ମତ୍ସ୍ୟଜୀବୀଙ୍କ ଜାଲରେ ପଡ଼ିଲା ଅଦ୍ଭୁତ ମାଛ, ଦେଖିବାକୁ ଲୋକଙ୍କ ପ୍ରବଳ ଭିଡ଼, କେଜି ଏତିକି ଟଙ୍କାରେ ହେଲା ବିକ୍ରି

ଭୋଗରାଇ,୨୨ା୯(ପ୍ରଦୀପ ଦାସ): ଓଡ଼ିଶା ସୀମାନ୍ତ ପଶ୍ଚିମବଙ୍ଗ ରାଜ୍ୟ ଦୀଘା ମୁହାଣରେ ବଙ୍ଗୀୟ ମତ୍ସ୍ୟଜୀବୀଙ୍କ ଜାଲରେ ଧରାପଡ଼ିଛନ୍ତି ଲକ୍ଷାଧିକ ଟଙ୍କାର ତେଲିଆ ଶିଳା ମାଛ। ଦୀଘା ମୁହାଣକୁ ଶନିବାର ଏହି ମାଛ ନିଲାମ ପାଇଁ ଆସିଥିଲା। ମାଛକୁ ଦେଖିବା ପାଇଁ ସ୍ଥାନୀୟ ଲୋକଙ୍କ ଭିଡ଼ ଜମିଥିଲା। ପ୍ରଥମ ୨ଟି ମାଛ କ୍ରମାନ୍ବୟରେ ୨୫ ଓ ୨୩ କେଜି ଓଜନର ମୋଟ୍‌ ୪୮କେଜି ହୋଇଥିଲା ବେଳେ ଏହା କେ.ଜି ପ୍ରତି ୧୩ ହଜାର ୫ଶହ ଟଙ୍କା ଦରରେ ବିକ୍ରି ହୋଇ ମୋଟ୍‌ ୬ଲକ୍ଷ ୪୮ହଜାର ଟଙ୍କା ହୋଇଥିଲା। ଅନ୍ୟ ୩ଟିର ଓଜନ ୫୮ କେଜି ରହିଥିଲା ବେଳେ ଏହା କିଗ୍ରା ପ୍ରତି ୯ ହଜାର ୫୦୦ ଟଙ୍କା ମୂଲ୍ୟରେ ମୋଟ୍‌ ୫ ଲକ୍ଷ ୫୧ ହଜାର ଟଙ୍କାରେ ବିକ୍ରି ହୋଇଥିବା ଜଣାପଡ଼ିଛି।

ସେହିପରି ବାକି ୪ଟି ମାଛର ଓଜନ ୯୩ କିଲୋଗ୍ରାମ ହୋଇଥିଲା ବେଳେ କିଲୋପ୍ରତି ୩ହଜାର ୪ଶହ ଟଙ୍କା ମୂଲ୍ୟରେ ୩ଲକ୍ଷ ୧୬ହଜାର ୨ଶହ ଟଙ୍କାରେ ବିକ୍ରି ହୋଇଥିଲା। ସର୍ବମୋଟ୍‌ ୧ କୁଇଣ୍ଟାଲ ୯୯ କିଗ୍ରା ମାଛ ୧୫ ଲକ୍ଷ ୧୫ ହଜାର ୨ଶହ ଟଙ୍କା ମୂଲ୍ୟରେ କୋଲକାତାର ଏକ କମ୍ପାନୀ କିଣିଥିବା ସୂଚନା ମିଳିଛି।

ସୂଚନାନୁଯାୟୀ,ଏହି ମାଛର ବ୍ଲାଡର ଔଷଧ ପ୍ରସ୍ତୁତରେ ବ୍ୟବହୃତ ହେଉଥିବା ଦୃଷ୍ଟିରୁ ଏହାର ଯଥେଷ୍ଟ ଚାହିଦା ରହିଛି। ମାତ୍ର ଏହି ତେଲିଆ ଶିଳା ମାଛ କ୍ୱଚିତ ଦେଖିବାକୁ ମିଳିିଥାଏ। ମାଛର ମେଲ୍‌ ଓ ଫିମେଲ ଦେଖି ଏବଂ ଅଧିକ ଓଜନ ଅନୁସାରେ ମାଛର ମୂଲ୍ୟ ନିର୍ଦ୍ଧାରଣ କରାଯାଇଥାଏ ବୋଲି ମତ୍ସ୍ୟ ବେପାରୀମାନେ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Modi Govt Plan-B ଆକ୍ଟିଭ! ଇନ୍ଧନ ଯୋଗାଣ, ଜାହାଜ ପରିବହନ ସୁରକ୍ଷା ଉପରେ ଦୃଢ ମନୋଭାବ ପୋଷଣ କଲା ଭାରତ, ହର୍ମୁଜ ଷ୍ଟ୍ରେଟରେ କଡ଼ା ନଜର

ନୂଆଦିଲ୍ଲୀ,୨୨।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଶକ୍ତି ପ୍ରତିଷ୍ଠାନ ଉପରେ ଆକ୍ରମଣ ବିଶ୍ୱ ଉତ୍ତେଜନାକୁ ଏକ ଗୁରୁତର ସ୍ତରକୁ ବୃଦ୍ଧି କରିଛି।…

ବଲାଙ୍ଗୀର ଟାଉନ୍‌ ପୋଲିସ ପଞ୍ଝାରେ ଗଞ୍ଜେଇ ବେପାରୀ: ବାଇକ୍‌ରେ ଚାଲାଣ ବେଳେ ପଡ଼ିଲେ ଧରା, ୫ କିଲୋ…

ବଲାଙ୍ଗୀର,୨୨।୩ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ କାୟା ବିସ୍ତାର କରୁଥିବା ଗଞ୍ଜେଇ ମାଫିଆଙ୍କ ବିରୋଧରେ ଟାଉନ ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବାଇକ ଯୋଗେ…

ଖୁସି ଖବର: ଭାରତ ପହଞ୍ଚିଲା ଆମେରିକାର LPG ଜାହାଜ, ପ୍ରଥମେ ରୁଷିଆ ତେଲ ଟ୍ୟାଙ୍କର ଆଉ ଏବେ…

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ପରେ, ବିଶ୍ୱ ତୈଳ ସଙ୍କଟ ଆହୁରି ଘନିଷ୍ଠ ହୋଇଛି। ଇରାନର ହର୍ମୁଜ ପ୍ରଣାଳୀ ଉପରେ ପହରାଦେବା ଜାହାଜଗୁଡ଼ିକୁ ସମୁଦ୍ରରେ ରହିବାକୁ ବାଧ୍ୟ କରିଛି।…

ବଢିବ କି ପେଟ୍ରୋଲ-ଡିଜେଲ ମୂଲ୍ୟ? କେନ୍ଦ୍ର ସରକାର ଦେଲେ ବଡ଼ ସୂଚନା

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ମଧ୍ୟରେ, ହର୍ମୁଜ ପ୍ରଣାଳୀକୁ ନେଇ ଉତ୍ତେଜନା ବୃଦ୍ଧି ପାଇଛି। ହର୍ମୁଜ ପ୍ରଣାଳୀ ସମ୍ପୂର୍ଣ୍ଣ ବନ୍ଦ ହୋଇପାରେ ବୋଲି ଆଲୋଚନା ହେଉଛି। ଏହା ଭବିଷ୍ୟତରେ…

ଭାରତୀୟ ରାଜନୀତିରେ ଇତିହାସ ସୃଷ୍ଟି କଲେ ପ୍ରଧାନମନ୍ତ୍ରୀ ମୋଦି, ନିଜ ନାଁରେ କଲେ ଆଉ ଏକ ରେକର୍ଡ

ନୂଆଦିଲ୍ଲୀ,୨୨।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଭାରତୀୟ ରାଜନୀତିରେ ଇତିହାସ ସୃଷ୍ଟି କରିଛନ୍ତି। ମୋଦି ଗୁଜରାଟର ମୁଖ୍ୟମନ୍ତ୍ରୀ ଏବଂ ପ୍ରଧାନମନ୍ତ୍ରୀ ଭାବରେ ତାଙ୍କର କାର୍ଯ୍ୟକାଳକୁ ମିଶାଇ ମୋଟ…

ଏପ୍ରିଲ ପହିଲାରୁ ATM ବ୍ୟବହାର ହୋଇଯିବ ମହଙ୍ଗା, ଜାଣିରଖନ୍ତୁ ନୂଆ ନିୟମ, ନଚେତ…

ନୂଆଦିଲ୍ଲୀ,୨୨।୩: ନୂତନ ଆର୍ଥିକ ବର୍ଷ ଆରମ୍ଭରୁ ସାଧାରଣ ଗ୍ରାହକଙ୍କ ପାଇଁ ବ୍ୟାଙ୍କିଙ୍ଗ ନିୟମରେ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଏପ୍ରିଲ ୧ ତାରିଖରୁ ATMରୁ ଟଙ୍କା ଉଠାଣ,…

କ୍ୟୁବାରେ ଘୋଟିଗଲା ଘନ ଅନ୍ଧାର, ଦେଶବ୍ୟାପୀ ବ୍ଲାକ ଆଉଟ, ଏଥିପାଇଁ ଟ୍ରମ୍ପ ଦାୟୀ?

ହାଭାନା,୨୨।୩: ଶନିବାର ଦିନ, କ୍ୟୁବାର ସମ୍ପୂର୍ଣ୍ଣ ବିଦ୍ୟୁତ ଗ୍ରୀଡ ପୁଣି ଥରେ ଭାଙ୍ଗି ପଡ଼ିଲା, ଯାହା ଫଳରେ ସାରା ଦେଶରେ ପ୍ରାୟ ୧୧ ନିୟୁତ ଲୋକ ଅନ୍ଧାରରେ…

ଏଣିକି ୨ମିନିଟ୍‌ରେ ମିଳିବ ସିଲିଣ୍ଡର, ବୁକିଂ କରିବା ପୂର୍ୱରୁ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ପ୍ରଭାବ ଏବେ ସାରା ଭାରତର ପରିବାରର ରୋଷେଇ ଘରେ ପଡ଼ିବା ଆରମ୍ଭ ହୋଇଛି। ଯେହେତୁ ଭାରତ ଏହାର ପ୍ରାୟ 60 ପ୍ରତିଶତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri