ଖେଳୁଥିବା ବେଳେ ବାଳକଙ୍କ ପେଟରେ ପଶିଲା ବର୍ଚ୍ଛା

ବଲାଙ୍ଗୀର ଅଫିସ, ୨୯।୧- ବଲାଙ୍ଗୀର ଜିଲା ବେଲପଡା ଥାନା ଅଏଁଲାଭଟା ଗାଁରେ ରବିବାର ଏକ ଅଘଟଣ ଘଟିଛି । ରାଜୁ ଥନାପତି ନାମକ ଜଣେ ୧୬ ବର୍ଷ ବାଳକଙ୍କ ପେଟରେ ଏକ ବର୍ଚ୍ଛା ପଶିଯିବାରୁ ସେ ଗୁରୁତର ଆହତ ହୋଇଛନ୍ତି । ସକାଳେ ରାଜୁ ବର୍ଚ୍ଛା ଧରି ଖେଳୁଥିବାବେଳେ ଏହି ଅଘଟଣ ଘଟିଥିବା କୁହାଯାଉଛି ।

ଆହତ ରାଜୁ ସରମୁହାଣ ସ୍କୁଲରେ ଅଷ୍ଟମ ଶ୍ରେଣୀରେ ପଢ଼ୁଛନ୍ତି। ଗୁରୁତର ଆହତ ରାଜୁଙ୍କ ପେଟରେ ବର୍ଚ୍ଛା ଲାଗି ରହିଥିବା ବେଳେ ତାଙ୍କୁ ପ୍ରଥମେ ବେଲପଡା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନିଆଯାଇଥିଲା। ସେଠାରେ ଚିକିତ୍ସା ସୁବିଧା ନ ଥିବାରୁ ତାଙ୍କୁ ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲକୁ ଚିକିତ୍ସା ପାଇଁ ଅଣାଯାଇ ଚିକିତ୍ସା ଆରମ୍ଭ କରାଯାଇଛି।

ତେବେ କିଛି ଦିନ ତଳେ ଆଗଲପୁର ହାଇସ୍କୁଲ ବାର୍ଷିକ କ୍ରୀଡା ଚାଲିଥିବା ବେଳେ ଜଣେ ଛାତ୍ରଙ୍କ ବେକରେ ଜାଭେଲିନ ଗଳି ଯାଇଥିଲା। ଏହି ଘଟଣା ରାଜ୍ୟବ୍ୟାପୀ ହଇଚଇ ସୃଷ୍ଟି କରିଥିଲା । ଏବେ ଏହି ଘଟଣା ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁଇଦିନ ୧୪ ଜିଲାରେ ଝଡ଼ବର୍ଷା

ଭୁବନେଶ୍ୱର, ୪।୪(ବ୍ୟୁରୋ): ରାଜ୍ୟର କିଛି ଜିଲାରେ ଦୁଇଦିନ ହେବ ବର୍ଷା ହୋଇଥିବାରୁ ଲୋକଙ୍କୁ ଗରମରୁ ଆସ୍ବସ୍ତି ମିଳିଛି। ଶନିବାର ଫୁଲବାଣୀରେ ସର୍ବାଧିକ ୧୬ମିମି ବର୍ଷା ହୋଇଥିବାବେଳେ...

କାଳବୈଶାଖୀ: ଘର ଉପରେ ପଡିଲା ଗଛ, ଦମ୍ପତି ଆହତ

ବାଲିଗୁଡା,୨୯ା୫(ଡି.ଏନ୍‌.ଏ.)- ବାଲିଗୁଡା ଉପଖଣ୍ଡ କ.ନୂଆଗାଁ ବ୍ଲକ ଅଞ୍ଚଳରେ ଗୁରୁବାର ରାତିରେ କାଳବୈଶାଖୀ ପ୍ରଭାବରେ ଜୋରରେ ବର୍ଷା ପବନ ହୋଇଥିଲା। ସାରଙ୍ଗଗଡ଼ ଥାନା ବନେଗଁାର କୃଷ୍ଣଚନ୍ଦ୍ର ପ୍ରଧାନଙ୍କ...

ପିପିଲିରେ ସାନି ନିର୍ବାଚନ: ଜିଲା ରିଟର୍ନିଂ ଅଫିସରଙ୍କ ରିପୋର୍ଟକୁ ଅପେକ୍ଷା

ଭୁବନେଶ୍ୱର,୧୪।୪: ପିପିଲି ଉପନିର୍ବାଚନ ପୂର୍ବରୁ କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ ବୁଧବାର ପରଲୋକ ହୋଇଯାଇଛି। ଏନେଇ ରାଜ୍ୟ ନିର୍ବାଚନ ଅଧିକାରୀ(ସିଇଓ) ସୁଶୀଲ ଲୋହାନୀ କହିଛନ୍ତି, ଜିଲା...

ପଲ୍ୟୁସନ ଟେଷ୍ଟିଂ ଗାଡ଼ିିକୁ ହଟାଇଲେ ଲୋକେ

ବାରିପଦା ଅଫିସ,୧୧ା୯- ନୂତନ ମୋଟରଯାନ ଆଇନରେ ପରିବର୍ତ୍ତନ ହେବା ପରେ ଜରିମାନା ଭୟରେ ଗାଡ଼ି ଚାଳକଙ୍କ ମଧ୍ୟରେ କୋକୁଆ ଭୟ ଖେଳିଯାଇଛି। ରାଜ୍ୟ ସରକାର ଲୋକଙ୍କ...

ଦାଉ ସାଧ୍‌ଲା ଲଘୁଚାପ ବରଷା: ବାସହୀନ ହେଲେ ଅନେକ ପରିବାର

  ଲାଠୋର, ୧୦ା୯ (ଡି.ଏନ୍‌.ଏ.): ବଲାଙ୍ଗୀର ଜିଲାରେ ଦିନାକେତେ ହେଲା ଲଘୁଚାପ ପରଭାବରେ ଭରଷା ଲାଗି ରହିଛେ। ବରଷା ପାଏନ୍‌ରେ ଅନେକ୍‌ ପରିବାରର ଘରଦୁଆର ଭାଂଗି...

ଭିଜିଲାନ୍ସ ଜାଲରେ ଯନ୍ତ୍ରୀ

ଭବାନୀପାଟଣା,୩ା୩(ସ୍ବ.ପ୍ର.): କଳାହାଣ୍ଡି ଜିଲା ଭବାନୀପାଟଣା କେବିକେ-୧ କ୍ଷୁଦ୍ର ଜଳସେଚନ ବିଭାଗର ଅତିରିକ୍ତ ମୁଖ୍ୟ ଯନ୍ତ୍ରୀ କନ୍ଦର୍ପ ପ୍ରଧାନ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ଭବାନୀପାଟଣାସ୍ଥିତ କ୍ୱାର୍ଟର ଓ...

ୟାସ୍‌ ପ୍ରଭାବରେ ଏହି ୪ ଜିଲା ହେବ ଅଧିକ ପ୍ରଭାବିତ

ଭୁବନେଶ୍ୱର,୨୩।୫(ଡି.ଏନ୍‌.ଏ.): ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ୱେଲ ମାର୍କଡ ଲୋ ପ୍ରେସରରେ ପରିଣତ ହୋଇଛି। ଆସନ୍ତା ୬ ଘଣ୍ଟାରେ ଏହା ଡିପ୍ରେଶନ ବା ଅବପାତରେ ପରିଣତ ହେବା...

ଆନ୍ତର୍ଜାତିକ ଶ୍ରମିକ ଦିବସରେ ମିଳିଲା ଲେବର କାର୍ଡ, ସହାୟତା

ନବରଙ୍ଗପୁର,୧।୫(ବି.ପ୍ର.): ଜିଲା ଆଇନ ସେବା ପ୍ରାଧିକରଣ ଅଧ୍ୟକ୍ଷ ତଥା ଜିଲା ଜଜ୍‌ ସଞ୍ଜୀବ ଦୁବେଙ୍କ ନିର୍ଦ୍ଦେଶ କ୍ରମେ ଜିଲା ଆଇନ ସେବା ପ୍ରାଧିକରଣ, ନବରଙ୍ଗପୁର ଓ...

Advertisement
Archives

Model This Week