କରୋନାର ଦ୍ୱିତୀୟ ଡୋଜ ଟିକା ନେଲେ ମିଳିବ ସ୍ମାର୍ଟ ଫୋନ

ରାଜକୋଟ,୫ ।୧୨: କରୋନା ମହାମାରୀର ଭୟାବହାତାକୁ ଦେଖି ଏବେ ଟିକାକରଣ ଉପରେ ବେଶୀ ଗୁରୁତ୍ୱ ଦିଆଯାଉଛି । ଗୁଜରାଟର ରାଜକୋଟ ମ୍ୟୁନିସିପାଲ କର୍ପୋରେଶନ ଲୋକଙ୍କୁ ଟିକା ନେବାକୁ ଉତ୍ସାହିତ କରିବାକୁ ଯାଇ ସ୍ମର୍ଟ ଫୋନ ଉପହାର ଦେବାକୁ ଘୋଷଣା କରିଛି । ଡିସେମ୍ବର ୪ରୁ ୧୦ ମଧ୍ୟରେ ଯେଉଁମାନେ କରୋନା ଟିକାର ଦ୍ୱିତୀୟ ଡୋଜ ନେଇଥିବେ ସେମାନଙ୍କ ମଧ୍ୟରୁ ଲକି ୱିନର ବଛାଯାଇ ଏକ ସ୍ମାର୍ଟ ଫୋନ ପ୍ରଦାନ କରଯିବ । ଲକି ଡ୍ର ମାଧ୍ୟମରେ ବିଜେତାଙ୍କ ନାମ ଘୋଷଣା କରାଯିବ । ଫୋନର ମୂଲ୍ୟ ୫୦ ହଜାର ଟଙ୍କା ବୋଲି କହିଛନ୍ତି ମ୍ୟୁନିସିପାଲ କମିଶନର ଅମିତ ଆରୋରା । ସୂଚନାଯୋଗ୍ୟ, କରୋନା ମହାମାରୀର ନୂଆ ରୂପ ଓମିକ୍ରନ ଭାରିଏଣ୍ଟ ଏବେ ବିଶ୍ୱର ଅଧିକାଂଶ ଦେଶକୁ ବ୍ୟାପିଯାଇଥିବା ବେଳେ ଭାରତରେ ମଧ୍ୟ ୪ ଜଣ ଚିହ୍ନଟ ହେଲେଣି । ଏହାକୁ ରୋକିବା ପାଇଁ ଟିକା ଏକମାତ୍ର ମାଧ୍ୟମ ବୋଲି ବିଶେଷଜ୍ଞମାନେ କହୁଥିବା ବେଳେ ଟିକାକରଣ ଉପରେ ସମସ୍ତ ରାଜ୍ୟ ଗୁରୁତ୍ୱ ଦେବାକୁ କେନ୍ଦ୍ର ସରକାର କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଜନଗଣନା ପାଇଁ ପ୍ରସ୍ତୁତି ଜୋରଦାର: ଗଣନାକାରୀ, ପର୍ଯ୍ୟବେକ୍ଷକଙ୍କୁ ତାଲିମ

ଦାରିଙ୍ଗବାଡି, ୧ା୪ (ଅରୁଣ ସାହୁ)କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଓଡିଶା ଆଦର୍ଶ ବିଦ୍ୟାଳୟ ପରିସରରେ ୩ ଦିନିଆ ଜନ ଗଣନା-୨୦୨୭ ପାଇଁ ଗଣନାକାରୀ ଓ ପର୍ଯ୍ୟବେକ୍ଷକଙ୍କୁ ନେଇ…

ଆଜିଠୁ ଜନଗଣନା: ଏପ୍ରିଲ ୧ରୁ ଅଗଷ୍ଟ ୩୧ ମଧ୍ୟରେ…

ନୂଆଦିଲ୍ଲୀ,୧ା୪:ଜନଗଣନା-୨୦୨୭ ବୁଧବାରଠାରୁ ଆରମ୍ଭ ହେଉଛି। ପ୍ରତି ୧୦ ବର୍ଷରେ ଜନଗଣନା କରାଯାଉଥିବାବେଳେ ଶେଷଥର ପାଇଁ ୨୦୧୧ରେ ହୋଇଥିଲା। କୋଭିଡ୍‌ ମହାମାରୀକୁ ନେଇ ୨୦୨୧ରେ ଜନଗଣନା ସ୍ଥଗିତ ରହିଥିଲା।…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri