Posted inଫୁରସତ

‘ଜାରା’ ବ୍ରାଣ୍ଡର ଏହି ସ୍ବେଟରକୁ ଦେଖି ଲୋକେ କହୁଛନ୍ତି ‘ଚିରା କପଡ଼ା’: ଦାମ ଦେଢ଼ ହଜାରରୁ ଅଧିକା

ଶୀତ ଆସିଲେ ସ୍ବେଟର ଖୋଜାପଡେ। ପୁରୁଣା ପିନ୍ଧିବାକୁ ମନ ନହେଲେ ଟ୍ରେଣ୍ଡ ଅନୁଯାୟୀ କିଣିବାକୁ ହୁଏ। ହେଲେ ଜଣେ ଯୁବତୀ ଏକ ଅଜବ ସ୍ବେଟର ପିନ୍ଧି ଚର୍ଚ୍ଚାକୁ ଆସିଛନ୍ତି। ଆପଣ ଯଦି ତାହା ଦେଖିବେ କାହିଁକି ସେ ଶୀତବସ୍ତ୍ରଟିକୁ ପିନ୍ଧିଛନ୍ତି ଭାବିବେ। ତାହା ଏକ ଆର୍ମ ଓ୍ବାର୍ମର ସ୍ବେଟର ବୋଲି ଜଣାପଡ଼ିଛି। ୨୦୨୦ର ସବୁଠାରୁ ଖରାପ ଫ୍ୟାଶନ୍‌ ତାଲିକାରେ ସ୍ବେଟରକୁ ସାମିଲ କରାଯାଇଛି।

ଫ୍ୟାଶନ ବ୍ରାଣ୍ଡ ‘ଜାରା’ ପକ୍ଷରୁ ସ୍ବେଟରଟିକୁ ପ୍ରସ୍ତୁତ କରାଯାଇଛି। ଏହା କେବଳ ହାତରେ ପିନ୍ଧି ହୁଏ। ନୃତ୍ୟଶିଳ୍ପୀମାନେ ଏଭଳି ପୋଷାକ ପୂର୍ବରୁ ପିନ୍ଧି ଆସୁଥିଲେ। ହେଲେ ଏବେ ଏହା ଶୀତଦିନିଆ ଟ୍ରେଣ୍ଡ ପାଲଟିଲାଣି। ବଜାରରେ ଏହାର ଦାମ

୧୫୦୦ଟଙ୍କାରୁ ଅଧିକ ରହିଛି। ଦେଖିବାକୁ ଚିରା କପଡ଼ା ଭଳି ଲାଗୁଥିଲେ ହେଁ କିଛି ଲୋକ ଏହାକୁ ପସନ୍ଦ କରୁଛନ୍ତି। ସ୍ବେଟରକୁ ପିନ୍ଧି ଅନେକ ଫଟୋ ମଧ୍ୟ ସୋସିଆଲ ପୃଷ୍ଠାରେ ଅପ୍‌ଲୋଡ୍‌ କରୁଛନ୍ତି। ଏହା ବେଶ୍‌ ଭାଇରାଲ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ତ୍ରିଷାଙ୍କୁ ନେଇ ମୁହଁ ଖୋଲିଲେ ମୁଖ୍ୟମନ୍ତ୍ରୀ ବିଜୟ, ଉଦୟନିଧିଙ୍କୁ କହିଲେ ମୁଁ…

ନୂଆଦିଲ୍ଲୀ, ୭।୮: ତାମିଲନାଡୁ ଏବଂ କର୍ନାଟକ ମଧ୍ୟରେ କାବେରୀ ନଦୀ ଜଳକୁ ନେଇ ବିବାଦ ଜାରି ରହିଛି। ଏହି ସମୟରେ ମୁଖ୍ୟମନ୍ତ୍ରୀ ବିଜୟ ଥାଲାପତି କହିଛନ୍ତି ଯେ,…

ଆସନ୍ତାକାଲିଠୁ Flipkart Freedom Sale ଆରମ୍ଭ: ଜାଣନ୍ତୁ ୫ ଧମାକାଦାର ଡିସ୍‌କାଉଣ୍ଟ, କରନ୍ତୁ ନାହିଁ ମିସ୍‌

ନୂଆଦିଲ୍ଲୀ, ୭।୮: Flipkart Freedom Sale ୨୦୨୬ ଆସନ୍ତାକାଲି ଅର୍ଥାତ୍‌ ୮ ଅଗଷ୍ଟରୁ ଆରମ୍ଭ ହେଉଛି। ଯଦି ଆପଣ ଏହି ସେଲ୍‌ରେ ନୂଆ ଫୋନ କିଣିବାକୁ ଯୋଜନା…

ମାଛ ଧରିବାକୁ ଯାଇଥିଲେ ବୃଦ୍ଧ, ଟାଣିନେଲା କୁମ୍ଭୀର, ନଦୀକୂଳରେ ପଡ଼ିଛି…

ମହାକାଳପଡ଼ା,୭ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଦେଇ ପ୍ରବାହିତ ମହାନଦୀ ଶାଖା ଗୁପ୍ତଗିରୀ ନାଳରେ ଜଣେ ମାଛ ଧରାଳିଙ୍କୁ କୁମ୍ଭୀର ଟାଣି ନେଇଥିବା ଅଭିଯୋଗ…

ହାର୍ଦ୍ଦିକ ପାଣ୍ଡ୍ୟାକୁ ନେଇ ଆସିଲା ଚମକାଇଦେଲା ଭଳି ଖବର: କ୍ରିକେଟ ଜଗତରେ ହଇଚଇ

ନୂଆଦିଲ୍ଲୀ, ୭।୮: IPL ୨୦୨୬ ସିଜନ ଶେଷ ହେବା ପରଠାରୁ ହାର୍ଦ୍ଦିକ ପାଣ୍ଡ୍ୟା ମୁମ୍ବାଇ ଇଣ୍ଡିଆନ୍ସରୁ ଅଲଗା ହେବା ନେଇ ଚର୍ଚ୍ଚା ଆରମ୍ଭ ହୋଇଯାଇଛି। IPL ୨୦୨୪ରେ…

ଦିନକ ଭିତରେ ଆଣ୍ଠୁମାଡ଼ିଲା ବାଂଲାଦେଶ: ଭାରତଠାରୁ ମାଗିଲା…

ନୂଆଦିଲ୍ଲୀ, ୭।୮: ବାଂଲାଦେଶ-ଭାରତ ଫ୍ରେଣ୍ଡଶିପ ପାଇପଲାଇନ ମାଧ୍ୟମରେ ଭାରତରୁ ବାଂଲାଦେଶକୁ ପ୍ରାୟ ୫,୦୦୦ ମେଟ୍ରିକ ଟନ ଡିଜେଲ ପଠାଯାଉଛି। ପଶ୍ଚିମ ଏସିଆରେ ବଢ଼ୁଥିବା ଉତ୍ତେଜନା ଯୋଗୁ ବିଶ୍ୱବ୍ୟାପୀ…

ପ୍ରଥମେ ଛେଳି ଚୋରି କଲେ, ତା’ପରେ ତାଲା ଭାଙ୍ଗି ବ୍ୟାଙ୍କରେ ପଶିଲେ: ୩ ଜଣଙ୍କୁ…

ଅତାବିରା/ଗୋଡ଼ଭଗା, ୭/୮(ଯୁଧିଷ୍ଠିର ମହାପାତ୍ର / ସୁରେଶ ଦାଶ ): ବରଗଡ଼ ଜିଲା ଅତାବିରା ବ୍ଲକ ଅନ୍ତର୍ଗତ ଲହଣ୍ଡା ପଞ୍ଚାୟତ ସ୍ଥିତ ୟୁକୋ ବ୍ୟାଙ୍କରେ ବିଳମ୍ବିତ ରାତିରେ ଚୋରି…

ବୁଦ୍ଧାଶ୍ରମରେ ଚାଲିଗଲା ବ୍ୟବସାୟୀଙ୍କ ଜୀବନ, ଦେଖିବାକୁ ଆସିଲେନି ୩ ଝିଅ: ଭିଡିଓ କଲ୍‌ କରି କହିଲେ…

ଚଣ୍ଡିଗଡ,୭।୮: ହରିଆଣାର ସୋନିପତରୁ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଏଠାରେ ବୃଦ୍ଧାଶ୍ରମରେ ରହୁଥିବା ଜଣେ କପଡ଼ା ବ୍ୟବସାୟୀଙ୍କ ମୃତ୍ୟୁ ପରେ ପରିବାରର କୌଣସି ସଦସ୍ୟ…

ଘୋଷଣା ହେଲା ନୂଆଁଖାଇ ଲଗ୍ନ: ପଶ୍ଚିମ ଓଡ଼ିଶାରେ ଉତ୍ସାହ ଆରମ୍ଭ

ବଲାଙ୍ଗୀର, ୭।୮( ସୁନିଲ କୁମାର ମହାନ୍ତି): ପଶ୍ଚିମ ଓଡ଼ିଶାର ମହାନ ଗଣପର୍ବ ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ ହୋଇଛି। ବଲାଙ୍ଗୀର ଜିଲା ପାଇଁ ପାଟଣା ମହାରାଜାଙ୍କ ଶୈଳଶ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri