ପୋଖରୀରୁ ମିଳିଲା ଅଷ୍ଟଧାତୁରେ ନିର୍ମିତ ନାରାୟଣଙ୍କ ମୂର୍ତ୍ତି

ସାକ୍ଷୀଗୋପାଳ,୧୪।୧୦(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ପୁରୀ ଜିଲା ସତ୍ୟବାଦୀ ବ୍ଲକ ଶ୍ରୀରାମଚନ୍ଦ୍ରପୁର ଶାସନ ବଡ଼ପୋଖରୀରୁ ଶନିବାର ଦେଢଫୁଟ ଉଚ୍ଚ ଏବଂ ପ୍ରାୟ ୩ କିଲୋ ଓଜନର ଅଷ୍ଟଧାତୁରେ ନିର୍ମିତ ଏକ ନାରାୟଣଙ୍କ ମୂର୍ତ୍ତି ଉଦ୍ଧାର ହୋଇଛି।

 

ପୋଖରୀରେ ଗାଧୋଇବା ବେଳେ ଗ୍ରାମର ଜଣେ ଯୁବକଙ୍କ ଗୋଡ଼ରେ ମୂର୍ତ୍ତିଟି ବାଜିଥିଲା। ସେ ଅନ୍ୟମାନଙ୍କ ସହାୟତାରେ ମୂର୍ତ୍ତିକୁ ପୋଖରୀରୁ ଉଦ୍ଧାର କରି ଗାଁ ଦାଣ୍ଡକୁ ଆଣି ରଖିଥିଲେ। ମୂର୍ତ୍ତିକୁ ଗ୍ରାମବାସୀ ଦର୍ଶନ କରି ମନ୍ଦିରରେ ପୂଜାର୍ଚ୍ଚନା କରିବାକୁ ଆଗ୍ରହ ପ୍ରକାଶ କରିଛନ୍ତି।

ଅନ୍ୟପକ୍ଷେ ମୂର୍ତ୍ତି ଉଦ୍ଧାର ହୋଇଥିବା ନେଇ ସତ୍ୟବାଦୀ ଥାନାକୁ ଜଣାଇ ଦିଆଯାଇଥିଲା। ଖବର ପାଇ ସତ୍ୟବାଦୀ ପୋଲିସ ଏବଂ ଅଗ୍ନିଶମ କେନ୍ଦ୍ର କର୍ମଚାରୀ ଗାଁରେ ପହଞ୍ଚି ଥିଲେ। ମୂର୍ତ୍ତିକୁ ଚୋରି କରି କିଏ ପକାଇ ଦେଇଥିବା ସନ୍ଦେହ କରାଯାଉଛି।

ଏନେଇ ଅଗ୍ନିଶମ କର୍ମଚାରୀ ପୋଖରୀରେ ଖୋଜାଖୋଜି କରିଥିଲେ ମଧ୍ୟ କିଛି ମିଳି ନ ଥିଲା। ପୋଲିସ ମୂର୍ତ୍ତିକୁ ଜବତ କରି ଥାନାକୁ ଆଣିଛି। ଏନେଇ ଅଧିକ ତଦନ୍ତ ଜାରି ରଖିବା ସହିତ କେଉଁ ଥାନା ଅଞ୍ଚଳରୁ ମୂର୍ତ୍ତି ଚୋରି ହୋଇଛି ଏହି ସମ୍ପର୍କରେ ଜିଲା ପୋଲିସ ହେଡକ୍ୱାଟର୍ସକୁ ସୂଚନା ଦିଆଯାଇଛି ବୋଲି ଆଇଆଇସି ଉମେଶ କୁମାର ସାହୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲରେ ଚାଷ କରି ଚାଲାଣ କରୁଥିଲେ ଗଞ୍ଜେଇ, ଚଢ଼ାଉ କରି ୩ଶହ…

ମୋହନା,୨୪।୬(ମନ୍ମଥ ମିଶ୍ର): ଗଜପତି ଜିଲା ରା. ଉଦୟଗିରି ଏସଡିପିଓ ରାକେଶ କୁମାର ସାହୁଙ୍କ ନେତୃତ୍ୱରେ ଅଡବା ଥାନା ଅନ୍ତର୍ଗତ ଗୋବେଲ ଗାଁ ନିକଟସ୍ଥ ଜଙ୍ଗଲରେ ଅତର୍କିତ ଚଢ଼ାଉ…

ପେଶାରେ ଡାକ୍ତର, ପରିଚୟ ‘ବଲୁଚିସ୍ତାନର ସିଂହୀ’; ଜାଣନ୍ତୁ କିଏ ଏହି ମହିଳା, ଯାହାଙ୍କୁ  ଭୟ କରେ ପାକିସ୍ତାନୀ ସେନା! 

ଇସଲାମାବାଦ,୨୪।୬: ପାକିସ୍ତାନର ବଲୁଚିସ୍ତାନ ପ୍ରଦେଶର ରାଜଧାନୀରେ ଥିବା ଆଣ୍ଟି-ଟେରରିଜିମ କୋର୍ଟ ବଲୁଚ୍‌ ଆକ୍ଟିଭିଷ୍ଟ ମହରଙ୍ଗ ବଲୋଚ୍‌ଙ୍କୁ ଆଜୀବନ କାରାଦଣ୍ଡାଦେଶ ଶୁଣାଇଛନ୍ତି। ମହରଙ୍ଗ ’ବଲୁଚିସ୍ତାନର ସିଂହୀ’ ଭାବେ ବେଶ…

ବିବାହର ପ୍ରତିଶୃତି ଦେଇ ଯୁବତୀଙ୍କୁ ଗର୍ଭବତୀ ପରେ ପ୍ରତାରଣା, ବଳାତ୍କାର ମାମଲାରେ ଜେଲ୍ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୨୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧିନସ୍ଥ ଏକ ଗାଁରେ ଜଣେ ଯୁବତୀଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଜଣେ ଯୁବକ ଏକାଧିକ ଥର ଶାରିରୀକ…

ବିଶ୍ବ ପ୍ରସିଦ୍ଧ ରଥଯାତ୍ରା; ସରକାରଙ୍କ ବଡ଼ ଘୋଷଣା, ପିପିଲି ଟୋଲ୍‌ ଗେଟ୍‌ରେ ଏହି ଗାଡ଼ିକୁ ଦେବାକୁ ପଡ଼ିବନି ଫି

ଭୁବନେଶ୍ବର,୨୪।୬: ଜୁଲାଇ ୧୬ରେ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା । ଆଉ ମାତ୍ର ଦିନ କେଇଟା ବାକି ରହିଥିବା ବେଳେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଜାରି ରହିଛି ।…

ପୂରଣ ହେବାକୁ ଯାଉଛି ହରିଜନ ସାହି ବାସିନ୍ଦାଙ୍କ ସ୍ବପ୍ନ, ବିଧାୟକ କଲେ….

ଗଞ୍ଜାମ,୨୪।୬(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ମଲାଡ଼ ପଞ୍ଚାୟତ କୁଶପଲ୍ଲୀ ହରିଜନ ସାହିରେ ନିର୍ମାଣ ହେବ ମା ଠାକୁରାଣୀଙ୍କ ମନ୍ଦିର । ଏଥିପାଇଁ ବୁଧବାର ଛତ୍ରପୁର…

ରାଜ୍ୟ ସରକାରକୁ ୨ ବର୍ଷ ପୂର୍ତ୍ତି; କେସିଙ୍ଗାରେ ବିକାଶ ଧାରା,ଓଡିଶା ସାରା

କେସିଙ୍ଗା,୨୪।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନଏସି ପକ୍ଷରୁ ଏକ ଭିଡିଓ କନଫରେନ୍ସ ଦ୍ଵାରା ରାଜ୍ୟ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଉପଲକ୍ଷେ ବିକାଶ ଧାରା, ଓଡିଶା…

ବୈଭବଙ୍କୁ ଟପିଯିବେ ସାନ ଭାଇ ଆଶୀର୍ବାଦ! ପୁଣି ମାରିଲେ ବିସ୍ଫୋରକ ଶତକ, ଚୌକା-ଛକା ବର୍ଷା ଦେଖି… 

ନୂଆଦିଲ୍ଲୀ,୨୪।୬: କ୍ରିକେଟଜଗତରେ ଏବେ ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ଅନ୍ତର୍ଜାତୀୟ ଡେବ୍ୟୁକୁ ନେଇ ଉତ୍ସାହ ବଢ଼ୁଛି। ସେ କେବେ ନୀଳ ଜର୍ସିି ପିନ୍ଧି ମଇଦାନକୁ ଓହ୍ଲାଇବେ ସେଦିନକୁ…

ଜମିରେ କରୁଥିଲେ କାମ, ବଜ୍ରପାତରେ ଚାଲିଗଲା ମହିଳାଙ୍କ ଜୀବନ

ଦିଗପହଣ୍ଡି,୨୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମାଗୁର ଆମ୍ବଠା  ଗ୍ରାମ ନିକଟରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଚାଷ ଜମିରେ କାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri