍ରାପ୍ତ IAS ଅଧିକାରୀ ରାଜ କୁମାର ଗୋଏଲ ଦେଶର ପରବର୍ତ୍ତୀ ମୁଖ୍ୟ ସୂଚନା କମିଶନର (CIC) ହେବେ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ତାଙ୍କୁ...

ଜାପାନରେ ରିଲିଜ ହେବ ‘ପୁଷ୍ପା ୨’

ହାଇଦ୍ରାବାଦ୍‌: ବ୍ଲକ୍‌ବଷ୍ଟର ଫିଲ୍ମ ‘ପୁଷ୍ପା ୨: ଦି ରୁଲ୍‌’ ଏବେ ଜାପାନରେ ରିଲିଜ ପାଇଁ ପ୍ରସ୍ତୁତ ହେଉଛି। ଆଉ ଏହି ରିଲିଜ ପୂର୍ବରୁ ଅଭିନେତା ଅଲ୍ଲୁ...

ଭାରତ ମାତାର ଦୁଃଖ

ଏଇ କେଇଦିନ ତଳେ ସଂସଦ ଭବନରେ ପ୍ରଧାନମନ୍ତ୍ରୀ ମୋଦି ‘ବନ୍ଦେ ମାତରଂ’କୁ ନେଇ ଏକ ଦୀର୍ଘକାଳୀନ ବିଚାର ବିଶ୍ଳେଷଣ ରଖିଥିଲେ। ‘ବନ୍ଦେ ମାତରଂ’କୁ ନେଇ ପାର୍ଲାମେଣ୍ଟ...

ସୁଶାସନରେ ସମସ୍ୟା

ଅନେକ ସମୟରେ ଶାସନରେ ସୁଫଳ ପାଇବା କଷ୍ଟକର ହେଲେ ବିଫଳତାକୁ ସ୍ବୀକାରକରିବା ପରିବର୍ତ୍ତେ ରାଜନୈତିକ କୌଶଳ ବା ଦୃଷ୍ଟିକୋଣ ଉପରେ ନିର୍ଭର କରାଯାଇପାରେ, ଯାହା ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri