ଭୁବନେଶ୍ୱର,୩୧।୩: IAS ସ୍ତରରେ ଛୋଟ ଅଦଳବଦଳ କଲେ ରାଜ୍ୟ ସରକାର। ଭାସ୍କର ଜ୍ୟୋତି ଶର୍ମାଙ୍କୁ ଜଙ୍ଗଲ ଓ ପରିବେଶ ବିଭାଗ ପ୍ରମୁଖ ସଚିବ ଦାୟିତ୍ୱ ଦିଆଯାଇଥିବା ବେଳେ OPTCLର CMD ଭାବେ ମଧ୍ୟ ଅତିରିକ୍ତ ଦାୟିତ୍ୱ ତୁଲାଇବେ।
ଅନ୍ୟପକ୍ଷେ, CEO ଆର ସନ୍ଥ ଗୋପାଳନଙ୍କୁ OSBCL ଅଧ୍ୟକ୍ଷ ଭାବେ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି।

