ନବଜାତ ଶିଶୁର ମୃତଦେହକୁ ଝୁଣି ଖାଉଛି କୁକୁର, ବିଚଳିତ କରୁଛି ଦୃଶ୍ୟ

ବଲାଙ୍ଗୀର ଅଫିସ, ୭।୧୦- ବଲାଙ୍ଗୀର ସହରରେ ଗୁରୁବାର ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି । ଏକ ନବଜାତ ଶିଶୁର ମୃତଦେହକୁ ବୁଲା କୁକୁର ପାଟିରେ ଧରି ସହର ଭିତରେ ବୁଲୁଥିବା ଓ ଝୁଣି ଖାଉଥିବା ଦୃଶ୍ୟ ଅନେକଙ୍କୁ ବିଚଳିତ କରିଛି। ସ୍ଥାନୀୟ ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲ ସମ୍ମୁଖରେ ଉକ୍ତ କୁକୁରଟି ନବଜାତ ଶିଶୁର ମୃତଦେହ ପାଟିରେ ଧରିଥିବା ଦେଖାଯାଇଥିଲା। କୁକୁରଟି କେଉଁ ସ୍ଥାନରୁ ମୃତଦେହକୁ ଆଣିଛି ତାହା ସ୍ପଷ୍ଟ ହୋଇ ନ ଥିଲେ ମଧ୍ୟ ହସ୍ପିଟାଲ ଆଖପାଖରୁ ଆଣିଥିବା ନେଇ ଚର୍ଚ୍ଚା ହେଉଛି । କିଛିଦିନ ପୂର୍ବରୁ ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲ ଡ୍ରେନରେ ଏକ ନବଜାତ ଶିଶୁର ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଥିଲା। ଏବେ ଏହି ଘଟଣାକୁ ନେଇ ସାଧାରଣରେ ଉଦ୍‌ବେଗ ପ୍ରକାଶ ପାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

୩ ମନ୍ତ୍ରୀଙ୍କୁ ରଥଯାତ୍ରା ତଦାରଖ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୨ା୬(ବ୍ୟୁରୋ)-ପୁରୀ ରଥଯାତ୍ରା ପାଇଁ ସୋମବାର ମାନ୍ୟବର ସୁପ୍ରିମକୋର୍ଟ ଅନୁମତି ଦେଇଛନ୍ତି। ଏହାପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ଉଚ୍ଚସ୍ତରୀୟ ବୈଠକ ଭିଡିଓ କନଫରେନ୍ସ ମାଧ୍ୟମରେ କରିଛନ୍ତି।...

୩ ସନ୍ତାନ ଥିବାରୁ କାନାକୋଟ ସରପଞ୍ଚଙ୍କ ପଦବୀ ଅସିଦ୍ଧ

ନବରଙ୍ଗପୁର,୩ା୧(ବି.ପ୍ର)- ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅଧୀନ କାନାକୋଟ ପଞ୍ଚାୟତ ସରପଞ୍ଚ ଜଗ ଭତରାଙ୍କ ୩ଟି ସନ୍ତାନ ଥିବାରୁ ତାଙ୍କ ପଦବୀକୁ ଜିଲାପାଳ ତଥା ଜିଲା...

୨୪ ଘଣ୍ଟାରେ ଝଡ଼ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୫।୩ (ବ୍ୟୁରୋ):   ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଝାରସୁଗୁଡା, ସୁନ୍ଦରଗଡ଼, ସମ୍ବଲପୁର ଏବଂ କେନ୍ଦୁଝର ଜିଲାର ଅଳ୍ପ କେତେକ ସ୍ଥାନରେ ଏବଂ ନୂଆପଡା, ବଲାଙ୍ଗୀର, ବରଗଡ,...

ଲୋକଲଜ୍ଜା ସହି ନ ପାରି ଯୁବତୀଙ୍କ ଆତ୍ମହତ୍ୟା

ନାଉଗାଁ,୮ା୧୧(ସ୍ବ.ପ୍ର.): ଜଗତସିଂହପୁର ଜିଲା ନାଉଗାଁ ଥାନା ଅଞ୍ଚଳର ଜଣେ ଯୁବତୀ ଲୋକଲଜ୍ଜା ସହି ନ ପାରି ଗୁରୁବାର ରଶିଲଗାଇ ଆତ୍ମହତ୍ୟା କରିଛନ୍ତି। ଏନେଇ ଯୁବତୀଙ୍କ ମା’...

୬ ଅଭିଯୁକ୍ତଙ୍କୁ ସର୍ତ୍ତମୂଳକ ଜାମିନ

ବ୍ରହ୍ମପୁର ଅଫିସ,୧୯ା୯-ଜଣେ ବ୍ୟକ୍ତିଙ୍କୁ ସଂଘବଦ୍ଧ ମରଣାନ୍ତକ ଆକ୍ରମଣ ଓ ହତ୍ୟା ଉଦ୍ୟମ କରାଯାଇଥିବା ମାମଲାର ଶୁଣାଣି କରି ବୁଧବାର ଅତିରିକ୍ତ ଜିଲା ଦୌରାଜଜ (ଏଡିଜେ-୩) ନିରଞ୍ଜନ...

ଓଡ଼ିଶାକୁ ପ୍ରଥମ ଜାତୀୟ ଇ-ବିଧାନସଭା ଗୌରବ

ଭୁବନେଶ୍ୱର,୧୦।୧୧(ବ୍ୟୁରୋ): ଓଡିଶା ବିଧାନସଭା ଦେଶର ପ୍ରଥମ ଜାତୀୟ ଇ-ବିଧାନସଭା ହେବାର ଗୌରବ ପ୍ରାପ୍ତ ହୋଇଛି। ରାଜ୍ୟ ସରକାରଙ୍କ ସୂଚନା ଓ ପ୍ରଯୁକ୍ତି ବିଦ୍ୟା ବିଭାଗ ଏବଂ...

ଥାନା ଅଧିକାରୀଙ୍କ ଅନୁଭୂତି: ଅଭିଯୁକ୍ତଙ୍କୁ ଧରାଇଲା ସରପଞ୍ଚଙ୍କ ଫୋନ କଲ୍‌

କେବଳ ଦେଶର ଆଭ୍ୟନ୍ତରୀଣ ସୁରକ୍ଷା ନୁହେଁ, ଅପରାଧ ରୋକିବା ଏବଂ ଠିକ୍‌ ଢଙ୍ଗରେ ତଦନ୍ତ ଚଳାଇ ଅପରାଧୀଙ୍କୁ ଧରିବା ପୋଲିସର ପ୍ରମୁଖ ଦାୟିତ୍ୱ। ଏହି ଗୁରୁ...

କରୋନା ଗୁଜବ ସୋସିଆଲ ମିଡିଆରେ ଭାଇରାଲ: ଗିରଫ ଶିକ୍ଷକ ନିଲମ୍ବିତ

ଧର୍ମଗଡ,୧୭।୩(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକ ଖଳିଆକାନି ଗାଁରେ କରୋନା ଆକ୍ରାନ୍ତ ଜଣେ ଯୁବକ କବାଟ ବନ୍ଦକରି ଘରେ ରହିବା ଓ ଘଟଣା ସ୍ଥଳକୁ ଗୋଲାମୁଣ୍ଡା...

Advertisement
Archives

Model This Week