Odisha Elections 2024

ବଙ୍ଗୋପସାଗରରେ ସୃଷ୍ଟିହେଲା ଘୂର୍ଣ୍ଣିବଳୟ

ଭୁବନେଶ୍ୱର,୬।୫(ବ୍ୟୁରୋ):  ଆଜି ସକାଳ ୮.୩୦ରେ ଉତ୍ତରପୂର୍ବ ବଙ୍ଗୋପସାଗର ଏବଂ ଆଖପାଖ ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ରବିବାର ଏହା ଲଘୁଚାପର ରୂପ ନେବ । ଆସନ୍ତା ୯ ତାରିଖ ସକାଳେ ଅବପାତ ପରେ ବାତ୍ୟାର ରୂପ ପରିଣତ ହେବା ନେଇ ଆଶଙ୍କା ରହିଛି। ଏବେ ସୁଦ୍ଧା ଗତିପଥ ସ୍ପଷ୍ଟ ହୋଇନାହିଁ । ଲଘୁଚାପ ସୃଷ୍ଟି ହେଲେ ଗତିପଥ ସ୍ପଷ୍ଟ ହେବ । ବର୍ତ୍ତମାନ କୌଣସି ଉପକୂଳ ପାଇଁ କୌଣସି ଚେତାବନୀ ନାହିଁ ।

ଏହାର ପ୍ରଭାବରେ ୮ରୁ ୧୨ ତାରିଖ ପର୍ଯ୍ୟନ୍ତ ଅଧିକାଂଶ ସ୍ଥାନରେ ମଧ୍ୟମ ଧରଣର ଏବଂ ସ୍ଥାନେ ସ୍ଥାନେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ୮ରୁ ୧୧ ତାରିଖ ପର୍ଯ୍ୟନ୍ତ ବିକ୍ଷିପ୍ତ ବର୍ଷା ସାଙ୍ଗକୁ ସ୍ଥାନେ ସ୍ଥାନେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ୧୦ ତାରିଖ ଦିନ ଆଣ୍ଡାମାନ ଓ ନିକୋବର ଦ୍ବୀପପୁଞ୍ଜରେ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି ବୋଲି ପାଣିପାଗ ବିଭାଗ କହିଛି।

୭ ତାରିଖ ପରଠାରୁ ଦକ୍ଷିଣପୂର୍ବ ବଙ୍ଗୋପସାଗର ଏବଂ ଆଣ୍ଡାମାନ ନିକୋବର ଦ୍ବୀପପୁଞ୍ଜ ଓ ଆଣ୍ଡାମାନ ସାଗର ଉପରେ ଘଣ୍ଟାପ୍ରତି ୬୦ କିଲୋମିଟର୍‌ ତୀବ୍ର ଝଟକା ସହିତ ୪୦ରୁ ୫୦ କିଲୋମିଟର୍‌ ବେଗରେ ପବନ ବହିବ।


Enter your email to get our daily news in your inbox.

All Right Reserved By Dharitri.Com

୨୩ରେ ଧାମନଗର ଆସିବେ ଜେପି ନଡ୍ଡା

ଧାମନଗର,୨୧।୫ (ସନ୍ତୋଷ କୁମାର ମହାପାତ୍ର): ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଆସନ୍ତା ୨୩ ତାରିଖରେ ଭଦ୍ରକ ଜିଲା ଧାମନଗର ଆସିବେ। ଏହି ବିଧାନସଭା ଆସନ...

ପୋଖରୀରେ ବୁଡ଼ି ଚାଲିଗଲା ୨ ସମ୍ପର୍କୀୟ ଭଉଣୀଙ୍କ ଜୀବନ

ବିଞ୍ଝାରପୁର,୨୧ା୫(ରାମକୃଷ୍ଣ ଦାସ): ଯାଜପୁର ଜିଲା ବିଞ୍ଝାରପୁର ବ୍ଲକ ଅଳକୁଣ୍ଡ ଥାନା ଅଧୀନ କପିଳା ପଞ୍ଚାୟତ ରଁାସ-ଗୁହାଳି ଗ୍ରାମରେ ମଙ୍ଗଳବାର ଏକ ଅଘଟଣ ଘଟିଛି। ଗାଁ ପୋଖରୀରେ...

କେନ୍ଦୁଝରରେ ଅମିତ ଶାହା ଦେଲେ ବଡ଼ ବୟାନ 

କେନ୍ଦୁଝର,୨୧।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ମଙ୍ଗଳବାର କେନ୍ଦୁଝର ଜିଲା ଗସ୍ତରେ ଆସି ଭାଜପା ଲୋକ ସଭା ପ୍ରାର୍ଥୀ ଅନନ୍ତ ନାୟକ...

ନା ବିଜୁ ବାବୁ କରିଥିଲେ, ନା ନବୀନ କରିବେ; ଜାଣନ୍ତୁ ଏଭଳି କାହିଁକି କହିଲେ ପାଣ୍ଡିଆନ…

ଭୁବନେଶ୍ୱର,୨୧।୫: ଚଳିତ ନିର୍ବାଚନରେ ବିଜେଡିର ପ୍ରଚାର ମଙ୍ଗ ଏକପ୍ରକାର ସମ୍ଭାଳିଛନ୍ତି ୫ଟି ଅଧ୍ୟକ୍ଷ ଭି କେ ପାଣ୍ଡିଆନ। ଏଥିଲାଗି ବିରୋଧୀ ଦଳ ପକ୍ଷରୁ ତାଙ୍କୁ ପ୍ରାୟତଃ...

ପାଗ ବିଗାଡିବ ନିର୍ବାଚନ: ୨୪ ଘଣ୍ଟାରେ ବଙ୍ଗୋପସାଗରରେ ବଡ଼ ଲଘୁଚାପ, ଏହି ଜିଲାରେ ଛେଚିବ

ଭୁବନେଶ୍ୱର,୨୧।୫: ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ବୁଧବାର ସୁଦ୍ଧା ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି ।...

ପାଣ୍ଡିଆନ କହିଲେ ଭିତିରି କଥା! ମେଣ୍ଟ ପାଇଁ ଭାଜପା-ବିଜେଡି ମଧ୍ୟରେ କୌଣସି ବୈଠକ ହୋଇ ନ ଥିଲା, କେବଳ ଦୁଇ ଜଣ ନେତା…

ଭୁବନେଶ୍ୱର,୨୧।୫: ଓଡ଼ିଶାରେ ନିର୍ବାଚନକୁ ନେଇ ରାଜନୀତି ସରଗରମ ରହିଛି। ରାଜ୍ୟର ଦୁଇ ପ୍ରମୁଖ ଦଳ ବିଜେଡି ଏବଂ ଭାଜପା ପରସ୍ପରକୁ କଟାକ୍ଷ କରୁଥିବା ଦେଖିବାକୁ ମିଳୁଛି।...

ଅପରାଜିତାଙ୍କ ଖୋଲା ଚ୍ୟାଲେଞ୍ଜ, ଆସ ମୋ ସହ ବିତର୍କ କର

ଭୁବନେଶ୍ୱର,୨୧।୫: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଭୁବନେଶ୍ୱରରେ ଏକ ବିଶାଳ ରୋଡ ଶୋ’ କରି ଶକ୍ତି ପ୍ରଦର୍ଶନ କରିଛନ୍ତି। ଏହି ସମୟରେ ସେ ନାଁ ନ...

ସମ୍ବିତ ପାତ୍ରଙ୍କୁ ପାଣ୍ଡିଆନ କହିଲେ, ନିଜ ସ୍ବାସ୍ଥ୍ୟ ପ୍ରତି ଧ୍ୟାନ ଦିଅ

ଭୁବନେଶ୍ୱର,୨୧।୫: ମହାପ୍ରଭୁ ଜଗନ୍ନାଥଙ୍କୁ ନେଇ ପୁରୀ ଭାଜପା ଲୋକସଭା ପ୍ରାର୍ଥୀ ସମ୍ବିତ ପାତ୍ରଙ୍କ ବିବାଦୀୟ ବୟାନ ପରେ ଏନେଇ ପ୍ରତିକ୍ରିୟା ରଖିଛନ୍ତି ବିଜେଡି ନେତା କାର୍ତ୍ତିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri