ସୃଷ୍ଟିହେଲା ଘୂର୍ଣ୍ଣିବଳୟ, ୨୦ରେ ସ୍ପଷ୍ଟ ହେବ ବାତ୍ୟାର ଚିତ୍ର

ଭୁବନେଶ୍ୱର,୧୭ା୧୦(ବ୍ୟୁରୋ): ଦକ୍ଷିଣ ଆଣ୍ଡାମାନ ସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ୨୦ ତାରିଖ ବେଳକୁ ଲଘୁଚାପର ରୂପ ନେଇପାରେ। ଦକ୍ଷିଣ ପୂର୍ବ ପାର୍ଶ୍ୱବର୍ତ୍ତୀ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ହୋଇ ପରେ ପଶ୍ଚିମ ଓ ଉତ୍ତର ପଶ୍ଚିମ ଦିଗରେ ଗତି କରିବ। ୪୮ ଘଣ୍ଟା ଭିତରେ ଲୋ ପ୍ରେସରରେ ପରିଣତ ହେବ ।

ଅବପାତ ସୃଷ୍ଟି ହେବା ନେଇ ପାଗ ଅନୁକୂଳ ରହିଛି। ବାତ୍ୟା ହେବ କି ନାହିଁ ତାହା ୨୦ ତାରିଖ ବେଳକୁ ସ୍ପଷ୍ଟ ହେବ ବୋଲି ପାଣିପାଗ ବିଭାଗ କହିଛି। ଏଥିରେ ଉପକୂଳ, ଦକ୍ଷିଣ, ଆଭ୍ୟନ୍ତରୀଣ ଓଡ଼ିଶା ପ୍ରଭାବିତ ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଏହାର ପ୍ରଭାବରେ ଅଧିକାଂଶ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗାଁକୁ ସମ୍ପୂର୍ଣ୍ଣ ମଦମୁକ୍ତ କରିବା ପାଇଁ ଜିଲାପାଳଙ୍କଠାରେ ପହଞ୍ଚିଲେ ଶତାଧିକ ମହିଳା

ବଲାଙ୍ଗୀର,୧୨ା୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ବ୍ଲକ ବେଲପଡ଼ା ପଞ୍ଚାୟତ ଦେଓଗାଁ ଗ୍ରାମରେ ସମ୍ପୂର୍ଣ୍ଣ ମଦ ବିକ୍ରିକୁ ବନ୍ଦ କରିବା ନେଇ ସୋମବାର ଜିଲାପାଳ ଅଫିସରେ…

୧୩ରେ ଲଘୁଚାପ: ପାଣିପାଗ ବିଭାଗର କହିଲା ଏହାର ଗତିବିଧି…

ଭୁବନେଶ୍ୱର,୧୨।୧୦ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଆସନ୍ତା ୧୩ ଅକ୍ଟୋବର ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ତେବେ ଅନୁକୂଳ ପାଣିପାଗ ଓ ସାମୁଦ୍ରିକ ପରିସ୍ଥିତି…

ଅର୍ଥନୀତି କ୍ଷେତ୍ରରେ ନୋବେଲ ପୁରସ୍କାର ଘୋଷଣା: ଏହି ୨ ଜଣଙ୍କୁ ମିଳିଲା

ନୂଆଦିଲ୍ଲୀ,୧୨।୧୦: ୨୦୨୬ ମସିହାର ଅର୍ଥନୀତି କ୍ଷେତ୍ରରେ ନୋବେଲ ପୁରସ୍କାର ଆମେରିକୀୟ ଅର୍ଥନୀତିଜ୍ଞ ରବର୍ଟ ଇ. ହଲ (Robert E. Hall) ଏବଂ ମାଇକେଲ ୱୁଡଫୋର୍ଡ (Michael Woodford)ଙ୍କୁ…

ଝିଅ ସାରାଙ୍କୁ ନେଇ ଏମିତି କହିଲେ ସଚିନ ତେନ୍ଦୁଲକର: ସୋସିଆଲ ମିଡିଆରେ ବଢୁଛି ଚର୍ଚ୍ଚା

ମୁମ୍ବାଇ,୧୨।୧୦: ଭାରତୀୟ କ୍ରିକେଟ୍‌ର କିମ୍ବଦନ୍ତୀ ଖେଳାଳି ସଚିନ ତେନ୍ଦୁଲକରଙ୍କ ଝିଅ ସାରା ତେନ୍ଦୁଲକର ଆଜି ୨୯ ବର୍ଷରେ ପାଦ ଥାପିଛନ୍ତି। ଏହି ବିଶେଷ ଅବସରରେ ସାରାଙ୍କୁ ସୋସିଆଲ…

ମାତ୍ର ୧୩ ରନ କରି ଭାରତକୁ ଜିତାଇଲେ ପ୍ରିନ୍ସ, ତାଙ୍କ ବ୍ୟାଟ୍‌ ପଛର ରୋଚକ କାହାଣୀ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଇନ୍ଦୋର,୧୨।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ତୃତୀୟ ଟି-୨୦ ମ୍ୟାଚ୍‌ରେ ଭାରତୀୟ ଦଳ ୧୪ ରନ୍‌ରେ ବିଜୟୀ ହୋଇଛି। ଏହି ମ୍ୟାଚ୍‌ରେ ପ୍ରିନ୍ସ ଯାଦବ ବୋଲିଂରେ କୌଣସି ଉଇକେଟ ନେଇପାରି…

କରାଟେରେ ଗଞ୍ଜାମର ୫ ଜଣଙ୍କୁ ଗୋଲ୍ଡ ମେଡାଲ, କମାଲ କଲେ ଯାଆଁଳା ଭାଇ

ଗଞ୍ଜାମ,୧୨ା୧୦(ବିଦ୍ୟାଧର ସାହୁ): ଗୁଜରାଟରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ପ୍ରଥମ ଓପନ ନ୍ୟାଶନାଲ କଣ୍ଟ୍ରାକ୍ଟ କରାଟେ ଚାମ୍ପିଅନଶିପ୍‌-୨୬ରେ ଗଞ୍ଜାମର ୫ ଜଣ ପ୍ରତିଭାବାନ ଗୋଲ୍ଡ ମେଡାଲ ଜିତି ରାଜ୍ୟ ଓ…

ଧୋନୀଙ୍କ ରେକର୍ଡକୁ ଧୂଳିସାତ୍‌ କଲେ ଶ୍ରେୟସ ଆୟର: କରିଦେଲେ ଏମିତି କାରନାମା

ଇନ୍ଦୋର,୧୨।୧୦: ଟି-୨୦ କ୍ରିକେଟ୍‌ରେ ବଡ଼ ସ୍କୋର କରିବା ସହ ଆକ୍ରମଣାତ୍ମକ ବ୍ୟାଟିଂ ଜାରି ରଖିବା ଯେକୌଣସି ଦଳ ପାଇଁ ଏକ ବଡ଼ ଚ୍ୟାଲେଞ୍ଜ। କିନ୍ତୁ ଶ୍ରେୟସ ଆୟରଙ୍କ…

ଭାରତୀୟ କ୍ରିକେଟ୍‌ର ଗୁମର ଖୋଲିଲେ ଗାଭାସ୍କର: ଦେଲେ ଚାଞ୍ଚଲ୍ୟକର ମନ୍ତବ୍ୟ

ନୂଆଦିଲ୍ଲୀ,୧୨।୧୦:ଭାରତୀୟ ଘରୋଇ କ୍ରିକେଟର ସବୁଠାରୁ ପ୍ରତିଷ୍ଠିତ ପ୍ରଥମ ଶ୍ରେଣୀ ଟୁର୍ନାମେଣ୍ଟ ରଣଜୀ ଟ୍ରଫିର ମାନକୁ ନେଇ ପ୍ରଶ୍ନ ଉଠାଇଛନ୍ତି କିମ୍ବଦନ୍ତୀ କ୍ରିକେଟର ସୁନୀଲ ଗାଭାସ୍କର। ରଣଜୀ ଟ୍ରଫିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?