Posted inରାଜ୍ୟ

ଭାଲୁଠୁ ବାଇକ୍‌ ଚାଳକଙ୍କୁ ରକ୍ଷା କଲେ ବୁଲା କୁକୁର

ସଜନାଗଡ଼, ୨୫।୩(ଡି.ଏନ.ଏ.)- ଖାଦ୍ୟ ଅନ୍ବେଷଣରେ ବନ୍ୟଜନ୍ତୁ ଏବେ ସହରମୁହାଁ। ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ସ୍ବର୍ଣ୍ଣଚୂଡ଼ ସଂରକ୍ଷିତ ଜଙ୍ଗଲରୁ ବୁଧବାର ମଧ୍ୟରାତ୍ରରେ ଏକ ଭାଲୁ ଚାଲିଆସି ସହର ମୁଖ୍ୟ ରାସ୍ତାରେ ଚଳପ୍ରଚଳ କରୁଥିବା ଦେଖିବାକୁ ମିଳିଥିଲା।

ସହର ମେଡ଼ିକାଲ ରୋଡ୍‌ରେ ଅବାଧରେ ବିଚରଣ କରୁଥିବା ବେଳେ ଭାଲୁ ଜଣେ ବାଇକ୍‌ ଆରୋହୀଙ୍କୁ ଦେଖି ଆକ୍ରମଣ ଉଦ୍ୟମ କରିବା ପୂର୍ବରୁ କିଛି ବୁଲା କୁକୁର ମିଶି ଭାଲୁକୁ ଘଉଡ଼ାଇ ଦେଇଥିଲେ। ଭାଲୁ ଭୟଭୀତ ହୋଇ ମେଡ଼ିକାଲ ରୋଡ୍‌ରେ ଦୌଡ଼ିଯାଇ ଉପଜିଲାପାଳଙ୍କ ଅଫିସ୍‌ ପରିସରକୁ ପଶିଯାଇଥିଲା। ପରେ ଭାଲୁଟି ଜଙ୍ଗଲ ଅଭିମୁଖେ ପଳାଇଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

‘ମୁଁ କନଭର୍ଟ ହେବାକୁ ଚାହୁଁଛି…’ କଙ୍ଗନାଙ୍କ ଗୋଟିଏ ବୟାନ ସୋସିଆଲ ମିଡିଆରେ ଲଗାଇଲା ନିଆଁ, ଜାଣନ୍ତୁ ମାମଲା

ନୂଆଦିଲ୍ଲୀ,୩।୮: ବଲିଉଡ୍‌ ଅଭିନେତ୍ରୀ BJP ସାଂସଦ କଙ୍ଗନା ରଣାୱତ ପୁଣି ଥରେ ନିଜର ସ୍ପଷ୍ଟବାଦୀ ଅନ୍ଦାଜ ପାଇଁ ଚର୍ଚ୍ଚାରେ। ଏଥର କାରଣ ହେଉଛି ତାଙ୍କର ସୋସିଆଲ୍‌ ମିଡିଆ…

ବଦଳିଲା ୟୁପିଆଇ ପେମେଣ୍ଟ ନିୟମ, ଟ୍ରାଞ୍ଜାକ୍ସନ୍ ପୂର୍ବରୁ ବ୍ୟାଙ୍କ ପଚାରିବ Yes/No ପ୍ରଶ୍ନ…

ନୂଆଦିଲ୍ଲୀ,୩।୮: ଆପଣଙ୍କର ପରବର୍ତ୍ତୀ UPI ପେମେଣ୍ଟ (Payment) ହୁଏତ ସବୁବେଳେ ଗୋଟିଏ ଟ୍ୟାପ୍‌ରେ ସମ୍ପୂର୍ଣ୍ଣ ନହୋଇପାରେ। ଦେଶରେ ବୃଦ୍ଧି ପାଉଥିବା ଡିଜିଟାଲ୍‌ ପେମେଣ୍ଟ ଠକେଇକୁ ରୋକିବା ଏବଂ…

ଭାଜପା ହାତରୁ ଛଡାଇନେଲେ ଆସନ, ବାଙ୍କିପୁରରେ କେମିତି କାମ କଲା ପ୍ରଶାନ୍ତ କିଶୋରଙ୍କ ମାଷ୍ଟରଷ୍ଟ୍ରୋକ୍‌? ଜାଣନ୍ତୁ…

ପାଟନା,୩।୮: ତିନି ଦଶନ୍ଧି ପରେ ନିଜ ଗଡ଼ରେ ଭାଜପାକୁ ବଡ଼ ପରାଜୟର ସାମ୍ନା କରିବାକୁ ପଡ଼ିଛି। ପରିବର୍ତ୍ତନର ଲହରୀରେ ବିହାରର ବାଙ୍କିପୁର ବିଧାନସଭା ଆସନ, ଯାହା ଭାଜପାର…

ଭାଜପାକୁ ଶକ୍ତ ଝଟ୍‌କା: ଶୋଚନୀୟ ଭାବେ ପରାସ୍ତ କଲା କଂଗ୍ରେସ

ଭୋପାଳ,୩।୮: ମଧ୍ୟପ୍ରଦେଶର ଦତିଆ ବିଧାନସଭା ଆସନ ପାଇଁ ହୋଇଥିବା ଉପନିର୍ବାଚନର ଫଳାଫଳ ସୋମବାର ଘୋଷଣା କରାଯାଇଛି। ଏହି ଉପନିର୍ବାଚନରେ ଶାସକ ଭାରତୀୟ ଜନତା ପାର୍ଟି (ଭାଜପା)କୁ ଏକ…

ଧରିତ୍ରୀର ପ୍ରଭାବ: ପିଲାସାଲୁଙ୍କି କେନାଲରେ ଛଡ଼ାଯିବ ପାଣି

ଖଜୁରୀପଡ଼ା,୩।୮(ବିଦୁର ବେହେରା): ପିଲାସାଲୁଙ୍କି ଡ୍ୟାମ କେନାଲ ପାଣିକୁ ନେଇ ଚାଷୀଙ୍କ ଅସନ୍ତୋଷ ଏବଂ ସମସ୍ୟା ସମ୍ପର୍କରେ ଗତ ଜୁଲାଇ ୩୧ ତାରିଖରେ ’ଧରିତ୍ରୀ’ରେ ଖବର ପ୍ରକାଶ ପାଇବା…

ବାଙ୍କିପୁର ଉପନିର୍ବାଚନରେ ପ୍ରଶାନ୍ତ କିଶୋରଙ୍କୁ ସହଯୋଗ କଲେ ନୀତିଶ କୁମାର, ଜାଣନ୍ତୁ କ’ଣ ଥିଲା ପିକେଙ୍କ ରଣନୀତି

ପାଟନା,୩।୮: ବାଙ୍କିପୁର ବିଧାନସଭା ଉପନିର୍ବାଚନର ଫଳାଫଳ ପ୍ରକାଶ ପାଇଛି। ଜନ ସୁରାଜର ପ୍ରତିଷ୍ଠାତା ପ୍ରଶାନ୍ତ କିଶୋର ବିଜୟ ହାସଲ କରିଛନ୍ତି। ବଡ଼ ବ୍ୟବଧାନରେ ସେ ଭାଜପା ପ୍ରାର୍ଥୀ…

ଛାତିଥରା ଘଟଣା…ସ୍କୁଲରେ ପଶି ଶିକ୍ଷୟିତ୍ରୀଙ୍କୁ ଛୁରାମାଡ଼ କଲେ ଦୁର୍ବୃତ୍ତ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୩।୮: ହରିୟାଣାର ଫରିଦାବାଦ ଜିଲାର ସିକରୌନା ଗାଁରେ ଥିବା ଏକ ସ୍କୁଲରେ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ଘଟିଛି । ଜଣେ ମୁଖା ପିନ୍ଧିଥିବା ଯୁବକ ସ୍କୁଲ ପରିସରକୁ…

ଜବରଦସ୍ତ ବିଜୟ ପରେ ଭାଜପାକୁ ଏମିତି ଅନୁରୋଧ କଲେ ପ୍ରଶାନ୍ତ କିଶୋର: ମୁଖ୍ୟମନ୍ତ୍ରୀଙ୍କୁ ତୁରନ୍ତ…

ପାଟନା,୩।୮: ଜନ ସୂରଜ ପାର୍ଟି (JSP)ର ପ୍ରତିଷ୍ଠାତା ପ୍ରଶାନ୍ତ କିଶୋର ବାଙ୍କିପୁର ଉପନିର୍ବାଚନରେ ବିଜୟ ହାସଲ କରିଛନ୍ତି। ସେ ଭାଜପା ପ୍ରାର୍ଥୀ ନୀରଜ କୁମାରଙ୍କୁ ପରାସ୍ତ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri