ଅସହାୟଙ୍କ ମୁହଁରେ ଫୁଟିଲା ହସ

ଭୁବନେଶ୍ୱର,୬।୧: ଭୁବନେଶ୍ୱରର ଚନ୍ଦକାସ୍ଥିତ ଗୋଡ଼ି ବାରିର ଚାରୋଟି ବସ୍ତିରେ ରହୁଥିବା ଅସହାୟ ଲୋକଙ୍କୁ କଟକର ଅଗ୍ରଣୀ ସାମାଜିକ ସଂଗଠନ ‘ଶ୍ରୀହରି ଫାଉଣ୍ଡେଶନ’ ପକ୍ଷରୁ ପାଖାପାଖି ଦୁଇଶହ କମ୍ବଳ ବଣ୍ଟନ କରାଯାଇଛନ୍ତି। ଏହାସହିତ ନୂଆଶର୍ଟ, ପ୍ୟାଣ୍ଟ, ଡ୍ରେସ, ଶାଢ଼ି, ସ୍ବେଟର୍‌ ଆଦି ବଣ୍ଟନ କରାଯାଇଥିଲା। ଛୋଟ ପିଲାମାନଙ୍କୁ ଡ୍ରେସ ସହ ଚକୋଲେଟ ଓ ବିସ୍କୁଟ ଦିଆଯାଇଥିଲା। ଏଥିରେ ବହୁ ବରିଷ୍ଠ ନାଗରିକ, ବୁଦ୍ଧିଜୀବୀ ଶୁଭେଚ୍ଛୁ, ଉପଦେଷ୍ଟା ଓ ଶ୍ରୀହରି ଫାଉଣ୍ଡେଶନର କାର୍ଯ୍ୟକର୍ତ୍ତାଙ୍କ ସହଯୋଗ ଓ ସହାୟତାରେ ଏହି କାର୍ଯ୍ୟ ସଫଳ ହୋଇପାରିଛି।
ଏହି କାର୍ଯ୍ୟକ୍ରମରେ ଶ୍ରୀହରି ଫାଉଣ୍ଡେଶନର ସମସ୍ତ କାର୍ଯ୍ୟକର୍ତ୍ତା ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ସୂଚାରୁ ରୂପେ ସଫଳ କରିଛନ୍ତି। ଆମେ କିଛି ଅସହାୟ ଲୋକଙ୍କ କାର୍ଯ୍ୟରେ ଆସିପାରିଲୁ ସେଥିପାଇଁ ଆମେ ବହୁତ ଖୁସି। ଏଥିରେ ଆମକୁ ସହଯୋଗ କରିଥିବା ସମସ୍ତ ଶୁଭେଚ୍ଛୁଙ୍କୁ ହୃଦୟରୁ ଧନ୍ୟବାଦ ଆମର ଲକ୍ଷ୍ୟ ଅନ୍ୟ ମୁହଁରେ ଟିକେ ହସ ଦେଖିବା ବୋଲି ଶ୍ରୀହରି ଫାଉଣ୍ଡେଶନର କର୍ମକର୍ତ୍ତା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?