ସୃଷ୍ଟି ହେଲା ବାତ୍ୟା: ଓଡ଼ିଶା ଉପରେ…

ଭୁବନେଶ୍ୱର,୧୦।୩: ଆରବ ସାଗରରେ ସୃଷ୍ଟି ହେଲା ବାତ୍ୟା ‘ଶକ୍ତି’।୨୪ ଘଣ୍ଟାରେ ଆହୁରି ଘନୀଭୂତ ହେବ । ଭୀଷଣ ବାତ୍ୟାର ରୂପ ନେବାର ସମ୍ଭାବନା ରହିଛି। ଓଡ଼ିଶା ଉପରେ ବାତ୍ୟାର କୌଣସି ପ୍ରଭାବ ରହିବ ନାହିଁ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି।

ଭାରତୀୟ ପାଣିପାଗ ବିଭାଗ (IMD) ଅନୁଯାୟୀ, ଆଗାମୀ ୨୪ ଘଣ୍ଟାରେ ଏହି ନିମ୍ନ ଚାପ ଘନୀଭୂତ ହୋଇ ଏକ ଭୀଷଣ ବାତ୍ୟାରେ ପରିଣତ ହେବାର ସମ୍ଭାବନା ରହିଛି। ପାକିସ୍ତାନର ସିନ୍ଧ ଉପକୂଳୀୟ ଅଞ୍ଚଳରେ ପ୍ରବଳ ବର୍ଷା ଓ ଉଚ୍ଛଳ ସମୁଦ୍ର ଲହରୀର ଆଶଙ୍କା ରହିଛି। ଓମାନ ଓ ଗୁଜରାଟ ପ୍ରଶାସନମାନେ ସମ୍ଭାବ୍ୟ ପ୍ରଭାବ ପାଇଁ ସତର୍କ ରହିଛନ୍ତି। ମତ୍ସ୍ୟଜୀବୀମାନଙ୍କୁ ଗଭୀର ସମୁଦ୍ରରେ ଯାତ୍ରା ଏଡ଼ବାକୁ ପରାମର୍ଶ ଦିଆଯାଇଛି।

ଅନ୍ୟପକ୍ଷରେ, ବଙ୍ଗୋପସାଗରରେ  ସୃଷ୍ଟି ହୋଇଥିବା ଲଘୁଚାପ ଗଭୀର ଅବପାତ ରୂପ ନେଇ ଓଡିଶା ଉପକୂଳରେ ଅତିକ୍ରମ କରିଛି। ଏହା ପ୍ରଭାବରେ ଦକ୍ଷିଣ ଓ଼ଡିଶାର ଅନେକ ଜିଲାରେ ବର୍ଷା ଲାଗି ରହିଛି। ଫଳରେ କିଛି ଜିଲାରେ ତଳିଆ ଅଞ୍ଚଳ ବୁଡି ଯାଇଥିବା ବେଳେ ବନ୍ୟାର ଆଶଙ୍କା ଦେଖା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ଘଟଣା: ୨ ଭାଇଙ୍କ ସମେତ ସହଯୋଗୀ ଗଲେ ଜେଲ

ଦିଗପହଣ୍ଡି,୨୪।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡରେ ରହୁଥିବା ପଦ୍ମନାଭପୁର ଗ୍ରାମର ବଳିଆ ସେଠୀ ଏବଂ ତାଙ୍କ ଭାଇ କାଳିଆ ସେଠୀଙ୍କ ସମେତ ସହଯୋଗୀ ଚାଞ୍ଚଡାପଲ୍ଲୀ ଗ୍ରାମର…

ଅଭିଭାବକ, ଶିକ୍ଷକ ମଧ୍ୟରେ ସମନ୍ବୟ ରହିଲେ…

ଭଞ୍ଜନଗର,୨୪।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଗାମୁଣ୍ଡି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅତିଥି ମାନେ ଯୋଗଦେଇ ଅଭିଭାବକ,…

ପୋଲିସ -ପଡାବାସୀ ମୁହାଁମୁହିଁ : ଗରିବଙ୍କ ଘର ଉପରେ ମାଡିଲା ବୁଲଡୋଜର

ବରଗଡ଼,୨୪।୩(ପ୍ରେମାନନ୍ଦ ଖମାରୀ) : ବରଗଡ଼ ସହରରେ ଜବରଦଖଲ ଉଚ୍ଛେଦ ଚାଲିଛି। ପର୍ଯ୍ୟାୟକ୍ରମେ ସହରର ଗୋଟିଏ ପଡାରୁ ଅନ୍ୟ ପଡାରେ ଏହି ଅଭିଯାନ ଚାଲିଛି। ତେବେ ଏଥିରେ ଅଧିକ…

ଆତ୍ମସମର୍ପଣ କଲେ ମୋଷ୍ଟ ୱାଣ୍ଟେଡ ମାଓବାଦୀ ନେତା ଶୁକ୍ରୁ, ୫୫ ଲକ୍ଷର…

ଫୁଲବାଣୀ,୨୪।୩(ରିଙ୍କୁ ରାଉତ): ଆତ୍ମସମର୍ପଣ କଲେ ମୋଷ୍ଟ ୱାଣ୍ଟେଡ ମାଓବାଦୀ ନେତା ଶୁକ୍ରୁ। କନ୍ଧମାଳ ପୋଲିସ ପାଖରେ ଶୁକ୍ରୁର ଆତ୍ମସମର୍ପଣ କରିଥିବା ଜଣାପଡ଼ିଛି। ଏକେ-୪୭ ସହ ସେ  ଆତ୍ମସମର୍ପଣ…

ମିଳିଲା ଢାବା ମାଲିକଙ୍କ ଗାଡ଼ି: ବଡଦେବତାରୁ ଚୋରି ହୋଇଥିବା ଗାଡ଼ି ପଟଙ୍ଗି ଜଙ୍ଗଲରୁ …

ନନ୍ଦପୁର/ପାଡୁଆ,୨୪।୩:(ତୁଷାର କାନ୍ତ ମହାନ୍ତ/ଶଙ୍କର ପୂଜାରୀ): କୋରାପୁଟ ଜିଲା ପାଡୁଆ ପୋଲିସର ବଡ଼ ସଫଳତା। ଗତ ରବିବାର ରାତିରେ ବଡଦେବତା ମନ୍ଦିର ଛକ ଢାବା ମାଲିକଙ୍କ ଚୋରି ହୋଇଥିବା…

ପ୍ରତାପ ଷଡ଼ଙ୍ଗୀଙ୍କୁ ଭେଟିଲେ ରବୀନ୍ଦ୍ର ଜେନ, ହୋଇଥିଲା କି…

ଭୁବନେଶ୍ୱର,୨୪।୩: ବାଲେଶ୍ବର ଏମ୍‌ପି ପ୍ରତାପ ଷଡ଼ଙ୍ଗୀଙ୍କୁ ଭେଟିଲେ ରବୀନ୍ଦ୍ର ଜେନା। ଦିଲ୍ଲୀସ୍ଥିତ ପ୍ରତାପଙ୍କ ବାସଭବନକୁ ଯାଇ ସେ ଭେଟଥିବା ଜଣାପଡ଼ିଛି। ନିକଟରେ ବିଜେଡି ଛାଡ଼ି ବିଜେପିରେ ସାମିଲ…

ବିଜେଡିରେ ବିଦ୍ରୋହ: ଦଳ ଛାଡ଼ିପାରନ୍ତି ୧୪ କର୍ପୋରେଟର!

ଭୁବନେଶ୍ୱର,୨୪।୩: ବିଜେଡିରେ ବିଦ୍ରୋହ। ଦଳ ଛାଡ଼ିପାରନ୍ତି ୧୪ କର୍ପୋରେଟର। ଚୌଦ୍ୱାର-କଟକର ସମସ୍ତ କର୍ପୋରେଟର ଏକାଠି ହୋଇଥିବା ଜଣାପଡିଛି। ପ୍ରଭାତ ଓ ସୌଭିକଙ୍କ କୁଶପୁତ୍ତଳିକା ଦାହକୁ କର୍ପୋରେଟର ବିରୋଧ…

କଲେଜ ଛାତ୍ରୀଙ୍କୁ ଅପହରଣ ଅଭିଯୋଗ, ଥାନାରେ ଏତଲା ଦେଲେ ହତ୍ୟା….

ଦିଗପହଣ୍ଡି,୨୪।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁର କଲେଜରେ ଯୁକ୍ତ ୨ ଦ୍ୱିତୀୟ ବର୍ଷ କଳା ବିଭାଗରେ ପଢୁଥିବା ଜଣେ ୧୭…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri