ଶୋଇଥିବାବେଳେ କାମୁଡିଲା ସାପ: ଗାଁକୁ ରାସ୍ତା ନ ଥିବାରୁ ଚାଲିଗଲା ଜୀବନ

ବାଲିଗୁଡା, ୨୩।୯: (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଥାନା ଅନ୍ତର୍ଗତ ମିଡିଆକିଆ ପଞ୍ଚାୟତର ଡଙ୍ଗାମିଲା ଗ୍ରାମର ଉଷପ ମଲ୍ଲିକ (୩୫) ରବିବାର ରାତିରେ ନିଜ ପିଲା ଓ ସ୍ତ୍ରୀ ସହିତ ଘରେ ଶୋଇଥିବା ବେଳେ ଗୋଡରେ ସାପ କାମୁଡି ଦେଇଥିଲା। ଏହା ପରେ ପରିବାର ଲୋକ ରାତିରେ ବାଲିଗୁଡା ଉପଖଣ୍ଡ ଚିକିତ୍ସାଳୟକୁ ଚେଷ୍ଟା କରିଥିଲେ। କିନ୍ତୁ ଗାଁକୁ ରାସ୍ତା ନ ଥିବାରୁ ବଣ ପାହାଡ ଦେଇ ଆଣିବା ପାଇଁ ସାହସ କରି ପାରି ନ ଥିଲେ l ସକାଳୁ କୌଣସି ମତେ ମେଡିକାଲକୁ ଆଣୁଥିବାବେଳେ ଅଧା ରାସ୍ତାରେ ଉଷପଙ୍କ ମୃତ୍ୟୁ ହୋଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ସୋସିଆଲ ମିଡିଆରେ ମୁଖ୍ୟମନ୍ତ୍ରୀଙ୍କୁ ଅଶାଳୀନ ମନ୍ତବ୍ୟ, ୪୮ ଘଣ୍ଟା ନ ପୂରୁଣୁ ବନ୍ଧାହେଲେ ଯୁବକ

ହାଟଡିହୀ,୨ା୮(ଶୁଭକାନ୍ତ ନାୟକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସୋସିଆଲ ମିଡିଆରେ ଅଶାଳୀନ ମନ୍ତବ୍ୟ ଦେଇଥିବା ଯୁବକଙ୍କୁ କେନ୍ଦୁଝର ଜିଲା ନନ୍ଦୀପଦା ଥାନା ଅଧିକାରୀ ତଥା ତଦନ୍ତକାରୀ ଅଧିକାରୀ…

ଦେଢ଼ ବର୍ଷ ହେଲା ରାଏବୋଗା ଲ୍ୟାମ୍ପ୍‌ସରେ ଅଚଳାବସ୍ଥା, କର୍ମଚାରୀମାନେ…

କୁଆଁରମୁଣ୍ଡା,୨ା୮(ମହେନ୍ଦ୍ର କୁମାର ସାହୁ): ଏକଦା ସମଗ୍ର ସୁନ୍ଦରଗଡ଼ ଜିଲାରେ ସୁନାମ ଅର୍ଜନ କରିଥିବା କୁଆଁରମୁଣ୍ଡା ବ୍ଲକ ଅନ୍ତର୍ଗତ ରାଏବୋଗା ଲ୍ୟାମ୍ପ୍‌ସରେ ଗତ ଦେଢ଼ ବର୍ଷ ହେଲା ଅଚଳାବସ୍ଥା…

‘ଯୁବ ସମାଜକୁ ନିଶାଠାରୁ ଦୂରେଇ ରଖିବା ପାଇଁ ସକାରାତ୍ମକ ପଦକ୍ଷେପର ରହିଛି ଆବଶ୍ୟକତା’

ଭଞ୍ଜନଗର,୨ା୮(ବାବୁଲା ପ୍ରଧାନ): ସମସ୍ତଙ୍କ ସହଯୋଗ ଓ ସାମୂହିକ ପ୍ରୟାସ ରହିଲେ ଏକ ନିଶାମୁକ୍ତ ଭାରତ ଗଠନ ସମ୍ଭବ। ବିଶେଷକରି ଯୁବ ସମାଜକୁ ନିଶାଠାରୁ ଦୂରେଇ ରଖିବା ପାଇଁ…

ଲୁଗା ବ୍ୟବସାୟୀଙ୍କ ଘରୁ ଲୁଟ୍‌ ଘଟଣା: ନିଜେ ଆଇଆଇସି କଲେ ତଦନ୍ତ

ଦାରିଙ୍ଗବାଡ଼ି,୨ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଦାରିଙ୍ଗବାଡ଼ି ବଜାରର ଲୁଗା ବ୍ୟବସାୟୀ ଅଶୋକ କୁମାର ସାହୁଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା ଗହଣା ଲୁଟ୍‌ ଘଟଣାକୁ…

ଗାଁ ଗାଁ ବୁଲି ଆବର୍ଜନା ସଂଗ୍ରହ କରୁଛନ୍ତି ମଞ୍ଜୁଲତା, ସାଉଁଟୁଛନ୍ତି ପ୍ରଶଂସା

ପାଟଣା,୨ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକର ମୂଷାଖୋରୀ ପଞ୍ଚାୟତ ମୂଷାଖୋରୀ ଗ୍ରାମର କାଶିଆ ସାହିର ମଞ୍ଜୁଲତା ମହାନ୍ତ ସ୍ବଚ୍ଛ ଭାରତ ମିଶନର ଜଣେ ପ୍ରକୃତ ସାରଥୀ…

ପୁଣି ଜନନୀ ଯନ୍ତ୍ରଣା: ଗାଁକୁ ଯାଇ ପାରିଲାନି ଆମ୍ବୁଲାନ୍ସ, ଖଟିଆରେ ବୁହାହେଲେ ଗର୍ଭବତୀ

ଥୁଆମୂଳ ରାମପୁର,୨ା୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ପୁଣି ଏକ ଅଭାବନୀୟ ଜନନୀ ଯନ୍ତ୍ରଣାର ଚିତ୍ର ସାମ୍ନାକୁ ଆସିଛି। ବିକାଶର ଡିଣ୍ଡିମ ପିଟାଯାଉଥିଲେ ବି…

ପାଟ୍ରୋଲିଂରେ ଯାଉଥିବାବେଳେ ଦୁର୍ଘଟଣା: ଚାଲିଗଲା କର୍ତ୍ତବ୍ୟରତ କନଷ୍ଟେବଳଙ୍କ ଜୀବନ

ଲାଞ୍ଜିଗଡ଼,୨ା୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବିଶ୍ୱନାଥପୁର ଥାନାରେ କାର୍ଯ୍ୟରତ କନଷ୍ଟେବଳ ବାଇକ୍‌ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ମୃତ କନଷ୍ଟେବଳ ଜଣକ କେଗାଁ ଥାନା…

ଲୁଗା ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନାଗହଣା ଚୋରି, ବେଡ୍‌ରୁମ୍‌ରେ ଥିବା ଆଲମିରାକୁ ଦୁର୍ବୃତ୍ତ…

ଦାରିଙ୍ଗବାଡ଼ି,୨ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ଦାରିଙ୍ଗବାଡ଼ି ବଜାରରେ ରହୁଥିବା ଲୁଗା ବ୍ୟବସାୟୀ ଅଶୋକ କୁମାର ସାହୁଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା ଗହଣା,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri