ଜଟଣୀରେ କଂଗ୍ରେସକୁ ଶକ୍ତ ଝଟ୍‌କା, ଦଳ ଛାଡି ବିଜେଡିରେ ମିଶିଲେ ନେତା ଓ ୩ କାଉନସିଲର

ଜଟଣୀ,୧୨।୪: ଜଟଣୀରେ କଂଗ୍ରେସକୁ ଲାଗିଛି ଶକ୍ତ ଝଟ୍‌କା। ଆଜି ସୁରଙ୍କ ପୁଅ ତଥା ବିଜେଡି ଏମପି ପ୍ରାର୍ଥୀ ମନ୍ମଥ ରାଉତରାୟଙ୍କ ଉପସ୍ଥିତିରେ ଜଟଣୀ ମୁନିସପାଲଟିର ୩ଜଣ କଂଗ୍ରେସ କାଉନସିଲର ଓ ବହୁ କର୍ମୀ ବିଜେଡିରେ ଯୋଗ ଦେଇଛନ୍ତି ।

ସୂଚନା ଅନୁସାରେ, ଆଜି ଶଙ୍ଖ ଭବନରେ ଜଟଣୀ କଂଗ୍ରେସର ବହୁ ନେତା ଓ କର୍ମୀ ବିଧିବଦ୍ଧ ଭାବେ ବିଜେଡିରେ ସାମିଲ ହୋଇଛନ୍ତି । ଖୋର୍ଦ୍ଧା ଜିଲା କଂଗ୍ରେସର ସାଧାରଣ ସମ୍ପାଦକ ପ୍ରମୋଦ ହରିଚନ୍ଦନଙ୍କ ସମେତ ଜଟଣୀ ମୁନିସିପାଲଟିର କଂଗ୍ରେସ କାଉନସିଲର ଇତିଶ୍ରୀ ଦାସ, ଅନୀତା ମହାପାତ୍ର ଓ କୃଷ୍ଣଚନ୍ଦ୍ର ନାୟକ, ମେଣ୍ଢାଶାଳ ସରପଞ୍ଚ କଂଗ୍ରେସ ନେତ୍ରୀ କୌଶଲ୍ୟା ବଳିୟାର ସିଂ ଓ ଅନ୍ୟ କଂଗ୍ରେସ କର୍ମୀମାନେ ବିଜେଡିରେ ଯୋଗ ଦେଇଛନ୍ତି । ଏହି ମିଶ୍ରଣପର୍ବରେ ବିଜେଡି ଏମପି ମାନସ ମଙ୍ଗରାଜ, ଜଟଣୀରୁ ବିଜେଡି ବିଧାୟକ ପ୍ରାର୍ଥୀ ବିଭୂତିଭୂଷଣ ବଳବନ୍ତରାୟ ପ୍ରମୁଖଙ୍କ ସମେତ ସୁରଙ୍କ ସାନପୁଅ ମନ୍ମଥ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଶେୟାର ମାର୍କେଟ୍‌ରେ ହାହାକାର: ଗୋଟିଏ ଘଣ୍ଟାରେ ପ୍ରାୟ ୭.୬ ଲକ୍ଷ କୋଟି ଟଙ୍କା ହରାଇଲେ ନିବେଶକ

ମୁମ୍ବାଇ,୧୯।୩: ଭାରତୀୟ ଷ୍ଟକ ବଜାରରେ ଗୁରୁବାର ହାହାକାର ଦେଖିବାକୁ ମିଳିଛି। ବଜାର ଖୋଲିବାର ମାତ୍ର ଗୋଟିଏ ଘଣ୍ଟା ମଧ୍ୟରେ ନିବେଶକମାନେ ପ୍ରାୟ ୭.୬ ଲକ୍ଷ କୋଟି ଟଙ୍କା…

ପ୍ରଧାନଆଚାର୍ଯ୍ୟଙ୍କ ନିଲମ୍ବନ ନେଇ ପ୍ରତିବାଦ, ଫାଟକରେ ତାଲା ପକାଇ ଧାରଣାରେ ବସିଲେ ଗୁରୁମା-ଗୁରୁଜୀ

ତିହିଡ଼ି,୧୯ା୩(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ିସ୍ଥିତ ଶିଶୁବିଦ୍ୟାମନ୍ଦିରର ଗୁରୁମା ଓ ଗୁରୁଜୀମାନେ ଗୁରୁବାର ସକାଳେ ବିଦ୍ୟାମନ୍ଦିର ଫାଟକରେ ତାଲା ପକାଇ ଧାରଣା ଦେଇଛନ୍ତି। ପ୍ରଧାନଆଚାର୍ଯ୍ୟଙ୍କୁ ନିଲମ୍ବନ ଏବଂ…

ପୁଣି ଯୁଦ୍ଧକୁ ଓହ୍ଲାଇବେ ଭାରତ-ପାକିସ୍ତାନ! ପରମାଣୁ ଆଟାକ୍‌ କରିପାରେ ପାକ୍‌…

ନୂଆଦିଲ୍ଲୀ,୧୯।୩: ଯଦିଓ ଭାରତ ଏବଂ ପାକିସ୍ତାନ ମଧ୍ୟରେ ପରିସ୍ଥିତି ବର୍ତ୍ତମାନ ଶାନ୍ତ ଦେଖାଯାଉଛି, ତଥାପି ବିପଦ ସମ୍ପୂର୍ଣ୍ଣ ହ୍ରାସ ପାଇନାହିଁ। ଏହି ଦାବି ଆମେ କରୁନୁ, ବରଂ…

ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ନବରାତ୍ର ପୂଜା ଆରମ୍ଭ: ଢୋଲ, ମହୁରୀ ଶବ୍ଦରେ ଦୁଲୁକିଲା ଦାରିଙ୍ଗବାଡ଼ି

ଦାରିଙ୍ଗବାଡ଼ି,୧୯ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିର ପ୍ରସିଦ୍ଧ ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ଗୁରୁବାର ଚଳିତ ଚୈତ୍ର ନବବର୍ଷରେ ବାସନ୍ତିକ ନବରାତ୍ରି ପୂଜାର ଶୁଭାରମ୍ଭ ହୋଇଯାଇଛି। ଏହି ଅବସରରେ…

୨୪ ଘଣ୍ଟା ଭିତରେ ୟୁ-ଟର୍ନ ନେଲେ ଟ୍ରମ୍ପ: ବ୍ୟାକ୍‌ଫୁଟ୍‌ରେ ଆମେରିକା

ଓ୍ବାଶିଂଟନ୍‌,୧୯।୩: ମଧ୍ୟପ୍ରାଚ୍ୟରେ ଗ୍ୟାସ ସୁବିଧା ଉପରେ ଇରାନର ପ୍ରତିଶୋଧମୂଳକ ଆକ୍ରମଣ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଟେନ୍‌ସନ୍‌ରେ ପକାଇ ଦେଇଛି। ଏକ ବିବୃତ୍ତି ଜାରି କରି ସେ…

ଜଙ୍ଗଲରେ ପଡ଼ିଛି ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ ଜଣାପଡୁଛି…

କାମାକ୍ଷାନଗର,୧୯ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ସାରୁଆଳି ଗ୍ରାମ ଜଙ୍ଗଲରେ ଜଣେ କଲେଜ ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। କାମାକ୍ଷାନଗର ମହିଳା…

ଶୈଳପୁତ୍ରୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଲେ ମା’ କନକଦୁର୍ଗା

ଦେବଗଡ଼,୧୯ା୩(ଶଶାଙ୍କ ଶେଖର ଝାଙ୍କର): ମଠସାହିସ୍ଥିତ ମା’ କନକ ଦୁର୍ଗା ମନ୍ଦିରରେ ବାସନ୍ତିକ ନବରାତ୍ର ପୂଜା ଆରମ୍ଭ ହୋଇଛି। ପ୍ରଥମ ଦିବସରେ ଦେବୀଙ୍କ ପୂଜାର୍ଚ୍ଚନା ସହିତ ଭକ୍ତମାନେ ମାନସିକ…

ବାଇକ୍‌ରେ ଯାଉଥିଲେ ୩ ଭାଇ, ୧୦ ପୁଟ ଡ୍ରେନ ତଳକୁ ଖସିଲା ଗାଡ଼ି: ଆଉ ତା’ପରେ…

ବଘିଆପଡା,୧୯।୩(ଶ୍ରୀକାନ୍ତ ସାହୁ): ଖୋର୍ଦ୍ଧା-ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥ ବୌଦ୍ଧ ଥାନା ଜହ୍ନାପଙ୍କ ଫାଣ୍ଡି ଅନ୍ତଗତ ତେଲିବନ୍ଧ ପନ୍ଥାଇ ବୁଲାଣି ନିକଟରେ ଭାରସାମ୍ୟ ହରାଇ ଏକ ବାଇକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri